ରାଜ୍ୟ

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ ରାସ୍ତାଘାଟ, ନଦୀ ନାଳ ପର୍ଯ୍ୟନ୍ତ ସବୁଠି ପରିବେଶ ସବୁଜିମା ହରାଇବାକୁ ବସିଛି। ଜିଲାରେ...

ଡରାଇଲାଣି ତୃତୀୟ ଲହର

ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏଥିରେ ଶିଶୁମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି...

ଯୁକ୍ତ ୨ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର,୨୭ା୮(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଶିକ୍ଷା ବ୍ୟବସ୍ଥା ଗୁରୁତର ଭାବେ ପ୍ରଭାବିତ ହୋଇଛି। ତେଣୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଯୁକ୍ତ ୨ ପାଠ୍ୟକ୍ରମ (ସିଲାବସ୍‌)ରେ ୩୦ ପ୍ରତିଶତ ହ୍ରାସ କରାଯିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ପିଲାମାନେ ୭୦ ପ୍ରତିଶତ...

ସାମ୍ନାକୁ ଆସିଲା ମହା ଦୁର୍ନୀତି: ବଦଳେଇ ଦେଲେ ଜଳାଶୟ କିସମ

ଢେଙ୍କାନାଳ ଅଫିସ,୨୭।୮: ଢେଙ୍କାନାଳ ସଦର ତହସିଲରେ ବେଆଇନ ଭାବେ ବଦଳାଯାଇଛି ଜମି କିସମ। ଜମି ଦଲାଲମାନେ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କୁ ହାତ କରି ଏକ ଜଳାଶୟକୁ ଶାରଦ କିସମରେ ପରିବର୍ତ୍ତନ କରି ବିକ୍ରି କରିବାକୁ ମସୁଧା ହୋଇଛି। ଗତବର୍ଷ ଏପ୍ରିଲ...

ପ୍ରସବ ଭ୍ୟାନ୍‌ରେ ଗର୍ଭବତୀଙ୍କୁ ମାଡ଼

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲାରେ ଆନୁଷ୍ଠାନିକ ପ୍ରସବ ପାଇଁ ଜିଲାପାଳ ଡା.ବୃନ୍ଦା ଡି ପଦକ୍ଷେପ ନେଉଛନ୍ତି। ଘରେ ପ୍ରସବ ନ କରାଇ ଡାକ୍ତରଖାନାରେ କରାଇବା ନିମନ୍ତେ ଗର୍ଭବତୀଙ୍କୁ ନେବା ପାଇଁ ଭ୍ୟାନ ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଗର୍ଭବତୀଙ୍କୁ ଭ୍ୟାନରେ...

କରୋନା କବଳରେ ୧୩୦ ପିଲା, ବଲାଙ୍ଗୀରରେ ଗଲା ଶିଶୁଙ୍କ ଜୀବନ

ଭୁବନେଶ୍ୱର,୨୬।୮(ବ୍ୟୁରୋ): କେରଳରେ ଏବେ ସଂକ୍ରମଣ ପୁଣି ଦ୍ରୁତଗତିରେ ବଢ଼ୁଛି। ଏଠାରେ ତୃତୀୟ ଲହର ସଂକ୍ରମଣ ଆରମ୍ଭ ହୋଇଥିବା ଆଶଙ୍କା କରାଯାଉଛି। ଏହାକୁ ନେଇ ଏବେ ଓଡ଼ିଶାରେ ବି ଆତଙ୍କ ଖେଳିଯାଇଛି। ତୃତୀୟ ଲହରରେ ଅଧିକ ଶିଶୁ ସଂକ୍ରମିତ ହେବେ ବୋଲି...

ମାହାଙ୍ଗା ଡବଲ ମର୍ଡର ସହ ମନ୍ତ୍ରୀଙ୍କ ଲିଙ୍କ୍‌ର ତଦନ୍ତ ହେବ

ନିଶ୍ଚିନ୍ତକୋଇଲି,୨୬ା୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡର୍ବଲ ମର୍ଡର ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ନେଇ ହୋଇଥିବା ଅଭିଯୋଗର ସାନି ତଦନ୍ତ କରିବାକୁ ମାହାଙ୍ଗା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର...

ଗଞ୍ଜେଇ ଚାଲାଣ କରୁଥିଲେ ପୋଲିସ ହୋମ୍‌ଗାର୍ଡ

ଜୟପୁର,୨୬ା୮(ନି.ପ୍ର.): ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କାରବାରର ପର୍ଦ୍ଦାଫାଶ ହୋଇଛି। ଜୟପୁର ସଦର ପୋଲିସ ଚୋରା ଚାଲାଣରେ ସମ୍ପୃକ୍ତ ଜଣେ ପୋଲିସ ହୋମ୍‌ଗାର୍ଡଙ୍କ ସମେତ ୬ଜଣଙ୍କୁ ଗିରଫ କରିଛି। ଥାନା ଅଧିକାରୀ ଆଦିତ୍ୟ ମହାକୁଡ ଗଞ୍ଜେଇ ଚୋରା ଚାଲାଣ ସମ୍ପର୍କରେ...

୭୦% ସିଲାବସରେ ପାଠ ପଢିବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗତବର୍ଷ ଭଳି ଚଳିତ ମଧ୍ୟ ଯୁକ୍ତ ଦୁଇ ପିଲାଙ୍କ ପାଇଁ ୩୦% ସିଲାବସ ହ୍ରାସ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ବୈଠକର ନିଷ୍ପତ୍ତି ମୁତାବକ, ପ୍ରଥମ ଓ...

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୬୮ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଉମାଶଙ୍କର ୨୦୦୩ରେ ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ...

ଭିଜିଲାନ୍ସ ଜାଲରେ ବେହେରାପାଲି ପିଇଓ

ସୋହେଲା,୨୬।୮(ଡି.ଏନ୍‌.ଏ.)- ବରଗଡ଼ ଜିଲା ସୋହେଲା ବ୍ଳକ ଅନ୍ତର୍ଗତ ବେହେରାପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିଲ ପାଢୀଙ୍କ ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ଚଢାଉ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ବିଜେପୁର ବ୍ଳକ ଅନ୍ତର୍ଗତ...

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ ଅଫିସ,୨୬ା୮: ଏଣିକି ଶ୍ରୀମନ୍ଦିର ସେବାୟତଙ୍କୁ ଘର ମିଳିବ। ପ୍ରାଥମିକ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ଘର ମିଳିବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର। ପ୍ରତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri