ଏଥର ତ୍ରିମୁଖୀ ଲଢ଼େଇ
କେନ୍ଦୁଝର, ୮ା୩ (ସ୍ବ.ପ୍ର.) ପାୈରନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ସୋମବାର ଥିଲା ଶେଷ ଦିନ। ଚଳିତ ନିର୍ବାଚନରେ ପାୈରାଧ୍ୟକ୍ଷ ନିର୍ବାଚନ ବହୁ ବର୍ଷ ପରେ ସିଧାସଳଖ ହେବାକୁ ଯାଉଛି। ଏଣୁ ଏନେଇ ଉତ୍କଣ୍ଠା ପ୍ରକାଶ ପାଇଛି। କେନ୍ଦୁଝରଗଡ଼ ପାୈରପାଳିକାର ଅଧ୍ୟକ୍ଷ ପଦବୀ…
ବିଜେଡିକୁ ଭୟ କ୍ରସ୍ ଭୋଟିଂ
ବାହାନଗା, ୮ା୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ଆରମ୍ଭ ହୋଇଛି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଲାଗି ପ୍ରସ୍ତୁତି। ଆସନ୍ତା ୧୨ ତାରିଖରେ ହେବ ବ୍ଲକ ଅଧ୍ୟକ୍ଷ ନିର୍ବାଚନ। ଏହି ନିର୍ବାଚନରେ ବିଜେଡିକୁ କ୍ରସଭୋଟିଂ ଭୟ ଦେଖାଦେଇଛି। ସେଥିପାଇଁ ଘୋଡା…
ଧ୍ୱଂସସ୍ତୂପରୁ ଜୀବନ ବଞ୍ଚେଇ ଫେରିଛନ୍ତି ଶାଶ୍ୱତ
ସୋର, ୮ା୩(ଡି.ଏନ.ଏ) ରୁଷିଆ ବୋମାମାଡ଼ରେ ଧ୍ୱଂସବିଧ୍ୱଂସ୍ତ ହୋଇପଡିଥିବା ୟୁକ୍ରେନର ପ୍ରମୁଖ ସହର ଖର୍କିଭରୁ ଜୀବନ ବଞ୍ଚେଇ ୭ ଦିନ ପରେ ଘରେ ପହଞ୍ଚିଛନ୍ତି ବାଲେଶ୍ୱର ଜିଲା ସୋରର ଶାଶ୍ୱତ। ୧୧ଦିନ ହେଲା ପୁଅର ଫେରିବା ବାଟକୁ ଚାହଁି ରହିଥିବା ପରିବାର ଲୋକେ…
ରାଜ୍ୟରେ ଖସୁଛି କରୋନା ଗ୍ରାଫ୍
ଭୁବନେଶ୍ବର,୮।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୧୫ ଜଣ…
‘ଖାଦ୍ୟାଭାବରୁ ଛାତ୍ରୀଛାତ୍ରଙ୍କୁ ବରଫ ଖାଇବାକୁ ପଡୁଛି’
ସିମୁଳିଆ,୮ା୩(ଡି.ଏନ.ଏ.) ୟୁକ୍ରେନର ମିକୋଲାଇଭରୁ ମୁଲଡାବା ଓ ସେଠାରୁ ରୋମାନିଆ ଆଦି ୩ଟି ଦେଶ ପାରିହୋଇ ଡାକ୍ତରୀ ଛାତ୍ରୀ ଭାରତୀ ମହାନ୍ତି(୨୩) ଗାଁରେ ପହଞ୍ଚିଛନ୍ତି। ଭାରତୀଙ୍କ ଘର ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ଅଞ୍ଚଳରେ। ଦୀର୍ଘ ୪ବର୍ଷ ପରେ ସେ ଗାଁକୁ…
ବାଲ୍ୟବିବାହ ପ୍ରଥା ରୋକିବାକୁ ପ୍ରଭାସିନୀଙ୍କ ପ୍ରୟାସ
ପାଠପଢ଼ାରେ ସେ ପାରଙ୍ଗମ ଥିଲେ। ଶ୍ରେଣୀରେ ପ୍ରଥମ ବି ହେଉଥିଲେ। କିନ୍ତୁ ମାତାପିତାଙ୍କ ଭିନ୍ନ ମାନସିକତା ଯୋଗୁ ତାଙ୍କୁ ପାଠପଢ଼ା ଅଧାରୁ ଛାଡ଼ିବାକୁ ପଡ଼ିଥିଲା। ମାତ୍ର ଦଶମ ଶ୍ରେଣୀରେ ପଢ଼ୁଥିବାବେଳେ ଘର ଲୋକେ ତାଙ୍କର ବିବାହ କରିଦେଲେ। ହେଲେ ପାଠପଢ଼ିବା ପାଇଁ…
ଆର୍ଥିକ ଦୁର୍ବଳ ମହିଳାଙ୍କ ପାଇଁ ଜେଏସ୍ପିଏଲ୍ର ‘ସ୍ବୟଂସମ୍ପନ୍ନା ନାରୀ’
ଭୁବନେଶ୍ୱର, ୮।୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍ (ଜେଏସ୍ପିଏଲ୍) ଫାଉଣ୍ଡେଶନ୍ ପକ୍ଷରୁ ଓଡ଼ିଶା ଓ ଛତିଶଗଡରେ ମହିଳା ଏବଂ ବାଳିକାଙ୍କ ଶିକ୍ଷା ଏବଂ ଦକ୍ଷତା ବିକାଶ ନିମନ୍ତେ ଏକ ଯୋଜନା ‘ଜିନ୍ଦଲ ସ୍ବୟଂ ସମ୍ପନ୍ନା ନାରୀ’…
କେନ୍ଦ୍ର ନେଉନି: ବାହାରକୁ ଚାଉଳ ରପ୍ତାନି ଯୋଜନା
ଭୁବନେଶ୍ୱର,୮ା୩(ବ୍ୟୁରୋ):ରାଜ୍ୟରେ ଅଧିକ ଧାନ ଉତ୍ପାଦନ ହେଉଛି। ବଳକା ଚାଉଳ କେନ୍ଦ୍ର ସରକାର ନେଉନାହାନ୍ତି। ଯୋଗାଣ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ବଳକା ଚାଉଳ କିଣିବାକୁ କେନ୍ଦ୍ର ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ବହୁବାର ଅନୁରୋଧ କରିବା ପରେ ମଧ୍ୟ ରାଜ୍ୟରୁ ବଳକା…
ୟୁକ୍ରେନ୍ରୁ ଫେରିଲେ ଆଉ ୭୭ ଓଡ଼ିଆ ଛାତ୍ରୀଛାତ୍ର
ଭୁବନେଶ୍ୱର,୭।୩(ବ୍ୟୁରୋ): ୟୁକ୍ରେନ୍ରୁ ଆଉ ୭୭ ଜଣ ଓଡ଼ିଆ ଛାତ୍ରୀଛାତ୍ର ସୋମବାର ଫେରିଛନ୍ତି । ଦିଲ୍ଲୀରୁ ସ୍ବତନ୍ତ୍ର ଏୟାର ଏସିଆ ବିମାନ ଯୋଗେ ଛାତ୍ରୀଛାତ୍ରମାନେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଭାରତ ସରକାରଙ୍କ ଅପରେସନ ଗଙ୍ଗା…
ସରିଲା ନାମାଙ୍କନ,୯ରେ ପ୍ରାର୍ଥୀପତ୍ର ଯାଞ୍ଚ
ଭୁବନେଶ୍ୱର, ୭।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନ ପାଇଁ ସୋମବାର ଦିନ ୩ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ସମୟସୀମା ଥିଲା। ଏହି ନାମାଙ୍କନ ପ୍ରକ୍ରିୟା ୨ରୁ ଆରମ୍ଭ ହୋଇ ୭ରେ ସରିବ…
ମାଲିକଙ୍କ ବିଶ୍ୱାସରେ ବିଷ: ‘ଫୋନ୍ ପେ’ରେ ଲୁଟିନେଲେ ୯ ଲକ୍ଷ ୯୫ ହଜାର
ଭୁବନେଶ୍ୱର,୭।୩(ବ୍ୟୁରୋ): ମାଲିକର ବିଶ୍ୱାସରେ ବିଷ ଦେଲେ ଡ୍ରାଇଭର। ମାଲିକଙ୍କ ପାଖେ ପାଖେ ରହି ଏମିତି ଲୁଟୁଥିଲେ ଯେ, ସବୁ ଜାଣିଲା ବେଳକୁ ବ୍ୟାଙ୍କ ଆକାଉଣ୍ଟରୁ ଗାଏବ ହୋଇଯାଇଥିଲା ୯ ଲକ୍ଷ ୯୫ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର…
ୟୁକ୍ରେନ୍ରୁ ଫେରୁଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିବାକୁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭।୩(ବ୍ୟୁରୋ): ୟୁକ୍ରେନରୁ ୭୭ ଜଣ ଓଡ଼ିଆ ଛାତ୍ରୀଛାତ୍ର ସୋମବାର ଏୟାର ଏସିଆର ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଓଡ଼ିଶା ଆସୁଛନ୍ତି । ସେମାନେ କିଛି ସମୟ ପରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ପିଲାଙ୍କୁ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରକୁ…
Archives


