ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି ବୋଲି ରାଜ୍ୟ ସରକାର ଶୁକ୍ରବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ…

କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲ ମେହେର

ବଲାଙ୍ଗୀର ଅଫିସ,୧୨ା୩: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ପୂର୍ବରୁ ବଲାଙ୍ଗୀର ଜିଲା ପାଟଣାଗଡ ଉପକାରାଗାର ଭିତରୁ ଫେରାର ମାରିବା ଉଦ୍ୟମ କରିବା ନେଇ ଅଭିଯୋଗ…

ପ୍ରାଥମିକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଗ୍ରାମବାସୀ

ପଟ୍ଟାମୁଣ୍ଡାଇ,୧୨।୩(ସ୍ବ.ପ୍ର.): ସରକାର ଗ୍ରାମପଞ୍ଚାୟତ ଲୋକମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଏଏନ୍‌ଏମ୍‌ କେନ୍ଦ୍ର ସ୍ଥାପନ କରିଛନ୍ତି। ଲୋକଙ୍କୁ ନିଜ ଘର ପାଖରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏହି ବ୍ୟବସ୍ଥା କରାଯାଇଛି। ହେଲେ ଦାୟିତ୍ୱରେ ଥିବା…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୨ା୩: ମୟୂରଭଞ୍ଜ ଜିଲା ବାଦାମପାହାଡ଼ରୁ ବେଆଇନ ଲୁହାପଥର ଉତ୍ତୋଳନ କରାଯିବା ଘଟଣାରେ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଲାଗି ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ବାଦାମପାହାଡ଼ ଗ୍ରାମର ଏସ୍‌.କେ. ସାଜିଦ୍‌ ଅଲ୍ଲୀ ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ…

ବୁଲା ବାବାଙ୍କ ଲଡୁ ଖାଇ ୬ ଅସୁସ୍ଥ

ଦଶମନ୍ତପୁର, ୧୧।୩(ଡି.ଏନ୍‌.ଏ.): ହାତ ଦେଖିବାକୁ ଗାଁକୁ ଆସିଥିଲେ ବୁଲା ବାବା। ଲୋକମାନଙ୍କୁ ଖାଇବାକୁ ଦେଲେ ଲଡୁ। ବୁଲା ବାବାଙ୍କଠାରୁ ଲଡୁ ଖାଇଥିବା ୬ଜଣ ଏବେ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି। ଗୁରୁତରଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଟଙ୍କା ନ ଦେଲେ ଫାଇଲ ଘୁଞ୍ଚୁ ନାହିଁ

ଯାଜପୁର ଅଫିସ,୧୨ା୩: ଯାଜପୁର ଜିଲା ଯୋଗାଣ ବିଭାଗରେ ଲାଞ୍ଚ ନ ଦେଲେ ଟେବୁଲରୁ ଫାଇଲ ଘୁଞ୍ଚେ ନାହିଁ। ପ୍ରତ୍ୟେକ କାର୍ଯ୍ୟରେ ଏହି ବିଭାଗର ଜୁନିୟର ଆସିଷ୍ଟାଣ୍ଟ ରୁଦ୍ରପ୍ରସନ୍ନ ବେହେରା ଅର୍ଥ ଦାବି କରୁଥିବା ଅଭିଯୋଗ ଆସିଛି। ଏପରି କି କର୍ମଚାରୀଙ୍କ ୩୦%…

ଅଧ୍ୟକ୍ଷ ପଦ ପାଇଁ ଜୋରଦାର କସରତ

ଜଗତ୍‌ସିଂହପୁର ଅଫିସ, ୧୨ା୩: ଆଗାମୀ ପୌର ନିର୍ବାଚନ ନେଇ ପ୍ରକ୍ରିୟା ଜୋରଦାର ଚାଲିଛି। ଏଥିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ, ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ଆସନ୍ତା ୧୪ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।…

‘୫ ଫୁଟ୍‌ କହି ଖୋଳିଛନ୍ତି ୩୫’

ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ନେଇ ବିବାଦ ଥମୁନାହିଁ। ଗୋଟିଏ ପଟେ ଏନେଇ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଅନୁମତି ରହିଛି ବୋଲି ଜିଲା ପ୍ରଶାସନ କହୁଥିବାବେଳେ ଅନ୍ୟ…

କେନ୍ଦ୍ରାପଡ଼ା ପାଇଁ ଜଳ ହେବ ମହରଗ

କେନ୍ଦ୍ରାପଡ଼ା ଅଫିସ, ୧୨ା୩: ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀ ନଦୀର ଜୋକଡିଆଠାରେ ଦ୍ୱିତୀୟ ବ୍ୟାରେଜ କାର୍ଯ୍ୟକାରୀ ପରେ ଏହି ଜଳସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ…

ପୌର ନିର୍ବାଚନ ପାଇଁ ଜମୁଛି ପ୍ରଚାର

କଟକ ଅଫିସ, ୧୨ା୩: ପୌର ନିର୍ବାଚନ ପାଇଁ ସରଗରମ ହୋଇଛି କଟକ ସହର। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ। ହାତରେ ଆଉ ଅଳ୍ପଦିନ ବାକି ଥିବାବେଳେ ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ବିଶେଷକରି ଘର ଘର ବୁଲି ଭୋଟରଙ୍କ ପାଖରେ…

ସିଏଜି ରିପୋର୍ଟ ରାଜ୍ୟପାଳଙ୍କୁ ପ୍ରଦାନ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ଆସନ୍ତା ବିଧାନସଭାର ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ୨୦୨୦ ମାର୍ଚ୍ଚ ସମାପ୍ତ ବର୍ଷ ପାଇଁ ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ (ସିଏଜି)ଙ୍କ ଭୂପୃଷ୍ଠ ଜଳସେଚନର ସମ୍ପାଦନା ସମୀକ୍ଷା ରିପୋର୍ଟକୁ ଓଡ଼ିଶାର ପ୍ରଧାନ ମହାଲେଖାକାର ବିଭୁଦ ବସନ୍ତିଆ…

‘କୋଭିଡ୍‌ ପାଇଁ ପାଠ ଛାଡ଼ିଥିବା ପିଲାଙ୍କୁ ସ୍କୁଲ ଫେରାଇ ଆଣ’

ଭୁବନେଶ୍ୱର, ୧୨।୩(ବ୍ୟୁରୋ): କୋଭିଡ୍‌ ସମୟରେ ପାଠ ଛାଡ଼ିଥିବା ପିଲାଙ୍କୁ ତୁରନ୍ତ ସ୍କୁଲ (ସରକାରୀ ଓ ବେସରକାରୀ) ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)। ଏଥିସହିତ ୨୬ ତାରିଖ ସୁଦ୍ଧା ଏ ନେଇ ରିପୋର୍ଟ ଦେବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri