ରାଜ୍ୟ

କିଶୋରଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ଚାଇନାର ହାଙ୍ଗଝୋଠାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋର ତାଙ୍କ କ୍ୟାରିୟରରେ ସବୁଠୁ...

୨୬ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦.୯୨ କୋଟି ଟଙ୍କା

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟବାସୀଙ୍କୁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି  ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ନିଜସ୍ବ ପାଣ୍ଠି ବିନିଯୋଗରେ...

ଜ୍ଞାନମନ୍ଦିରରେ ଲାଗିଲା ନିଆଁ

କୋରାପୁଟ,୪ା୧୦(ଅମିତାଭ ବେହେରା): ବୁଧବାର ଅପରାହ୍ନରେ କୋରାପୁଟ ଶାବର ଶ୍ରୀକ୍ଷେତ୍ରର ଜ୍ଞାନମନ୍ଦିର ତଥା ଶାବର ସଂସ୍କୃତି ଗବେଷଣା କେନ୍ଦ୍ର ପରିସରରେ କୌଣସି କାରଣରୁ ନିଆଁ ଲାଗିଯାଇଥିବା ବେଳେ ସ୍ଥାନୀୟ ଅଗ୍ନିଶମ ବିଭାଗ ତୁରନ୍ତ ପଦକ୍ଷେପ ଯୋଗୁ ନିଆଁ ଆୟତ୍ତ ହୋଇଥିବା ଅଗ୍ନିଶମ...

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦: ଚାଇନାରେ ଅନୁଷ୍ଠିତ ହେଉଥିବା ଏସିଆନ୍‌ ଗେମ୍ସରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା। ସେ ଜାଭେଲିନ୍‌ ଥ୍ରୋରେ ରୌପ୍ୟ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର...

ଭୁବନେଶ୍ୱର, ବାଲିଅନ୍ତା, ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୦( ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ...

ଜିଲା ଦାବିରେ ନୀଳଗିରି ୧୨ଘଣ୍ଟା ବନ୍ଦ

ନୀଳଗିରି, ୪।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରିକୁ ଜିଲା ଦାବିରେ ମଙ୍ଗଳବାର ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହି ଡାକରାକୁ ନୀଳଗିରିର ଜନସାଧାରଣ ସମର୍ଥନ ଦେବା ସହ ଦୋକାନ ବଜାର, ସମସ୍ତ ଅଫିସ୍‌ ବନ୍ଦ ଓ...

୫ ଜିଲାରୁ ଯିବେ ୧ ହଜାର ତୀର୍ଥଯାତ୍ରୀ

ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲାର ବରିଷ୍ଠ ନାଗରିକମାନେ ତୀର୍ଥ କରିବାକୁ ଯିବେ। ଉକ୍ତ ୫ ଜିଲାର ୧ ହଜାର ବରିଷ୍ଠ ନାଗରିକ ଏଥିରେ ସାମିଲ ହେବେ। ବ୍ରହ୍ମପୁର...

ଭାଇଚାରାର ସମ୍ପର୍କ ଗଢ଼ିଥାଏ ଦାଣ୍ଡିଆ

ବ୍ରହ୍ମପୁର,୪ା୧୦(ସ୍ମୃତି ରଞ୍ଜନ ମହାଲିକ)ବ୍ରହ୍ମପୁର ସହରରେ ପାର୍ବଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମୂର୍ତ୍ତି, ତୋରଣ ନିର୍ମାଣ କାର୍ଯ୍ୟ ଚାଲିଛି। ମା’ଙ୍କ ନବରାତ୍ର ଓ ଦଶହରା ଲାଗି ବିଭିନ୍ନ ସାଜସଜା ଓ ଆଲୋକମାଳାରେ ସହର ଝଲସି...

ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ

କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍‌ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି...

ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି

ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍‌ କ୍ଲବର...

ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ

କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ...

ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି

ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍‌ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri