ରାଜ୍ୟ

ଆଜିଠୁ କାର୍ଯ୍ୟକ୍ଷମ ହେଲା ହେଲ୍‌ଥ ସ୍ମାର୍ଟ କାର୍ଡ

ଭୁବନେଶ୍ୱର,୧।୯(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବୁଧବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏହି ଯୋଜନାରେ ୯୨ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏଥିପାଇଁ ବିଭିନ୍ନ ଜିଲାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟାଯାଇଛି । ଅଗଷ୍ଟ...

ବିଧାନସଭା ମୌସୁମୀ ଅଧିବେଶନ: ଅସୁସ୍ଥତା ସତ୍ତ୍ୱେ ଭର୍ଚୁଆଲରେ ଯୋଡ଼ି ହେଲେ ପ୍ରଦୀପ୍ତ ନାୟକ

ଭୁବନେଶ୍ୱର,୧।୯(ବ୍ୟୁରୋ): ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। କରୋନା କଟକଣା ମଧ୍ୟରେ ଗୃହ ପରିଚାଳିତ ହେଉଥିବା ବେଳେ ଡାକ୍ତରଖାନାରୁ ଭର୍ଚୁଆଲ ମାଧ୍ୟମରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଯୋଡ଼ି ହୋଇଥିଲେ। ଜୀବନ ସହ ସଂଘର୍ଷ ଭିତରେ...

ଆଜିଠୁ ହାଉସ୍‌ଫୁଲ୍‌ ସିନେମା ହଲ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ): ଆଜିଠାରୁ ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବ। ଏ ନେଇ ସିନେମା ହଲ ମାଲିକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ସେପ୍ଟେମ୍ବର ଲାଗି ସରକାର ଗାଇଡଲାଇନ୍‌ ଜାରି କରିଥିବାବେଳେ ବୁଧବାରଠାରୁ କଟକଣା ଲାଗୁ ହୋଇଛି ।...

ସୌମ୍ୟଙ୍କ ପରିବାରଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ଖଇରା,୧।୯(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଥିବା ବେଳେ ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ ପାଇଁ ଉକ୍ତ ଟିମ୍‌ ବାଲେଶ୍ବର ଜିଲା ଖଇରା ବ୍ଲକ...

ଆରମ୍ଭ ହେଲା ବିଧାନସଭା; ମରୁଡ଼ି ପ୍ରସଙ୍ଗକୁ ନେଇ କମ୍ପିଲା ଗୃହ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବୁଧବାର ଏହାର ପ୍ରଥମ ଦିନରେ କଂଗ୍ରେସ ସଦସ୍ୟମାନେ ଆରମ୍ଭରୁ ଗୃହରେ ହୋ ହଲ୍ଲା ଦେଖିବାକୁ ମିଳିଛି। ମରୁଡ଼ି ପ୍ରସଙ୍ଗକୁ ନେଇ ସେମାନେ ନାରାବାଜି କରିବା ସହ ଗୃହରେ ରାଜ୍ୟର ମରୁଡି ସ୍ଥିତି...

ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା

ରାୟଗଡ଼ା ଅଫିସ,୧ା୯: ଇନ୍‌ଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା। ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁ ନିକଟରେ ଗତ ରାତିରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଗ୍ରାମରକ୍ଷୀକୁ ମାଓବାଦୀ ହତ୍ୟା କରିଛନ୍ତି। ଗ୍ରାମରକ୍ଷୀ ହେଲେ ସନ୍ତୋଷ ଦଣ୍ଡସେନା। ହତ୍ୟା ପରେ...

୩ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧।୯(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ତାରିଖରୁ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର,...

ଦ୍ୱିତୀୟ ଲହରରେ ୩୭ ପିଲାଙ୍କ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ):ରାଜ୍ୟରେ କରୋନା ପୁଣି ଜଣେ ଶିଶୁର ଜୀବନ ନେଇଛି। ଏଥିସହ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏମାନଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୨ଜଣ ଥିବାବେଳେ ଅନୁଗୋଳରୁ ୧୧, ଜଗତସିଂହପୁର ୮, କେନ୍ଦ୍ରାପଡ଼ା...

ଆଜି କରୋନା ନେଲା ୫୩ ଜୀବନ: ମୃତ୍ୟୁ ସଂଖ୍ୟା ୮ ହଜାର ଟପିଲା

ଭୁବନେଶ୍ୱର,୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮ ହଜାର ଟପିଛି। ଏବେ ୮,୦୨୨ ଜଣ କରୋନାରେ ଆଖିବୁଜିଛନ୍ତି। ନେଇ ରାଜ୍ୟ ସ୍ବାସ୍ଥ୍ୟ...

ପିଲାଙ୍କ ପାଇଁ ବିପଦ ବଢୁଛି: ଆଜି ୧୨୫ ପିଲା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୨୫ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୯(ବ୍ୟୁରୋ):ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ଯାଏ ଚାଲିବ। ଏହି ଅଧିବେଶନରେ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ...

ଛାତ୍ରଙ୍କୁ ଗୋଡ଼େଇ ଗୋଡ଼େଇ ଠେଙ୍ଗା ମାଡ଼: ସାମ୍ନାକୁ ଆସିଲା ପୂରା ଘଟଣା

ଚଣ୍ଡିଖୋଲ,୧। ୯(ଡି.ଏନ.ଏ.): ଦୁଇ ଦିନ ହେଲା ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ଛାତ୍ରଙ୍କୁ ରାସ୍ତାରେ ଅନ୍ୟ କିଛି ଛାତ୍ର ଗୋଡ଼େଇ ଗୋଡ଼େଇ ଠେଙ୍ଗାରେ ପିଟୁଛନ୍ତି। ହତ୍ୟା ଧମକ ମିଳିବା ପରେ ପୀଡ଼ିତଙ୍କ ବାପା ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri