‘ପାର୍ଲାମେଣ୍ଟରେ ଓଡ଼ିଶା ଏମ୍ପିମାନେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାନ୍ତୁ’
ଭୁବନେଶ୍ୱର,୧୨।୩(ବ୍ୟୁରୋ): ସୋମବାରଠାରୁ ପାର୍ଲାମେଣ୍ଟରେ ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଜନଗଣନାରେ ପଛୁଆବର୍ଗଙ୍କୁ ସାମିଲ କରିବାକୁ ରାଜ୍ୟର ଏମ୍ପିମାନେ ଦୃଢଭାବେ ଦାବି ଉପସ୍ଥାପନ କରନ୍ତୁ। ଏନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟ ସଭାପତି ରବି ବେହେରା…
୧୯ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ଦିଆଗଲା ତାଲିମ
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ପୌରସଂସ୍ଥା ନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଏକ ତାଲିମ କାର୍ଯ୍ୟକ୍ରମ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଅର୍ଥସେବାର ୧୯ ବରିଷ୍ଠ ଓ ଦକ୍ଷ ଅଧିକାରୀଙ୍କୁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ…
ଏନ୍ଓସି ଦେଇଛି ଏନ୍ଏମ୍ଏ: ରାଜ୍ୟ ସରକାର
ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍ଏମ୍ଏ) ନୋ ଅବ୍ଜେକ୍ସ ସାର୍ଟିଫିକେଟ (ଏନ୍ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି ବୋଲି ରାଜ୍ୟ ସରକାର ଶୁକ୍ରବାର ଏକ ପ୍ରେସ୍ ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ…
ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ
ମହାକାଳପଡ଼ା, ୧୨ା୩ (ଡିଏନ୍ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ ପକ୍ଷରୁ ବ୍ଲକର ଉପକୂଳ ଅଞ୍ଚଳରେ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିଲା। ଶୁକ୍ରବାର…
ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ
ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର ଗିରଫ କରିଛି। ଗତ ବୁଧବାର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥଙ୍କ ବାସଭବନ ସମେତ ୫ଟି ସ୍ଥାନରେ…
‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’
କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ କରୁଥିବା ଢିଙ୍କିଆ ଗ୍ରାମବାସୀଙ୍କ ଉପରେ ଗତ ଜାନୁୟାରୀ ୧୪ରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୫ହଜାର ଟଙ୍କା ଜରିମାନା ଦେବାକୁ…
‘ପଞ୍ଚାୟତରେ ପ୍ରାର୍ଥୀ ହୋଇଥିବା ବ୍ୟକ୍ତି ପୌର ନିର୍ବାଚନ ଲଢୁଛନ୍ତି’
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ମାତ୍ର ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ଯୋଗୁ ଗତ ପଞ୍ଚାୟତ ନିର୍ବାଚନରେ ଲଢ଼ୁଥିବା ପ୍ରାର୍ଥୀମାନେ ପୁଣି ଚଳିତ ପୌର ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି। ଏହା ବିରୋଧରେ କୌଣସି ଯାଞ୍ଚ ବା…
ଏହି ବିଜୟ ଆମ ପାଇଁ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ସହ ଆଲୋଚନାକରି ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ଦଳମତରୁ ଊଦ୍ଧର୍ବରେ ରହି ଲୋକଙ୍କ ସେବା କରିବା ପାଇଁ…
ଏପ୍ରିଲ ୨୬ରୁ ସିବିଏସ୍ଇ ଦଶମ,ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର, ୧୧।୩(ବ୍ୟୁରୋ) – କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ)ର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହେବ। ଦଶମ ବୋର୍ଡ ପରୀକ୍ଷା ମେ’ ୨୪ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଜୁନ୍ ୧୫ରେ ଶେଷ ହେବ।…
ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କର : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି। ସେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ…
ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ…
Archives


