ଶ୍ରୀମନ୍ଦିରରୁ ହଟିଲା ରବିବାର କଟକଣା
ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିରରୁ ରବିବାର କଟକଣା ହଟିଛି। ମାର୍ଚ୍ଚ ୨୦ରୁ ଏଣିକି ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର। ସବୁଦିନ ଭଳି ଭକ୍ତମାନେ ରବିବାର ସାଧାରଣ ଦର୍ଶନ କରିପାରିବେ। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲାପାଳ ସମର୍ଥ ବର୍ମା ଏହି…
ଗିରଫ ହେବେ ଚିଲିକା ବିଧାୟକ; ଲାଗିଲା ହତ୍ୟା ଉଦ୍ୟମ ଦଫା
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହେବେ। ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିବା ନେଇ ଶନିବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଅପରପକ୍ଷେ ଘଟଣାପରେ ଅଞ୍ଚଳରେ…
ଲାଞ୍ଜିଗଡ଼ରେ ୨୦ ବର୍ଷର ଗଡ଼ ଭାଙ୍ଗିଲା
ଲାଞ୍ଜିଗଡ,୧୨।୩(ଡି.ଏନ.ଏ.): ଦୀର୍ଘ ୨୦ବର୍ଷ ପର୍ଯ୍ୟନ୍ତ ପୁର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ କବଜାରେ ରହିଥିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ପଦବୀ । ହେଲେ ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନରେ ଏଥିରେ ହୋଇଛି ପରିବର୍ତ୍ତନ। ସକାଳ ୯ଟାରେ ଅଜ୍ଞାତବାସରେ ଥିବା ୨୬ ପଞ୍ଚାୟତରେ ନିର୍ବାଚିତ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ସ୍ବାଧୀନ ପ୍ରାର୍ଥୀଙ୍କ ହାତକୁ ଗଲା ବ୍ଲକ ଅଧ୍ୟକ୍ଷା ପଦବୀ
କୁତ୍ରା,୧୨ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଅଧ୍ୟକ୍ଷା ପଦ ପାଇଁ ଅଙ୍କକଷା ଚାଲିଥିଲା।…
ଲୋକଙ୍କ ଉପରେ ଗାଡ଼ି ମାଡ଼ିଯିବା ଅତ୍ୟନ୍ତ ହୀନକାର୍ଯ୍ୟ: କଂଗ୍ରେସ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନିୟନ୍ତ୍ରିତ ବେଗରେ ଗାଡ଼ି ଚାଳନା ବେଳେ ଲୋକଙ୍କ ଉପରକୁ ମାଡିଯିବା ଅତ୍ୟନ୍ତ ହୀନକାର୍ଯ୍ୟ । ଯଦି ବିଧାୟକ ନିଜେ ଗାଡ଼ି ଚଳାଇ ଏପରି କାର୍ଯ୍ୟ କରିଥିବେ, ତେବେ ତାହା ଅତ୍ୟନ୍ତ ସଙ୍ଗିନ ଓ ଅକ୍ଷମଣୀୟ…
ଚିଲିକା ବିଧାୟକଙ୍କୁ ଆକ୍ରମଣ
ଚିଲିକା ବିଧାୟକଙ୍କୁ ଆକ୍ରମଣ ଖୋର୍ଦ୍ଧା ଅଫିସ,୧୨ା୩: ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇଛନ୍ତି। ବର୍ତ୍ତମାନ ବିଧାୟକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା…
ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆଜି ବ୍ଲକ୍ ଅଧ୍ୟକ୍ଷ ନିର୍ବାଚନ, ୧୦.୩୦ରେ ପ୍ରାର୍ଥୀପତ୍ର ଦାଖଲ
ଭୁବନେଶ୍ବର,୧୨।୩(ବ୍ୟୁରୋ): ଆଜି ବ୍ଲକ୍ ଅଧ୍ୟକ୍ଷ ନିର୍ବାଚନ ହେବ। ଏଥିପାଇଁ ସକାଳ ୧୦.୩୦ରୁ ୧୧.୩୯ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରାଯିବ । ୧୧.୩୦ରୁ ୧୨.୩୦ ଭିତରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଏବଂ ୧୨.୩୦ ପରେ ଭୋଟ । ସେପଟେ ରବିବାର ଜିଲ୍ଲାପରିଷଦ ସଭାପତି ନିର୍ବାଚନ…
ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା
ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୨ଜଣ ପିଲା ଅଛନ୍ତି। ସେହିପରି ୪୯ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…
ଆଖୁଚାଷ ଉଜାଡିଲେ
ପରଜଙ୍ଗ, ୧୨ ।୩(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀପଲ ଭୟ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ହାତୀଙ୍କୁ ଜନବସତି ମୁହଁା କରାଇଥିବାବେଳେ ସେମାନେ ଦଳବଦ୍ଧ ହୋଇ ଚାଷ ଜମିରେ ପଶି ବ୍ୟାପକ କ୍ଷୟକ୍ଷତି କରିବା ସହିତ…
ବିଜୟ ପଥରେ ବିଦ୍ରୋହୀ କଣ୍ଟା
ଢେଙ୍କାନାଳ ଅଫିସ, ୧୨ ।୩ ଶେଷ ପର୍ଯ୍ୟନ୍ତ ଟିକଟ ପାଇଁ ଆଶା ବାନ୍ଧି କରିଥିଲେ ଅପେକ୍ଷା। ତେବେ ଦଳୀୟ ନିଷ୍ପତ୍ତି ଆଗରେ ନିରାଶ ହେବାକୁ ପଡ଼ିଲା। ଏବେ ସବୁ ଦଳରେ ଏଭଳି ମାଳମାଳ ଅସନ୍ତୁଷ୍ଟ। ଦଳରେ ହତାଦର ହେବା ପରେ ସେମାନଙ୍କ…
Archives


