ଏଏସ୍ପି ତ୍ରିନାଥଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ
କଟକ ଅଫିସ,୮ା୩- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ଉଭୟଙ୍କ ନାମରେ ମାମଲା(ନଂ.୧୩/୨୨) ରୁଜୁ…
‘ଶାନ୍ତି ଶୃଙ୍ଖଳାରେ ପୌର ନିର୍ବାଚନ ପରିଚାଳନା କର’
ଭୁବନେଶ୍ୱର, ୮ା୩(ବ୍ୟୁରୋ): ଶାନ୍ତି, ଶୃଙ୍ଖଳାର ସହ ପୌର ନିର୍ବାଚନ ପରିଚାଳନା କରିବା ଲାଗି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ କଟକ-ଭୁବନେଶ୍ୱର ଦୈତନଗରୀର ଜିଲା ଓ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର…
ଡାକ୍ତରଖାନାରେ ପିସିସି ସଭାପତି
ଭୁବନେଶ୍ୱର, ୮ା୩(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ତାଙ୍କ ପେଟରେ ଯନ୍ତ୍ରଣା ଅନୁଭବ କରିବା ପରେ ଅସୁସ୍ଥ ହୋଇପଡିଥିଲେ। ଏହାପରେ ତାଙ୍କୁ ଭଲ ନ…
୨୨ରୁ ୨୪ ପରୀକ୍ଷା ବନ୍ଦ
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ତେବେ ଏ ନେଇ ୨୨ରୁ ୨୪ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟଗୁଡିକରେ ପରୀକ୍ଷା ବନ୍ଦ ରହିବ। ଏଥିଲାଗି କୁଳପତି ଓ କଲେଜ ଅଧ୍ୟକ୍ଷଙ୍କଙ୍କୁ…
ମହିଳା ପୋଲିସ କର୍ମଚାରୀ, ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ଡିଜିପି
ଭୁବନେଶ୍ୱର,୮।୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ଓଡ଼ିଶା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ମହିଳା ଅଧିକାରୀ/କର୍ମଚାରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେମାନଙ୍କ କର୍ତ୍ତବ୍ୟ ପରାୟଣତା, ନିଷ୍ଠା ଏବଂ ନେତୃତ୍ୱ…
ପ୍ରଚାର ମଇଦାନରେ ବିଜେଡି ମେୟର ପ୍ରାର୍ଥୀ
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଗାମୀ ୨୪ ତାରିଖରେ ରାଜ୍ୟର ପୌରାଞ୍ଚଳରେ ନିର୍ବାଚନ ହେବ। ସୋମବାର ନାମାଙ୍କନର ଶେଷ ହୋଇଥିବାବେଳେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ । ୧୪ରେ ଇଚ୍ଛୁକ ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ତେବେ ଆଜିଠାରୁ ପ୍ରଚାର ମଇଦାନ ସରଗରମ ହୋଇଛି। ଭୁବନେଶ୍ୱର…
ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ
ଭୁବନେଶ୍ବର,୮।୩(ବ୍ୟୁରୋ): ବିଧାନସଭା ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ୭ ଦିନିଆ ବିଧାନସଭା ଅଧିବେଶନରେ ମାତ୍ର ୬ଟି କାର୍ଯ୍ୟ ଦିବସ ରହିଛି। ତେବେ ୨୫ରୁ ଆରମ୍ଭ ହୋଇ ୩୧ ମାର୍ଚ୍ଚରେ ଅଧିବେଶନ ଶେଷ ହେବ। ମାର୍ଚ୍ଚ ୩୦ରେ ଆର୍ଥିକ ବର୍ଷ ୨୦୨୨-୨୩…
୧୫ କୋଟି ଚିଟଫଣ୍ଡ ଠକେଇ ଅଭିଯୋଗରେ ତପନ ଗିରଫ
ଭୁବନେଶ୍ୱର,୮।୩(ବ୍ୟୁରୋ): ଚିଟଫଣ୍ଡ ସଂସ୍ଥା ନିର୍ଦ୍ଦେଶକ ହ୍ୟୁମାନ ୱେଲଫେୟାର କ୍ରେଟିଟ ଆଣ୍ଡ ଥ୍ରିଫ୍ଟ କୋଅପରେଟିଭ୍ ସୋସାଇଟି ଲିମିଟେଡ ନିର୍ଦ୍ଦେଶକ ତପନ କୁମାର ସାମନ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅବରୋଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ କୋଲକାତାର ନରେନ୍ଦ୍ରପୁର…
ରାଜ୍ୟରେ ସୁସ୍ଥ ହେଲେ ୨୨୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ସୁସ୍ଥ ହାର ବଢୁଛି। ତେବେ ରାଜ୍ୟରେ ଆଉ ୨୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…
ଆଜି ପୁଣି ବନ୍ଦ ରହିଛି ଜଗା ଦର୍ଶନ
ପୁରୀ ଅଫିସ, ୮।୩: ଶ୍ରୀମନ୍ଦିରରେ ଆଜି ପୁଣି ବନ୍ଦ ରହିଛି ଦର୍ଶନ । ଜଣେ ଭକ୍ତ ମନ୍ଦିର ପରିସରରେ ବାନ୍ତି କରିଦେବାରୁ ଦର୍ଶନ ବନ୍ଦ ରହିଛି। ଭିତରକାଠ ନିକଟରେ ଭକ୍ତ ଜଣଙ୍କ ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ମହାସ୍ନାନ ନୀତି କରାଯାଇଛି। ଅବକାଶ…
ମହିଳାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୮।୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ନାରୀ ସଶକ୍ତିକରଣ ପାଇଁ ଓଡ଼ିଶା ସବୁବେଳେ ପଦକ୍ଷେପ ନେଇଛି। ବିଭିନ୍ନ କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ…
କୋଣାର୍କରେ ପ୍ରବେଶ ଶୁଳ୍କ ଛାଡ଼
କୋଣାର୍କ,୮।୩(ଡି.ଏନ୍.ଏ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଆର୍ଥିକ, ରାଜନୈତିକ, ସାମାଜିକ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନ ବଢ଼ାଇବା ଓ ଅଧିକାର ପ୍ରତି ସଚେତନ କରିବା ଏହି ଦିବସର ମୂଳ ଲକ୍ଷ୍ୟ । ମାର୍ଚ୍ଚ ୮ ମହିଳା ଦିବସ ଅବସରରେ ମଙ୍ଗଳବାର ସୂର୍ଯ୍ୟ ମନ୍ଦିର…
Archives


