ରାଜ୍ୟ

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୫ ଜଣ...

ସୁରକ୍ଷିତ ନୁହେଁ ସୁରକ୍ଷା ବ୍ୟବସ୍ଥା

ଅନୁଗୋଳ ଅଫିସ, ୩ା୯ ପୁଣି ପଦାରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା। ପୂର୍ବରୁ ଡାକ୍ତରଖାନା ମଧ୍ୟରୁ ବିଭିନ୍ନ ସାମଗ୍ରୀ ଚୋରି ହେଉଥିବାବେଳେ ଦଲାଲମାନଙ୍କ କଥାରେ ଚିକିତ୍ସା ସେବା ପରିଚାଳିତ ହେଉଥିବା ବାରମ୍ବାର ଅଭିଯୋଗ ହେଉଥିଲା। କିନ୍ତୁ...

ଶିକ୍ଷାରେ ଶିକ୍ଷକ ସଙ୍କଟ

କାମାକ୍ଷାନଗର, ୩ା୯(ଡି.ଏନ୍‌.ଏ.) କରୋନା ମହାମାରୀ ସମୟରେ ଭୁଶୁଡ଼ି ପଡ଼ିଛି ଶିକ୍ଷା ବ୍ୟବସ୍ଥା। ଦୀର୍ଘଦିନ ଧରି ଶିକ୍ଷାନୁଷ୍ଠାନ ବନ୍ଦ ରହିବା ପରେ କଟକଣା ମଧ୍ୟରେ ଆରମ୍ଭ ହୋଇଛି ଶ୍ରେଣୀଗୃହ ପାଠପଢ଼ା। ପ୍ରାଥମିକ ପର୍ଯ୍ୟାୟରେ ଦଶମ ଏବଂ ପରେ ସ୍ଥିତି ନିୟନ୍ତ୍ରଣରେ ରହିଥିବା...

ବ୍ରାଉନସୁଗାର ବେପାର କରୁଥିଲେ ବାପ-ଝିଅ

ରୂପସା,୨।୯(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ହଳଦୀପଦା ଅଞ୍ଚଳରେ ବୁଧବାର ଚଢ଼ାଉ କରି ବସ୍ତା ଥାନା ପୋଲିସ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଧୀନ ସିଙ୍ଗାରପୁର ଗ୍ରାମର ସେକ ଯଲାଲ ଓ...

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ ଭାଗବଣ୍ଟା। ଖବର ପାଇ ବଡ଼ମାଳ ବନ କର୍ମଚାରୀ ଚଢାଉ କରି ୨ଜଣ ଅଭିଯୁକ୍ତଙ୍କୁ...

ନୂଆଁଖାଇରେ ଅଡୁଆ ଯୁକ୍ତ ୩ ନାମଲେଖା

ବରଗଡ଼ ଅଫିସ୍‌,୨।୯: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଆସନ୍ତା ୧୧ତାରିଖ ପାଳନ କରାଯିବ । ଏହି ଦିନ ଯୁକ୍ତ ୩ ନାମଲେଖା ଆରମ୍ଭ ହେଉଥିବାରୁ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ନୂଆଁଖାଇରେ ନାମଲେଖାକୁ...

ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ସିଆରପିଏଫ୍‌ ଯବାନ ଆହତ

ମାଲକାନଗିରି,୨ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲା ତିମାପୁରଠାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟି ଜଣେ ଯବାନ ଆହତ ହୋଇଛନ୍ତି। ତିମାପୁରଠାରେ ରାସ୍ତା କାର୍ଯ୍ୟ ଚାଲୁଥିବାରୁ ସୁରକ୍ଷା ଦେବା ପାଇଁ ଏହି ଯବାନମାନେ ବାହାରିଥିଲେ। ତେବେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ହୋଇଥିବା ଲ୍ୟାଣ୍ଡମାଇନ୍‌...

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପାଇଁ ରିଲିଭ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା...

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବାରିପଦା ଅଫିସ,୨ା୯: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ଗୁରୁବାର ତାଙ୍କ ବାପଘର ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ଘରେ ଜେରା କରୁଛି କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌। ସୂଚନାଯୋଗ୍ୟ, ଗତ ଜୁଲାଇ ୧୨ ତାରିଖ ରାତିରେ ସୌମ୍ୟ ଏବଂ...

ସଫାରୀରୁ ଜାଲ ଛିଣ୍ଡାଇ ଖସି ପଳାଇଥିଲା ବାଘ, ଏବେ ଖୁଆଡ଼କୁ ଫେରିଲା

ବାରଙ୍ଗ,୨ା୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସକାଳେ ୩୩ ନମ୍ବର ଖୁଆଡ଼ରୁ ଏକ ବାଘ ପଛପଟ ଜାଲି ଛିଣ୍ଡାଇ ଖସି ଯାଇଥିଲା। ତୁରନ୍ତ କର୍ମଚାରୀମାନେ ବାଘଟିକୁ ଧରି ଖୁଆଡ଼ ଭିତରେ ପୂରାଇବାରେ ସକ୍ଷମ ହୋଇଛନ୍ତି। ଆଜି ସକାଳେ ସଫାରୀରେ ବାଘ...

ଋଷିକୂଲ୍ୟାରେ ଭାରତ ମାନଚିତ୍ର, ଭାଇରାଲ ହେଉଛି ଫଟୋ

ପୁରୁଷୋତ୍ତମପୁର,୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନିକଟରେ ପ୍ରବାହିତ ଋଷିକୂଲ୍ୟା ନଦୀ କୂଳରେ ପ୍ରକୃତି ସୃଷ୍ଟି କରିଛି ଏକ ଭାରତ ମାନଚିତ୍ର। ନଦୀରେ ପାଣି ପ୍ରବାହିତ ହେଉଥିବା ବେଳେ ଆପେ ଆପେ ଏଭଳି ଭାରତ ମାନଚିତ୍ର ସଦୃଶ ଭଳି ପାଣି ରହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri