ପୁଅର ମୃତଦେହ ଦେଖି ଟଳି ପଡ଼ିଲେ ବାପା
ବଲାଙ୍ଗୀର ଅଫିସ,୧୫ା୧: ପୁଅର ମୃତଦେହ ଦେଖି ଟଳି ପଡିଲେ ବାପା। ଦୁଇ ଜଣଙ୍କୁ ହରାଇବାର ଦୁଃଖରେ କାନ୍ଦ ବୋବାଳିରେ ଫାଟି ପଡିଲା ଘର। ଏଭଳି ଅଭାବନୀୟ ଘଟଣା ଶୁକ୍ରବାର ବରଗଡ ସହରରେ ଦେଖିବାକୁ ମିଳିଛି। ପ୍ରକାଶ ଯେ, ବଲାଙ୍ଗୀର ଅଞ୍ଚଳର କଂଗ୍ରେସ…
ଗଡ଼ିଲା ବାରିପଦା-ପୁରୀ ସାପ୍ତାହିକ ଟ୍ରେନ
ବାରିପଦା ଅଫିସ,୧୫ା୧: ମୟୂରଭଞ୍ଜ ଜିଲା ବାରିପଦାର ଭଞ୍ଜପୁରରୁ ପୁରୀକୁ ସାପ୍ତାହିକ ଟ୍ରେନ ଚଳାଚଳ କରିଛି। କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପତାକା ଦେଖାଇ ଏହି ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗୁରୁବାର ରାତି ୧୧ଟା୫୦ ମିନିଟରେ…
୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି। ଜୁନ୍ରୁ…
ଓଡ଼ିଶା କ୍ୟାଡର ୭୩ ଆଇଏଏସ୍, ଆଇପିଏସ୍, ଆଇଆର୍ଏସ୍ ଅଫିସରଙ୍କୁ ଭର୍ଚୁଆଲ ତାଲିମ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଗୋଆ, ମଣିପୁର, ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାର ପରିଚାଳନା ନିମନ୍ତେ ଓଡ଼ିଶାରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍) ଏବଂ ଭାରତୀୟ ରାଜସ୍ବ ସେବା (ଆଇଆରଏସ୍)…
ଗାଁରେ ଜମିଲାଣି ଗହଳି
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ଭରିଯାଇଛି। ବିଭିନ୍ନ ସ୍ଥାନରେ ପୋଷ୍ଟର ବ୍ୟାନର ଛାଇଗଲାଣି। ଛକ, ହାଟ ବଜାରରେ ଆଶାୟୀ ପ୍ରାର୍ଥୀମାନେ ନିଜର ପୋଷ୍ଟର ଓ ବ୍ୟାନର ମାରି ନିର୍ବାଚନ…
ଢିଙ୍କିଆ ଗ୍ରାମବାସୀଙ୍କୁ ପୋଲିସର ଲାଠିମାଡ଼କୁ କଂଗ୍ରେସର ନିନ୍ଦା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଜଗତ୍ସିଂହପୁର ଜିଲା ଅନ୍ତର୍ଗତ ଢିଙ୍କିଆରେ ଜିନ୍ଦଲର ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠାକୁ ଗ୍ରାମବାସୀ ବିରୋଧ କରି ଆସୁଥିବାବେଳେ ଶୁକ୍ରବାର ପୁଣି ପୋଲିସ ସହ ମୁହଁାମୁହିଁ ହୋଇଛନ୍ତି। ପୋଲିସ ନିରସ୍ତ୍ର ଗ୍ରାମବାସୀଙ୍କ ଉପରେ ଲାଠିମାଡ଼ ସହ ବର୍ବରୋଚିତ ଆକ୍ରମଣ ଘଟଣାକୁ ନେଇ କଂଗ୍ରେସ…
ଢିଙ୍କିଆବାସୀ-ପୋଲିସ ସଂଘର୍ଷ
କୁଜଙ୍ଗ,୧୫ା୧(ଡି.ଏନ୍.ଏ.): ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ପାଇଁ ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ହେଉଥିବା ପାନବରଜ ଉଚ୍ଛେଦକୁ ନେଇ ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଓ ଢିଙ୍କିଆ ଗଁାର ବହୁ ଲୋକ ପରସ୍ପର ମୁହଁାମୁହିଁ…
୬ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୧୫ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍ର ଦ୍ୱିତୀୟ ବର୍ଷ ଛାତ୍ର ମାନସ ସିଂଙ୍କୁ ମାଡ଼ ଘଟଣାରେ କର୍ତ୍ତୃପକ୍ଷ ସମ୍ପୃକ୍ତ ୬ଜଣ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗତ ସେମିଷ୍ଟର ପରୀକ୍ଷାରେ ସେମାନଙ୍କ ଗୋଟିଏ ଲେଖାଏ ଗ୍ରେଡ୍ ପଏଣ୍ଟ କଟାଯିବ।…
କୁଜଙ୍ଗ ବନାଞ୍ଚଳରେ ୩୯,୧୨୩ ବିଦେଶାଗତ ପକ୍ଷୀ
ପାରାଦୀପ,୧୫ା୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା କୁଜଙ୍ଗ ବନାଞ୍ଚଳ ପକ୍ଷରୁ ଚାଲିଥିବା ପକ୍ଷୀଗଣନା କାର୍ଯ୍ୟକ୍ରମ ଶୁକ୍ରବାର ଶେଷ ହୋଇଛି। ଏହି ଅବସରରେ କୁଜଙ୍ଗ ବନାଞ୍ଚଳ ଅଧୀନରେ ଥିବା ୪ ସ୍ଥାନରେ ପକ୍ଷୀଗଣନା ହୋଇଥିଲା। ଚଳିତବର୍ଷ ଏଠାକୁ ସମୁଦାୟ ୩୯,୧୨୩ ବିଦେଶାଗତ ପକ୍ଷୀ ଆସିଛନ୍ତି। ଗତବର୍ଷ…
ଅରୁଣ ବୋଥ୍ରା କରୋନା ସଂକ୍ରମିତ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପରିବହନ କମିଶନର ଅରୁଣ ବୋଥ୍ରା କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ପ୍ରାୟ ୨ ବର୍ଷ ହେଲା କୋଭିଡ୍ରୁ ବର୍ତ୍ତିଯାଇଥିଲେ ମଧ୍ୟ ଶେଷରେ ତା’ ହାବୁଡ଼ରେ ପଡ଼ିଲି। ସେ…
ଡରାଇଲାଣି କରୋନା: ବିଏମ୍ସି ଅଞ୍ଚଳରେ ବଢ଼ୁଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ସଂଖ୍ୟା ବି ବୃଦ୍ଧି ପାଇଛି। ଶୁକ୍ରବାର ପୁଣି ଭୁବନେଶ୍ୱରର କିଛି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଗୁଡ଼ିକ ମଧ୍ୟରେ…
କ୍ୱାରାଣ୍ଟାଇନ୍ରେ ରହିବା ନେଇ ଜାରି ହେଲା ଗାଇଡ୍ଲାଇନ୍, ଜାଣି ରଖନ୍ତୁ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ୍ ବଢ଼ୁଥିବା ବେଳେ ପଜିଟିଭ ଚିହ୍ନଟ ହେଲେ ସଂକ୍ରମିତ ୭ ଦିନ ହୋମ ଆଇସୋଲେଶନରେ ରହିବେ । କୌଣସି ଲକ୍ଷଣ ଯଦି ଦେଖା ଯାଉନାହିଁ, ଟେଷ୍ଟ କରିବାର କୌଣସି ଆବଶ୍ୟକତା ନାହିଁ । କେନ୍ଦ୍ର ସାସ୍ଥ୍ୟ ମନ୍ତ୍ରଣାଳୟ…
Archives


