ରାଜ୍ୟ

ମହନୀୟ ଗୁରୁ-ଶିଷ୍ୟ ପରମ୍ପରା

ଅଜ୍ଞାନର ଅନ୍ଧକାର ମଧ୍ୟରୁ ଜ୍ଞାନର ଆଲୋକ ଆଡ଼କୁ ବାଟ କଢ଼ାଇ ନିଅନ୍ତି ଗୁରୁ। ଗୁରୁ କେବେ ବ୍ରହ୍ମା ହୋଇ ଶିଷ୍ୟକୁ ନିଜ ହାତରେ ଗଢ଼ନ୍ତି। ବିଷ୍ଣୁ ସାଜି କରନ୍ତି ପରିପୁଷ୍ଟ। ଆଉ କେବେ ଶିବ ହୋଇ ଛାତ୍ର ଜୀବନରେ ଥିବା...

ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭କୁ ବୃଦ୍ଧି ପାଇଛି। ତେବେ ୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ...

ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୩୩୮ଟି ଲୋକାଲ...

ଲ୍ୟାମ୍ପ୍‌ସ ଅଫିସରେ ତାଲାଦେଲେ ମହିଳା

ନନ୍ଦାହାଣ୍ଡି,୪ା୯(ଡି.ଏନ୍‌.ଏ.): ଚାଷୀଙ୍କୁ ୟୁରିଆ ସାର ନ ଦେଇ ଚୋରାଚାଲାଣ ହେଉଥିଲା। ଏହାର ପ୍ରତିବାଦରେ ମହିଳା ଚାଷୀମାନେ ଲ୍ୟାମ୍ପ୍‌ସ କାର୍ଯ୍ୟାଳୟରେ ଶନିବାର ତାଲା ପକାଇ ଦେଇଥିଲେ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜାସ୍ଥିତ ସମବାୟ ସମିତି ଏମ୍‌ଡି ଥବୀର ଜାନି ୟୁରିଆ...

ପୁଅ ହତ୍ୟା ମାମଲା: ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ

ଚମ୍ପୁଆ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଦୋଳଗୋବିନ୍ଦ ବାରିକ ଏକ ହତ୍ୟା ମାମଲାର ବିଚାର କରି ଶନିବାର ଦୋଷୀ ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ପ୍ରକାଶ ଯେ, ବାମେବାରୀ ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ନାରାୟଣ ମହାନ୍ତ...

୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪।୯(ବ୍ୟୁରୋ): ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୬ ତାରିଖ ବେଳକୁ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି।...

ସ୍ବତନ୍ତ୍ର ପରୀକ୍ଷାର୍ଥୀଙ୍କୁ ମିଳିବ ଯୁକ୍ତ ୩ ନାମଲେଖା ସୁଯୋଗ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୩ ନାମଲେଖା ନିମନ୍ତେ ଆଉ ଏକ ସୁଯୋଗ ମିଳିବ। ଏ ନେଇ ଶନିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର...

ଦଶମ ଛାତ୍ରୀଙ୍କୁ ବଳାତ୍କାର

ବ୍ରହ୍ମପୁର ଅଫିସ,୪।୯: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବ୍ରହ୍ମପୁର ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପାଣିଗ୍ରାହୀପେଣ୍ଠର ଶମ୍ଭୁ ଓରଫ ସୀମାଞ୍ଚଳ ସାବତ(୨୫)। ପୋଲିସ ପୀଡ଼ିତା...

ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍‌ଓ

ଗଜପତି,୪ା୯(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର...

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍‌...

ଖତ କରି ବିକିଦେଲେ, ହିସାବ ଲୁଚାଇଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ‘ମୋ ସାଇକେଲ’ ପରି ‘ସିଟି ବସ୍‌’ ଯୋଜନା ମଧ୍ୟ ବାଟବଣା ହୋଇ କବାଡିଖାନାକୁ ଯାଇଛି। ପୋଖରୀପୁଟସ୍ଥିତ ଡିପୋରେ ୩ବର୍ଷ ପଡିରହିବା ପରେ ବସ୍‌ଗୁଡିକୁ ସ୍କ୍ରାପ୍‌ ଦରରେ ବିକ୍ରି କରିଦିଆଯାଇଛି। ୧୨୫ ବସ୍‌ ମଧ୍ୟରୁ ୧୨୨ଟିକୁ କୋଲକାତାର ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri