୬ ମାସରେ ୪ଟି ସେମିଷ୍ଟର ଅଫ୍ଲାଇନ ପରୀକ୍ଷା ନେଇ ଆଇନ୍ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ସୋମବାର ଆଇନ ଛାତ୍ରୀଛାତ୍ର ବିକ୍ଷୋଭ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭରସିଟି ଲ କଲେଜ, କ୍ୟାପିଟାଲ ଲ କଲେଜ, ଏମ୍ଏସ୍ ଲ କଲେଜ ଏବଂ ଦ ଲ କଲେଜ ଛାତ୍ରୀଛାତ୍ର...
ପାରାଦୀପରେ ବଡ଼ ଧରଣର ଜମି ଦୁର୍ନୀତି: ଭିଜିଲାନ୍ସ ପକ୍ଷରୁ ୬ ବଡ଼ବଡ଼ିଆ ଅଧିକାରୀଙ୍କ ଘରେ ଚଢ଼ାଉ
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ ଚାଲିଛି। ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଜମି ଦେବା ପ୍ରସଙ୍ଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ଏହି ଚଢାଉରେ ଜଣେ ଏଏସ୍ପି, ୧୧ ଡିଏସ୍ପି ଓ ୬ ଜଣ ଇନ୍ସପେକ୍ଟର...
ମନପସନ୍ଦର ଶ୍ରୀକ୍ଷେତ୍ର ଖଜା
ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ପୁରୀ ଏକ ଧାର୍ମିକ ତଥା ପର୍ଯ୍ୟଟନସ୍ଥଳୀ...
୭ ମାସରେ ୭୪୨ ଯକ୍ଷ୍ମା ପୀଡ଼ିତ
ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ ଯକ୍ଷ୍ମା ସ୍ଥିତି ସଙ୍ଗିନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପୁରୀ ଜିଲା ମୁଖ୍ୟ...
ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି
ଆରଡ଼ି,୨୩ା୮(ଡି.ଏନ୍.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତମାନେ ଯଥାରୀତି ପ୍ରଭୁଙ୍କ ପୂଜା କାର୍ଯ୍ୟ ସମାପନ...
ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ
ଛତ୍ରପୁର,୨୩।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର...
ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ
ବଲାଙ୍ଗୀର ଅଫିସ୍,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ...
ଓଟିଡିସି ନାଁରେ ଠିକାଦାରଙ୍କଠାରୁ ୩ କୋଟି ଠକେଇ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶା ଟୁରିଜମ୍ ଡେଭଲପ୍ମେଣ୍ଟ କର୍ପୋରେଶନ (ଓଟିଡିସି) ନାଁରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର କଣ୍ଟ୍ରାକ୍ଟର ଧନୁର୍ଦ୍ଧର ଚମ୍ପତ୍ତିରାୟଙ୍କୁ ଜାଲ୍ ୱାର୍କ ଅର୍ଡର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରବିବାର...
୩ ବର୍ଷରେ ଖର୍ଚ୍ଚ ହେବ ୧୮୦୦ କୋଟି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏବେ ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’ର ଗାଇଡ୍ଲାଇନରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅର୍ଥ ବିଭାଗର ଅନୁମତି ମିଳିବା ପରେ ଏହି ଯୋଜନାର ସଂଶୋଧିତ ଗାଇଡ୍ଲାଇନ...
ଜଳ ପରିଚାଳନାରେ ଓଡ଼ିଶା ପଛୁଆ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ପାନୀୟ ଜଳ ଯୋଗାଣରେ ସମ୍ପୃକ୍ତ ଥିବା ବିଭିନ୍ନ ଜାତୀୟ ଓ ରାଜ୍ୟ ସଂସ୍ଥା, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ତଥ୍ୟକୁ ଆଧାର କରି ନୀତି ଆୟୋଗଙ୍କ ଦ୍ୱାରା ଜଳ ଯୋଗାଣ ଇଣ୍ଡେକ୍ସ ପ୍ରସ୍ତୁତ କରାଯାଇଛି। କେବଳ ପାନୀୟ...
ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ କମୁନି। ସୋମବାର ସର୍ବାଧିକ ୬୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪୩ ଜଣ...
Archives


