ଆକର୍ଷଣୀୟ ହେବନି ଆରାଧନା
ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍କୋନଗର। ଚମତ୍କାର ସାଜସଜ୍ଜା ସହ ପ୍ରତିଯୋଗିତାମୂଳକ ପୂଜାମଣ୍ଡପ, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ରହିଥାନ୍ତେ ସ୍ମେଲଟର ଓ ସିପିପି...
ନାମ ସୁପାରିସରେ କାମ ଶେଷ
ଅନୁଗୋଳ ଅଫିସ, ୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାର ଯେପରି ଅନ୍ତ ନାହିଁ। ରୋଗୀଙ୍କ ଚିକିତ୍ସା ଠାରୁ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ଯାଏ, ପ୍ରତିଟି କ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ତାହାର ସମାଧାନ ଦିଗରେ ପଦକ୍ଷେପ ନିଆଯାଉ...
କ୍ଷତି ସହୁଛନ୍ତି ମକା ଚାଷୀ
ଚମ୍ପୁଆ,୭।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସି ଅନ୍ତର୍ଗତ ଗୋଧୂଳି ଗ୍ରାମ ମକା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। ଗୋଧୂଳି ଅଞ୍ଚଳ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଧାନ ଚାଷ ଅପେକ୍ଷା ମକା ଚାଷକୁ ଏଠାକାର ଲୋକ ଗୁରୁତ୍ୱ...
ଲଘୁଚାପ: ପ୍ରବଳ ବର୍ଷିବ
ଭୁବନେଶ୍ୱର,୬।୯: ଉତ୍ତର-ପୂର୍ବ ଏବଂ ତତ୍ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ସର୍କୁଲେସନ୍ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ...
ବର୍ଷା ଅଭାବରୁ ପୁଣି ଜୀବନ ହାରିଲେ ଆଉ ଜଣେ ଚାଷୀ: ୪ ଦିନ ଭିତରେ ୨ ଜଣଙ୍କ ଆତ୍ମହତ୍ୟା
ବଲାଙ୍ଗୀର ଅଫିସ,୬।୯: ବଲାଙ୍ଗୀର ଜିଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟଣାଗଡ ବ୍ଲକ ଭାଲୁଜୁରି ଗାଁର ଚାଷୀ ଯୁଧିଷ୍ଠିର ଭୋଇ (୪୦) ମରୁଡି ପରିସ୍ଥିତି ଦେଖା ଦେବାରୁ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ...
ଟିକାକରଣରେ ଭୁବନେଶ୍ୱର ପ୍ରଥମ ସହର
ଭୁବନେଶ୍ୱର,୬।୯(ବ୍ୟୁରୋ): ଟିକାକରଣରେ ଭୁବନେଶ୍ୱର ଆଉ ପାଦେ ଆଗକୁ ବଢିଛି। ୨୨ଲକ୍ଷରୁ ଅଧିକ ଡୋଜ ଦେବାରେ ରାଜ୍ୟର ପ୍ରଥମ ସହର ପାଲଟିଛି ଭୁବନେଶ୍ୱର। ବର୍ତ୍ତମାନ ସୁଦ୍ଧା ମୋଟ ୨୨ ଲକ୍ଷ ୧ହଜାର ୭୬୧ ଡୋଜ ଟିକା ଦିଆଯାଇଛି। ଏ ନେଇ ବିଏମସି...
ଆଜିଠୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନରେ ଅଫ୍ଲାଇନ୍ ପାଠପଢ଼ା
ଭୁବନେଶ୍ୱର,୬ା୯(ବ୍ୟୁରୋ): ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ସୋମବାରଠାରୁ ଖୋଲିଛି। ସବୁ ସେମିଷ୍ଟର ପାଇଁ ଶ୍ରେଣୀଗୃହରେ ପାଠପଢ଼ା ଆରମ୍ଭ ହୋଇଛି। ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଏବଂ ଧନ୍ଦାମୂଳକ କଲେଜ, ପଲିଟେକ୍ନିକ, ଡିପ୍ଲୋମା କଲେଜ, ଆଇଟିଆଇ କଲେଜର ଛାତ୍ରୀଛାତ୍ର ଅଫ୍ଲାଇନ ମାଧ୍ୟମରେ ପାଠ...
ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍ ମଡେଲ ହେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ...
ରାଜଧାନୀକୁ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗ ବେପାରୀ ଗିରଫ
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜଧାନୀରେ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ବେପାରୀଙ୍କୁ କମିଶନରେଟ ପୋଲିସ କାବୁ କିରିଛି। ରବିବାର ପୂର୍ବାହ୍ନରେ ଭରତପୁର ଥାନା ଅନ୍ତର୍ଗତ କୋଳଥିଆ ପଡିଆ ନିକଟରେ ବନ୍ଧୁକ ବିକ୍ରି ପାଇଁ ଗରାଖଙ୍କୁ ଅପେକ୍ଷା କରିଥିବାବେଳେ ପୋଲିସ ଗିରଫ...
ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁ
ଭୁବନେଶ୍ୱର,୬।୯(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା ମୟୂରଭଞ୍ଜ ଏମ୍ପି ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥତା ଯୋଗୁ ଓଡ଼ିଶା ଗସ୍ତରେ ଆସି ପାରି ନ ଥିଲେ। ଆରୋଗ୍ୟ ଲାଭ କରି ଟୁଡୁ ସୋମବାରଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।...
ଆଜି ଆଉ ୮ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୬ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୦୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି...
ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୨୨ ପିଲା
ଭୁବନେଶ୍ୱର,୬।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୨,୧୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫୪ ଜଣ...
Archives


