ଏଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ
କଟକ ଅଫିସ,୯।୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ପୋଲିସ କମ୍ୟୁନିକେଶନ ସେଲ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି…
ନରସିଂହପୁର ତତ୍କାଳୀନ ରେଞ୍ଜର ନିଲମ୍ବିତ
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ନରସିଂହପୁର ୱେଷ୍ଟ ରେଞ୍ଜରୁ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତତ୍କାଳୀନ ରେଞ୍ଜ ଅଫିସର ଅଶୋକ କୁମାର ବେହେରାଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବନ କରାଯାଇଛି। ଦୀର୍ଘ ମାସେ ପରେ ଏହି କାର୍ଯ୍ୟାନୁଷ୍ଠାନ କିନ୍ତୁ ଅନେକ ସନ୍ଦେହ…
କୁକୁର ସହ ଶିଶୁକନ୍ୟାଙ୍କ ବିବାହ
ଢେଙ୍କାନାଳ ଅଫିସ, ୯।୩: ସାରା ବିଶ୍ୱରେ ମଙ୍ଗଳବାର ପାଳିତ ହୋଇଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଯଶଗାନ କରୁଛନ୍ତି ସଭିଏଁ। ବାଲ୍ୟବିବାହ ରୋକିବା, ମହିଳା ବିରୋଧୀ ନିର୍ଯାତନା ବିରୋଧରେ ସ୍ବର ଉଠାଇବାକୁ ସଭାସମିତି କରି ସଚେତନ କରାଯାଉଛି। ହେଲେ ଢେଙ୍କାନାଳ ଜିଲାର…
ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର, ୮ା୩(ବ୍ୟୁରୋ): ମହାମାରୀ ଯୋଗୁ ସ୍କୁଲ ସବୁ ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ଥିଲା। ଏହି ସମୟରେ ଅଭିଭାବକଙ୍କ ଆର୍ଥିକ ସମସ୍ୟା ଏବଂ ସ୍କୁଲ ବନ୍ଦ ଥିବା କାରଣରୁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୨ଟି ପର୍ଯ୍ୟାୟରେ…
ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର, ୯।୩(ବ୍ୟୁରୋ): ପୂର୍ଣ୍ଣ ଟିକାକରଣରେ ଦେଶରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି। ଜାତୀୟ ପୂର୍ଣ୍ଣ ଟିକାକରଣ ହାରଠାରୁ ମଧ୍ୟ ବହୁ ଆଗୁଆ ଅଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଷ୍ଟିଅରିଂ କମିଟି ବୈଠକରୁ…
‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’
ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ…
ଗ୍ୟାସ୍ ଟ୍ରାଜେଡି ମୁକାବିଲା ଯୋଜନାକୁ ଅଣଦେଖା
ଯାଜପୁର ଅଫିସ,୯ା୩: ୧୯୮୪ର ଭୋପାଳ ଗ୍ୟାସ୍ ଟ୍ରାଜେଡି କଥା ମନେପଡ଼ିଲେ ଏବେ ବି ଦେହ ଶିହରି ଉଠେ। ଏଥିରେ ପ୍ରାୟ ୩,୭୮୭ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତଙ୍କ ସଂଖ୍ୟା ବି କମ୍ ନ ଥିଲା। ୨୦୦୮ରେ ସମ୍ବଲପୁର ଜିଲା ଠେଲକୋଲୋଏସ୍ଥିତ ଭୂଷଣ ଷ୍ଟିଲର…
ଅପହରଣକୁ ପ୍ରତିରୋଧ କରିବାରୁ ହତ୍ୟା
ରାଜନଗର, ୯ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ପଞ୍ଚାୟତ ଚନ୍ଦ୍ରଶିଖର ଗଁାରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀଙ୍କ ଅପହରଣକୁ ପ୍ରତିରୋଧ କରିବାକୁ ଯାଇ ବଳି ପଡିଛନ୍ତି ଦାଦା। ଝିଆରୀଙ୍କୁ ପ୍ରେମ କରୁଥିବା ଜଣେ ଯୁବକ ଓ…
ଏଏସ୍ପି ତ୍ରିନାଥଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ
କଟକ ଅଫିସ,୮ା୩- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ଉଭୟଙ୍କ ନାମରେ ମାମଲା(ନଂ.୧୩/୨୨) ରୁଜୁ…
‘ଶାନ୍ତି ଶୃଙ୍ଖଳାରେ ପୌର ନିର୍ବାଚନ ପରିଚାଳନା କର’
ଭୁବନେଶ୍ୱର, ୮ା୩(ବ୍ୟୁରୋ): ଶାନ୍ତି, ଶୃଙ୍ଖଳାର ସହ ପୌର ନିର୍ବାଚନ ପରିଚାଳନା କରିବା ଲାଗି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ କଟକ-ଭୁବନେଶ୍ୱର ଦୈତନଗରୀର ଜିଲା ଓ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର…
ଡାକ୍ତରଖାନାରେ ପିସିସି ସଭାପତି
ଭୁବନେଶ୍ୱର, ୮ା୩(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ତାଙ୍କ ପେଟରେ ଯନ୍ତ୍ରଣା ଅନୁଭବ କରିବା ପରେ ଅସୁସ୍ଥ ହୋଇପଡିଥିଲେ। ଏହାପରେ ତାଙ୍କୁ ଭଲ ନ…
୨୨ରୁ ୨୪ ପରୀକ୍ଷା ବନ୍ଦ
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ତେବେ ଏ ନେଇ ୨୨ରୁ ୨୪ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟଗୁଡିକରେ ପରୀକ୍ଷା ବନ୍ଦ ରହିବ। ଏଥିଲାଗି କୁଳପତି ଓ କଲେଜ ଅଧ୍ୟକ୍ଷଙ୍କଙ୍କୁ…
Archives


