ଫେବୃଆରୀରେ ପଞ୍ଚାୟତ ନିର୍ବାଚନ: ସଂରକ୍ଷଣ ନେଇ ବିଧାନସଭାରେ ଆସିବ ପ୍ରସ୍ତାବ
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏନେଇ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଆରମ୍ଭ କରିଦେଇଛନ୍ତି । ବିଧାନସଭାରେ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ଆସିବାକୁ ଯାଉଛି । ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ତେବେ...
ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ
କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ ଆବେଦନ କରିଥିବାରୁ ଏହି ମାମଲାର ଆଜି ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ,...
ଆସୁଛି ତୃତୀୟ ଲହର: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍ ଟେଷ୍ଟ କିଟ୍, ଆଣ୍ଟିଜେନ କିଟ୍, ଆରଟିପିସିଆର୍ ଟେଷ୍ଟ ଲ୍ୟାବ ସହ ୮ ପ୍ରକାର ଜରୁରୀ ଔଷଧ ମହଜୁଦ ରଖିବା...
ରାଜ୍ୟରୁ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, କଟକରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...
ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୯୨ ଜଣ ଚିହ୍ନଟ...
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪.୭୬% ପିଲା
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ତଳମୁହାଁ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ହାର ବଢ଼ୁଥିବା ଦେଖାଯାଉଛି। ଆଗକୁ ତୃତୀୟ ଲହର ଆସିବା ସମ୍ଭାବନା ଥିବାରୁ ପିଲାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଗତ ୨୪ ଘଣ୍ଟାରେ...
ନିୟମ ଭାଙ୍ଗିଲେ ଡିଏଲ୍ ରଦ୍ଦ
ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ସର୍ବନିମ୍ନ ୩ମାସ ପାଇଁ ରଦ୍ଦ କରାଯିବ। ଏଭଳି କଡ଼ା ପଦକ୍ଷେପ ଗ୍ରହଣ...
ପିପିପିକୁ ଯିବ ଭୁବନେଶ୍ୱର ବିମାନବନ୍ଦର
ନୂଆଦିଲ୍ଲୀ,୨୬।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନ୍ୟାଶନାଲ ମନିଟାଇଜେଶନ ପାଇପ୍ଲାଇନ ଯୋଜନା ସମ୍ପର୍କରେ ସୋମବାର ଘୋଷଣା କରିଥିଲେ। ଏଥିରେ ଭୁବନେଶ୍ୱର ବିମାନବନ୍ଦରର ୯୦୦ କୋଟି ଟଙ୍କାର ସମ୍ପତ୍ତି ମୁଦ୍ରୀକରଣ (ମନିଟାଇଜ୍) କରାଯିବା ପ୍ରସ୍ତାବ ରହିଛି। ଏହାଦ୍ୱାରା ଏହି ବିମାନବନ୍ଦର ସରକାରୀ ଘରୋଇ...
ପ୍ରତାରଣାରେ ବୁଝିଲାନି ମନ ଜୀବନ ନେଇଗଲେ
ଦେଓଗାଁ,୨୬ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଅପାମରା ଗାଁର ଜଣେ ୧୯ବର୍ଷୀୟା ଯୁବତୀଙ୍କୁ ତାଙ୍କ ପ୍ରେମିକ ପ୍ରତାରଣା ଦେବାପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ବାପା ଦେଓଗାଁ ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ...
ଦୁର୍ଘଟଣାରେ ଚାଲିଗଲା ପରିବାରର ୪ ଜୀବନ
ରାଉରକେଲା ଅଫିସ,୨୫।୮: ଝାଡ଼ଖଣ୍ଡ ରାଜ୍ୟ ଖୁଣ୍ଟି ଥାନା ତୋରପା ଚୁରାଗୀ ନିକଟରେ ବୁଧବାର ସଡ଼କ ଦୁର୍ଘଟଣାରେ ରାଉରକେଲାର ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ସିଭିଲ ଟାଉନଶିପ୍ ଅଞ୍ଚଳର କହ୍ନେୟା ଜୈନ, ସ୍ତ୍ରୀ ରମା, ପୁଅ...
ଖୋଲିଲା ଶାନ୍ତିସ୍ତୂପ ଧଉଳି
ପୁରୁଣା ଭୁବନେଶ୍ୱର,୨୫।୮(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଦୀର୍ଘ ୩ମାସ ବନ୍ଦ ରହିଥିବା ଶାନ୍ତିସ୍ତୂପ ଧଉଳି ପୀଠ ବୁଧବାର ଖୋଲିଛି। ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇ ଶାନ୍ତିସ୍ତୂପକୁ ଛଡ଼ାଯାଉଛି। ଏଥିସହ ପ୍ରଥମଦିନରେ ଓଟିଡିସିର କୌଣସି ବସ୍...
ଅନ୍ଲାଇନ୍ରେ ହେବ ଲ’ ପରୀକ୍ଷା
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍ଲାଇନ୍ରେ ଲ’ ପରୀକ୍ଷା କରିବାକୁ ସହମତି ପ୍ରକାଶ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଆଇନ ମହାବିଦ୍ୟାଳୟରେ ଅନ୍ଲାଇନ୍ରେ...
Archives


