ଦଶମ ଛାତ୍ରୀଙ୍କୁ ବଳାତ୍କାର
ବ୍ରହ୍ମପୁର ଅଫିସ,୪।୯: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବ୍ରହ୍ମପୁର ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପାଣିଗ୍ରାହୀପେଣ୍ଠର ଶମ୍ଭୁ ଓରଫ ସୀମାଞ୍ଚଳ ସାବତ(୨୫)। ପୋଲିସ ପୀଡ଼ିତା...
ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ...
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍ଓ
ଗଜପତି,୪ା୯(ଡି.ଏନ୍.ଏ.): ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର...
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ
ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍...
ଖତ କରି ବିକିଦେଲେ, ହିସାବ ଲୁଚାଇଲେ
ଭୁବନେଶ୍ୱର, ୪।୯(ବ୍ୟୁରୋ): ‘ମୋ ସାଇକେଲ’ ପରି ‘ସିଟି ବସ୍’ ଯୋଜନା ମଧ୍ୟ ବାଟବଣା ହୋଇ କବାଡିଖାନାକୁ ଯାଇଛି। ପୋଖରୀପୁଟସ୍ଥିତ ଡିପୋରେ ୩ବର୍ଷ ପଡିରହିବା ପରେ ବସ୍ଗୁଡିକୁ ସ୍କ୍ରାପ୍ ଦରରେ ବିକ୍ରି କରିଦିଆଯାଇଛି। ୧୨୫ ବସ୍ ମଧ୍ୟରୁ ୧୨୨ଟିକୁ କୋଲକାତାର ଏକ...
ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି
କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ...
ବ୍ରାଉନ୍ସୁଗାର କାରବାର: ଖୋର୍ଦ୍ଧାର ବିଟେକ୍ ଛାତ୍ରଙ୍କୁ ବାନ୍ଧିଲା ଏସ୍ଟିଏଫ୍
ଖୋର୍ଦ୍ଧା ଅଫିସ,୪।୯ : ଖୋର୍ଦ୍ଧା ପାଲଟିଛି ବ୍ରାଉନସୁଗାରର ପେଣ୍ଠସ୍ଥଳୀ। ଯେତିକି ଧରପଗଡ ଚାଲିଛି, ସେତିକି କାରବାର ବଢିଚାଲିଛି। ବାଲେଶ୍ବର ଜଳେଶ୍ବରଠାରୁ ଚେର ଖୋର୍ଦ୍ଧା ପର୍ଯ୍ୟନ୍ତ ଲମ୍ବିଛି। ଏଠାରୁ ଜିଲାର ବିଭିନ୍ନ ଗ୍ରାମକୁ ବ୍ରାଉନସୁଗାର ପଠାଯାଉଛି। ବାରମ୍ବାର ଏସ୍ଟିଏଫ୍ ପକ୍ଷରୁ ଧରପଗଡ...
ରାଜ୍ୟରେ ଆଇନ ତା’ ବାଟରେ ଯାଉନାହିଁ: ଭାଜପା
ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉନାହିଁ। ଶାସକ ବିଜେଡିର ତୁଙ୍ଗନେତା ଏହାର ବଡ଼ ବାଧକ ସାଜିଛନ୍ତି ା ରାଜ୍ୟରେ ଘଟିଯାଉଥିବା ପ୍ରମୁଖ ହତ୍ୟାକାଣ୍ଡ ଓ ଦୁର୍ନୀତି ପଛରେ ଶାସକ ବିଜେଡିର ବହୁ ମନ୍ତ୍ରୀ ଓ ନେତାଙ୍କ...
ଗଡ଼ିଲା ୧୧୦ ଅତ୍ୟାଧୁନିକ ବସ୍
ଭୁବନେଶ୍ୱର,୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ଏଜି ଛକସ୍ଥିତ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍ଆର୍ଟିସି) ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ ନୂଆ ଅତ୍ୟାଧୁନିକ ବସ୍ର ଶୁଭାରମ୍ଭ କରିଛନ୍ତି। ଯାତ୍ରୀଙ୍କୁ ବସ୍ଯାତ୍ରାର ଆରାମଦାୟକ ଅନୁଭୂତି ପ୍ରଦାନ କରିବା ଲାଗି...
କରୋନା ନେଲା ଆଉ ୫ ଜୀବନ
ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, କେନ୍ଦ୍ରାପଡ଼ା,...
ଆକ୍ରାନ୍ତ ହେଉଛନ୍ତି ପିଲା; ଆଜି ୬୮୧ ସଂକ୍ରମିତରେ ଅଛନ୍ତି ୧୧୮ଜଣ
ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଆକ୍ରାନ୍ତ ଅଛନ୍ତି। ୬୮୧ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୯୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୮୩ ଲୋକାଲ...
ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ
ଭୁବନେଶ୍ୱର(ବ୍ୟୁରୋ)/ଭଦ୍ରକ ଅଫିସ,୪।୯: ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର। କରୋନାରେ ଗୁରୁତର ହେବା ପରେ କୋଲକାତାରେ ତାଙ୍କର ଇକ୍ମୋ ଚିକିତ୍ସା ଚାଲିଥିଲା। ଶୁକ୍ରବାର ରାତିରେ ଅଭିଷେକଙ୍କ ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିବାରପକ୍ଷରୁ ସୂଚନା ମିଳିଛି। ଅଭିଷେକଙ୍କ ଘର...
Archives


