ରାଜ୍ୟ

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ପରୀକ୍ଷା କେନ୍ଦ୍ରରେ କ୍ୟାମେରା ଲଗେଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୯।୩(ବ୍ୟୁରୋ): ଆସନ୍ତା ଏପ୍ରିଲରେ ଯୁକ୍ତ ଦୁଇ କଳା, ବାଣିଜ୍ୟ,ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ରାଜ୍ୟର ସମସ୍ତ ଯୁକ୍ତ ଦୁଇ କଲେଜରେ ସିସିଟିଭି କ୍ୟାମେରା ଲଗାଇବାକୁ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଯନ୍ତ୍ରୀଙ୍କ ବ୍ରହ୍ମପୁର ଆମ୍ବପୁଅସ୍ଥିତ କାର୍ଯ୍ୟାଳୟ ସମେତ, ବ୍ରହ୍ମପୁର ଗଜପତି…

ଖସୁଛି ସଂକ୍ରମଣ: ଆଜି ୧୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, ପୂର୍ବ ପରି ରହିବ କୋଭିଡ୍‌ କଟକଣା

ସମ୍ବଲପୁର,୯।୩(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଛି ମା’ ସମଲେଶ୍ବରୀଙ୍କ ମନ୍ଦିର । କୋଭିଡ୍‌ ଯୋଗୁଁ ବହୁ ଦିନ ଧରି ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିଥିଲା। ତେବେ ବର୍ତ୍ତମାନ ଜିଲା ପ୍ରଶାସନ ଓ ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ନିଷ୍ପତ୍ତି କ୍ରମେ…

ନନ୍ଦନକାନନରେ ପଶିଲେ ଦୁଇଟି ଜଙ୍ଗଲୀ ହାତୀ,ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ବାରଙ୍ଗ,୯।୩(ଡି.ଏନ୍‌.ଏ.): ନନ୍ଦନକାନନରେ ପଶିଲେ ଦୁଇ ଜଙ୍ଗଲୀ ହାତୀ । ଜିରାଫ ଘୁଆଡ ପଛ ପାଖରେ ଏହି ଦୁଇ ହାତୀ ଥିବା ସନ୍ଦେହ କରାଯାଉଛି । ଏଥିପାଇଁ ପର୍ଯ୍ୟଟକଙ୍କୁ ନନ୍ଦନକାନନରେ ପ୍ରବେଶ ପାଇଁ ବାରଣ କରାଯାଇଛି । ସୂଚନାନୁଯାୟୀ, ଦୁଇଟି ଜଙ୍ଗଲୀ ହାତୀ…

ଆଜି ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୯।୩ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା…

ପ୍ରାର୍ଥୀ, ନେତାଙ୍କ ଚରିତ୍ରସଂହାର ମନା

ଜଗତ୍‌ସିଂହପୁର ଅଫିସ, ୯ା୩: ପୌର ନିର୍ବାଚନ ନିମନ୍ତେ ଫେବୃୟାରୀ ୨୫ରୁ ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟ ମଧ୍ୟରେ କୌଣସି ଧର୍ମାନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନରେ ନିର୍ବାଚନୀ ବୈଠକ, ମତ ପ୍ରଚାର କିମ୍ବା କର୍ମୀ…

ପୌରରେ ଆସିବେ ନା ପଞ୍ଚାୟତ ଭଳି ରହିଯିବେ

ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଏଥର ନିର୍ବାଚନରେ ବିଜେଡି ଏକପାଖିଆ ସଫଳତା ହାସଲ କରିଥିବା ବେଳେ ବିରୋଧୀ ଦଳ ମାଟି କାମୁଡ଼ିଛନ୍ତି। ୨୦୧୭ ନିର୍ବାଚନ ତୁଳନାରେ ୨୦୨୨ ପଞ୍ଚାୟତ ନିର୍ବାଚନରେ ଭାଜପା ପ୍ରଦର୍ଶନକୁ…

ଶସ୍ତାରୁ ହୀନସ୍ତା ହେଲେଣି ଟମାଟୋ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୩: କେନ୍ଦ୍ରାପଡ଼ା ଜିଲାରେ ଦୁଇ ମାସ ପୂର୍ବେ ଟମାଟୋ ଦର ଆକାଶଛୁଆଁ ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ କେଜି ପ୍ରତି ମାତ୍ର ୩ ଟଙ୍କାରେ ଚାଷୀ କ୍ଷେତରେ ବେପାରୀଙ୍କୁ…

ସରିଲା ତୃତୀୟ ରିମାଣ୍ଡ, ଜେଲ ଗଲେ ନକଲି ଡାକ୍ତର

ଭୁବନେଶ୍ୱର,୯।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ଲୁଟିବା ସହ ବିଭିନ୍ନ ଠକେଇ ମାମଲାରେ ଗିରଫ ହୋଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ମଙ୍ଗଳବାର ଜେଲ ଯାଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୫ ଦିନିଆ ରିମାଣ୍ଡ…

‘ଇମୋଶନାଲ ଟଚ୍‌’ ବଜାୟ ରଖୁ

ରିୟଲ୍‌ ଇଷ୍ଟେଟ୍‌ ହେଉଛି ତାଙ୍କ ପାରିବାରିକ ବ୍ୟବସାୟ। ହେଲେ ଅଳଙ୍କାର କ୍ଷେତ୍ରରେ କିଛି ନୂଆ କରିବା ଲକ୍ଷ୍ୟ ରଖି ବଡ଼ଭାଇ ଓମ୍‌ପ୍ରକାଶ ମିଶ୍ରଙ୍କ ସହଯୋଗରେ ଆରମ୍ଭ କରିଥିଲେ ହଲ୍‌ମାର୍କ ଅର୍ନାମେଣ୍ଟ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌। ଜୁଏଲେରି କ୍ଷେତ୍ରରେ ଅଭିଜ୍ଞତା ନ ଥିବାରୁ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri