ରାଜ୍ୟ

ବିଦ୍ୟୁତ୍‌ ନାହିଁ, କ୍ରୀଡ଼ା ଛାତ୍ରାବାସ ଛାଡ଼ିଲେ ୨୫ ଛାତ୍ର

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଷ୍ଟାଡିୟମ ପରିସରରେ ଥିବା କ୍ରୀଡ଼ା ଛାତ୍ରାବାସରେ ବିଦ୍ୟୁତ୍‌ ସମସ୍ୟା ଯୋଗୁ ୨୫ ଜଣ ଅନ୍ତେବାସୀ ବୁଧବାର ଛାତ୍ରାବାସ ଛାଡିଛନ୍ତି। ଟାଟା ପାଓ୍ବାର ପକ୍ଷରୁ ଗତ ୧୦ ଦିନ ତଳେ ଏହି କ୍ରୀଡ଼ା ଛାତ୍ରାବାସରୁ ବିଦ୍ୟୁତ୍‌…

ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପିପିଲି,୧୦ା୩(ଡି.ଏନ୍‌.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍‌ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ…

ହନୁମାନ ପଇସା ପାଇଁ ଯୁବକଙ୍କୁ ଅପହରଣ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ହନୁମାନ ପଇସା ରାଜଧାନୀରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ଅପହୃତ ଯୁବକ ହନୁମାନ ପଇସା ଦେବାକୁ କହି ସାଢ଼େ ତିନି ଲକ୍ଷ ଟଙ୍କା ଠକି ନେଇଥିଲେ। ଏହି ଯୁବକଙ୍କ ନାମ ବିବେକାନନ୍ଦ ମହାଲି। ଖବର ପାଇ ତମାଣ୍ଡୋ ପୋଲିସ ଘଟଣାସ୍ଥଳରେ…

ଆଉ ୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୬୪ ଥିବା ବେଳେ ୪୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩୦ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ…

ଜଟିଳ ହେଉଛି ପରିକ୍ରମା ପ୍ରକଳ୍ପ ବିବାଦ

ପୁରୀ ଅଫିସ,୧୦।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଜଟିଳ ହେବାରେ ଲାଗିଛି। ପ୍ରକଳ୍ପ କାର୍ଯ୍ୟ ପାଇଁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ)ର ଅନୁମୋଦନ ରହିଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା କହିଥିବାବେଳେ ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଆଶିଷ

ବାଲୁଗାଁ, ୧୦।୩(ଡି.ଏନ୍‌.ଏ.): ବୟସ ମାତ୍ର ୫ବର୍ଷ। ହେଲେ ଏହି ବୟସରେ ପ୍ରଖର ସ୍ମରଣଶକ୍ତିର ଅଧିକାରୀ ହୋଇପାରିଛନ୍ତି ଖୋର୍ଦ୍ଧା ଜିଲାର ବିସ୍ମୟ ବାଳକ ଆଶିଷ କୁମାର ରଣସିଂହ। ଯେଉଁ ବୟସରେ ଖେଳକୁଦ କରିବା କଥା ସେହି ସମୟରେ ଜଣେ ଏହି ଶିଶୁ ସମଗ୍ର…

ନଦୀ ପାଣି ପିଉଛନ୍ତି ଶାଇଁସଶାସନବାସୀ

ନିମାପଡ଼ା,୧୦।୩(ଡି.ଏନ୍‌.ଏ.): ଗ୍ରୀଷ୍ମଋତୁ ଆରମ୍ଭରୁ ନିମାପଡ଼ା ବ୍ଲକରେ ପାନୀୟଜଳ ସଙ୍କଟ ଦେଖାଦେଇଛି। ଏହି ବ୍ଲକ ଅଧୀନ ଶାଇଁସଶାସନ ପଞ୍ଚାୟତରେ ଗତ କିଛିଦିନ ହେବ ପାନୀୟଜଳ ନ ପାଇ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପଞ୍ଚାୟତର ତୋରିଆବନ୍ଧ ଗ୍ରାମରେ ଥିବା ପମ୍ପହାଉସରେ ବିଦ୍ୟୁତ୍‌…

ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା ପାଇଁ ୨୦ ହଜାର ସୁପାରି

କଟକ ଅଫିସ,୧୦ା୩: କଟକ ବିଡ଼ାନାସୀ ଥାନା ଅଧୀନ ଭୁଆସୁଣୀ ନିକଟ ମହାନଦୀ ପଠାରେ ଘଟିଥିବା ଆଜାଦ ଯାଦବ ହତ୍ୟା ଘଟଣାର ରହସ୍ୟ ବୁଧବାର ଉନ୍ମୋଚନ ହୋଇଛି। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ…

ପ୍ରଦୂଷଣ ବଢ଼ାଉଛି ଇଟାଭାଟି ଧୂଆଁ

କେନ୍ଦ୍ରାପଡ଼ା ଅଫିସ, ୧୦ା୩: ମାର୍ଚ୍ଚ ମାସ ଆରମ୍ଭରୁ ତାତି ଅସହ୍ୟ ହେଲାଣି। ଏବେ ଦିନ ବେଳା ସର୍ବୋଚ୍ଚ ୩୮ ଡିଗ୍ରୀ ସେଲ୍‌ସିୟସକୁ ତାତି ଛୁଇଁଥିବା ବେଳେ ଆଗାମୀ ଦିନରେ ଭୟଙ୍କର ହେବ ବୋଲି ଆଲୋଚନା ହେଉଛି। ତାତିର ଏହି ଭୟଙ୍କର ରୂପ…

ବାଲି ଖାଦାନରେ ଲାଗିବ ସିସିଟିଭି କ୍ୟାମେରା

ଯାଜପୁର ଅଫିସ,୧୦ା୩: ସିମେଣ୍ଟ,କଂକ୍ରିଟ୍‌ ନିର୍ମାଣ କାର୍ଯ୍ୟରେ ବାଲିର ବ୍ୟବହାର ଗୁରୁତ୍ୱପୂର୍ଣ୍ଣ । ଏଣୁ ରାଜ୍ୟରେ ଚାଲିଥିବା ଏପରି ନିର୍ମାଣ କାର୍ଯ୍ୟ ଯୋଗୁ ବାଲିର ଚାହିଦା ଆକାଶଛୁଆଁ ହୋଇଛି । ଏଥି ସହିତ ବେଆଇନ ବାଲି ଉଠାଣ ଓ ଚୋରା କାରବାର ବଢିଛି…

ରାଜ୍ୟରେ ପ୍ରଥମ ମା’ କ୍ଷୀର ଭଣ୍ଡାର ପ୍ରତିଷ୍ଠା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ନବଜାତ ଶିଶୁଙ୍କ ପାଇଁ ଆଉ ମା’ କ୍ଷୀର ଅଭାବ ରହିବ ନାହିଁ। ଏହି ଆବଶ୍ୟକତା ପୂରଣ କରିବା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଏକ ହ୍ୟୁମ୍ୟାନ ବ୍ରେଷ୍ଟ ମିଲ୍କ ବ୍ୟାଙ୍କ ବା ମଦର୍ସ ମିଲ୍କ ବ୍ୟାଙ୍କ୍‌ (ମା’ କ୍ଷୀର ଭଣ୍ଡାର)…

ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା, ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ୍‌, ୧୦।୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୁରୁଣା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଅଘଟଣ ଘଟିଛି। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କେତେଜଣ ଲୋକ ମାଟି ତଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri