ରାଜ୍ୟ

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳରେ। ମୃତ୍ୟୁର କିଛି ଘଣ୍ଟା ଆଗରୁ ବୀରମିତ୍ରପୁର…

ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ ଦେଇଛନ୍ତି। ଜଟଣୀ ପାଖରେ ଥିବା ପାତ୍ରପଡ଼ା ନାଗେଶର ମନ୍ଦିର ପରିସରରେ ବିଜେଡିର ଏହି ମିଶ୍ରଣ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୨୮୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କଲେଜରୁ ଫେରୁଥିଲେ, ଛାତ୍ରୀଙ୍କୁ ଚାପିଦେଲା ଟ୍ୟାଙ୍କର

ବରଗଡ଼ ଅଫିସ,୧୦ା୩: ବରଗଡ଼ ଜିଲା ଗାଇସିଲେଟ ଥାନା ଶରଧାପାଲି କଲେଜ ସମ୍ମୁଖରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର (ନଂ-ଓଡି ୧୫ଏଫ ୨୯୭୭) ଚାପାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ବଲାଙ୍ଗୀର ଜିଲା ଲୋଇସିଂହା…

ରାଜଧାନୀରେ ୬୭ଟି ୱାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୬୭ଟି ୱାର୍ଡରେ ମୋଟ ୭୦୫ଟି ବୁଥ୍‌ ବ୍ୟବସ୍ଥା କରାଯାଇଛି। ଏହି ସବୁ ବୁଥ୍‌ରେ ୭୦୫ ଜଣ…

ଶୁକ୍ରବାର ହେବ ନାଏବ ସରପଞ୍ଚ ନିର୍ବାଚନ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାରଠୁ ଆରମ୍ଭ ହେବ ପରୋକ୍ଷ ନିର୍ବାଚନ ପ୍ରକ୍ରିୟା । ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ନାଏବ ସରପଞ୍ଚ ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ୧୨ରେ ବ୍ଲକ ଅଧ୍ୟକ୍ଷଙ୍କ ଲାଗି…

ସମସ୍ୟାରେ ୭,୮ ନଂ. ଓ୍ବାର୍ଡବାସୀ

ସୁନାବେଡ଼ା, ୧୦ା୩(ସ୍ବ. ପ୍ର.) ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏଥିରୁ ଲୋକେ ଉପକୃତ ହେଉ ନ ଥିବା ଅଭିଯୋଗ ହେଉଛି। ସୁନାବେଡ଼ା ୮ନଂ. ୱାର୍ଡ ଏଇଏଫ୍‌ ମାର୍କେଟ ନିକଟସ୍ଥ ଡ୍ରାଇଭର କଲୋନିରେ ସୁଧୁରୁନି ସମସ୍ୟା। କଲୋନିର ଆରମ୍ଭରେ…

ବିଦ୍ୟୁତ୍‌ ନାହିଁ, କ୍ରୀଡ଼ା ଛାତ୍ରାବାସ ଛାଡ଼ିଲେ ୨୫ ଛାତ୍ର

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଷ୍ଟାଡିୟମ ପରିସରରେ ଥିବା କ୍ରୀଡ଼ା ଛାତ୍ରାବାସରେ ବିଦ୍ୟୁତ୍‌ ସମସ୍ୟା ଯୋଗୁ ୨୫ ଜଣ ଅନ୍ତେବାସୀ ବୁଧବାର ଛାତ୍ରାବାସ ଛାଡିଛନ୍ତି। ଟାଟା ପାଓ୍ବାର ପକ୍ଷରୁ ଗତ ୧୦ ଦିନ ତଳେ ଏହି କ୍ରୀଡ଼ା ଛାତ୍ରାବାସରୁ ବିଦ୍ୟୁତ୍‌…

ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପିପିଲି,୧୦ା୩(ଡି.ଏନ୍‌.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍‌ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ…

ହନୁମାନ ପଇସା ପାଇଁ ଯୁବକଙ୍କୁ ଅପହରଣ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ହନୁମାନ ପଇସା ରାଜଧାନୀରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ଅପହୃତ ଯୁବକ ହନୁମାନ ପଇସା ଦେବାକୁ କହି ସାଢ଼େ ତିନି ଲକ୍ଷ ଟଙ୍କା ଠକି ନେଇଥିଲେ। ଏହି ଯୁବକଙ୍କ ନାମ ବିବେକାନନ୍ଦ ମହାଲି। ଖବର ପାଇ ତମାଣ୍ଡୋ ପୋଲିସ ଘଟଣାସ୍ଥଳରେ…

ଆଉ ୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୬୪ ଥିବା ବେଳେ ୪୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩୦ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ…

ଜଟିଳ ହେଉଛି ପରିକ୍ରମା ପ୍ରକଳ୍ପ ବିବାଦ

ପୁରୀ ଅଫିସ,୧୦।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଜଟିଳ ହେବାରେ ଲାଗିଛି। ପ୍ରକଳ୍ପ କାର୍ଯ୍ୟ ପାଇଁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ)ର ଅନୁମୋଦନ ରହିଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା କହିଥିବାବେଳେ ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri