ରାଜ୍ୟ

ଚଳିତ ବର୍ଷ ମୋଟ୍‌ ୪୨ ଲକ୍ଷ ଭୋଟର ଦେବେ ଭୋଟ, ପ୍ରତିଟି ବଥ୍‌ରେ ୨ଟି ଲେଖାଏ ଇଭିଏମ

ଭୁବନେଶ୍ୱର,୭।୩(ବ୍ୟୁରୋ): ଏଥର ୧୮୯୯ଟି ୱାର୍ଡରେ ହେବ ପୌର ନିର୍ବାଚନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ସେ  କହିଛନ୍ତି ଯେ, ଚଳିତ ବର୍ଷ…

ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ ନଂ ୧୧ ପି. ମୋହନ ରେଡ୍ଡି ଏବଂ ଓ୍ବାର୍ଡ ନଂ. ୧୨ ପାଇଁ ପି.…

ଶ୍ରୀମନ୍ଦିରରେ ରକ୍ତଛିଟା: ନୀତି ବିଳମ୍ବ

ପୁରୀ ଅଫିସ,୭ା୩: ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସବୁ ନୀତି ବନ୍ଦ କରାଯାଇ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଫଳରେ ଘଣ୍ଟାଏରୁ ଅଧିକ ସମୟ ଧରି ଭକ୍ତମାନେ ବଡ଼ଦାଣ୍ଡରେ ଠିଆ ହୋଇଛନ୍ତି। ସୂଚନାଯୋଗ୍ୟ, ଭିତକାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ…

ବ୍ରହ୍ମପୁର ମେୟର ପଦବୀ ପାଇଁ ପ୍ରାର୍ଥୀ ଦେଲା କଂଗ୍ରେସ

ବ୍ରହ୍ମପୁର ଅଫିସ,୭ା୩: ପୌର ନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନପତ୍ର ଦାଖଲର ଶେଷ ଦିନ। ଆଜି ଶେଷ ଦିନରେ କଂଗ୍ରେସ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବ୍ରହ୍ମପୁର ମେୟର ପଦବୀ ପାଇଁ କଂଗ୍ରେସ ମଞ୍ଜୁ ରଥଙ୍କୁ ପ୍ରାର୍ଥୀ…

ବିଜେଡିରେ ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୭ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ବିଜେଡିର ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ନେଇ ଦଳରେ ଅସନ୍ତୋଷ ବଢିବାରେ ଲାଗିଛି। ଅନ୍ୟପକ୍ଷରେ ଗୋଳିିଆ ପାଣିରୁ ବିରୋଧୀ ଭାଜପା ଏବଂ କଂଗ୍ରେସ ଫାଇଦା ମାରିନେବାର ସମ୍ଭାବନା ରହିଛି ବୋଲି ଆଲୋଚନା ଚାଲିଛି। ଶନିବାର ବିଜୁ ପଟ୍ଟନାୟକଙ୍କ…

ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର/ଲାଞ୍ଜିଗଡ଼,୭ା୩(ବ୍ୟୁରୋ/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବିଶ୍ୱନାଥପୁର ହୀରାନୀଳା କଲେଜର ପ୍ରିନ୍ସପାଲଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଏକକାଳୀନ…

ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ ଚିହ୍ନଟ…

ଜିଲା ଗଠନର ୨୮ ବର୍ଷ ପରେ ବି ପଛୁଆ

ଖୋର୍ଦ୍ଧା ଅଫିସ,୭ା୩: ଲାଲ୍‌ମାଟିର ଗଡ଼ ଖୋର୍ଦ୍ଧା। ଐତିହ୍ୟ, କଳା, ସଂସ୍କୃତି, ଭାସ୍କର୍ଯ୍ୟ ସମେତ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଖୋର୍ଦ୍ଧାର ଯେପରି ସ୍ବତନ୍ତ୍ର ପରିଚୟ ରହିଛି, ଖୋର୍ଦ୍ଧା ନାଲି ଗାମୁଛାର ସେହିପରି ପ୍ରସିଦ୍ଧି ରହିଛି। ଏହାସତ୍ତ୍ୱେ ବିକାଶ କ୍ଷେତ୍ରରେ ଖୋର୍ଦ୍ଧା ଜିଲା…

ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ

ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍‌ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ ଓ ସ୍ଲୋଭାକିଆରେ ଓଡ଼ିଶାର ବହୁ ଛାତ୍ରୀଛାତ୍ର ଫସିରହିଛନ୍ତି। ସେମାନେ ସେଠାରେ ଭୟଭୀତ ଅବସ୍ଥାରେ…

ଛେଳି ଚୋରିକୁ ନେଇ କଳି

ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସୀମାନ୍ତ ଗଙ୍ଗାବାଡ ପଞ୍ଚାୟତ ମାଣିକପାଟଣା ଗାଁରେ ରବିବାର ଏହି ଘଟଣା ଘଟିଛି। ଗତ କିଛି…

୬୪ କୋଟି ଟଙ୍କା ପ୍ରକଳ୍ପରେ ଦୁର୍ନୀତି

ଯାଜପୁର ଅଫିସ,୭ା୩: ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିବା ଯାଜପୁର ଜିଲା ବ୍ୟାସନଗରସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବର ବିକାଶ କାମ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ…

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା

ସୋନପୁର,୭ା୩(ନି.ପ୍ର.): ସୋନପୁର ଜିଲା ରାମପୁର ଥାନା ବଡ଼କର୍ଲେ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋରେ ବରଯାତ୍ରୀ ଦଳ ଯାଉଥିବା ବେଳେ ଗଛରେ ପିଟି ହୋଇଯାଇଥିଲା। ଫଳରେ ୨ ଜଣଙ୍କ ଜୀବନ ଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri