ରାଜ୍ୟ

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର ୭.୬୨…

ଚିଲିକା ମଝିରେ ଅଟକିଲା ଭସାପୋଲ

କୃଷ୍ଣପ୍ରସାଦ,୧୪ା୩(ଡି.ଏନ୍‌.ଏ.): ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଭସାପୋଲ (ଭେସେଲ)। ରବିବାର ଅପରାହ୍ନ ୫ଟାରେ ଏକ ପର୍ଯ୍ୟଟକ ବସ୍‌, ୧୫ଟି ଦୁଇଚକିଆ ଯାନ ଏବଂ ୩୦ଜଣ ଯାତ୍ରୀଙ୍କୁ ନେଇ ଭସାପୋଲଟି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ସାତପଡ଼ାରୁ ଚିଲିକାରେ ଜହ୍ନିକୁଦା ଅଭିମୁଖେ…

ପୁନଃ ମୂଲ୍ୟାୟନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏହି ପରୀକ୍ଷା ଦେଇଥିବା ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ଭାଷା ଓଡ଼ିଆରେ କମ୍‌ ମାର୍କ ଦିଆଯାଇଥିବା ବହୁ ଅଭିଭାବକ ଏବଂ ପରୀକ୍ଷାର୍ଥୀ ଅଭିଯୋଗ…

ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ଏହି ଆସନ ହାତେଇବାରେ ସଫଳ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା…

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲା: ପୂର୍ବତନ ଏଜିଙ୍କୁ ସିବିଆଇର ପଚରାଉଚରା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲାରେ ଛନ୍ଦି ହୋଇଥିବା ଓଡ଼ିଶାର ପୂର୍ବତନ ଆଡ୍‌ଭୋକେଟ୍‌ ଜେନେରାଲ୍‌ (ଏଜି) ଅଶୋକ ସେଠୀଙ୍କୁ ସିବିଆଇ ପଚରାଉଚରା କରିଛି। ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ୩୦ ମିନିଟ୍‌ରୁ ଅଧିକ ସମୟ ଧରି ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ଗିରଫ ହୋଇ…

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭ ତାରିଖରେ…

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ ହେବ। ରାଜ୍ୟକୁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶକ୍ତିଶାଳୀ ଶୁଷ୍କ ଉତ୍ତପ୍ତ ବାୟୁ ପ୍ରବେଶ କରିବାର…

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ ଇତିହାସ ରଚିଛନ୍ତି। କେବଳ ରାଜ୍ୟ ନୁହେଁ ବରଂ ସାରା ଭାରତ ବର୍ଷରେ ଏକ ବିରଳ…

ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କ ଅମାନବୀୟ ଆଚରଣକୁ ନେଇ ଭାଜପା ଆନ୍ଦୋଳନ କରିବ । ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ବୋଲି ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ସୋମବାର ସମଗ୍ର…

ଅଜ୍ଞାତବାସରେ ୧୦ ଭାଜପା କର୍ପୋରେଟର ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୧୩।୩: ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ଲାଗି ଚାପ ଓ ଧମକ ଯୋଗୁ ୧୦ ଭାଜପା ପ୍ରାର୍ଥୀ ଅଜ୍ଞାତବାସରେ ଅଛନ୍ତି। ଅନ୍ୟପକ୍ଷରେ ଭାଜପାର ସଂଗୀନ ଅଭିଯୋଗ ପରେ ଶନି ଓ ରବିବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପ୍ରକ୍ରିୟା ପ୍ରଶାସନ ବନ୍ଦ ରଖିଛନ୍ତି।…

ଅଧ୍ୟକ୍ଷ ପଦ ହାତେଇଲେ ଯତୀନ୍ଦ୍ର, ଦୁଇ ପ୍ରାର୍ଥୀଙ୍କ କ୍ରସିଂଭୋଟ୍‌କୁ ନେଇ ଜୋର୍‌ଦାର ଚର୍ଚ୍ଚା

ଲୋଇସିଂହା,୧୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀକୁ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଶନିବାର ଅନ୍ତ ଘଟିଛି। ଏମ୍‌ପି କଳିକେଶ ନାରାୟଣ ସିଂଦେଓଙ୍କ ସମର୍ଥିତ ପ୍ରାର୍ଥୀ ଝିଲି ସାହୁଙ୍କୁ ୪ ଖଣ୍ଡ ଭୋଟ୍‌ରେ ହରାଇ ଯତୀନ୍ଦ୍ର ପଟେଲ…

ରାତି ପାହିଲେ ପାଣି ଚିନ୍ତା

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ପୌରାଞ୍ଚଳର ୨ନଂ. ୱାର୍ଡବାସୀ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଯେଉଁଠି ରାତି ପାହିଲେ ଲୋକଙ୍କୁ ପାଣିର ଚିନ୍ତା ଘାରୁଛି। ପାଇପ୍‌ ପାଣି ସୁବିଧା ଅଛି, ହେଲେ ବ୍ୟବହାର ଉପଯୋଗୀ ନୁହେଁ। ଅଧିକାଂଶ ସମୟରେ ଗୋଳିଆ ପାଣି ଆସୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri