ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ
ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର ପାଇଁ ୨୭୫ଟି ନାମାଙ୍କନ ପତ୍ର ଦାଖଲ ହୋଇଛି । ସାମୁହିକ ଭାବେ ୭୧୩ଟି କର୍ପୋରେଟର…
୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ବାଲେଶ୍ୱର ଅଫିସ,୬ା୩: ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା କମର୍ଦ୍ଦା ବଜାରରୁ ୨୬୦ ଗ୍ରାମର ବ୍ରାଉନସୁଗାର ଜବତ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ଧଳା ଜହର ଆନୁମାନିକ ବଜାରର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ। ସୂଚନାନୁସାରେ,…
ଖସୁଛି ସଂକ୍ରମଣ: ଆଜି ୧୨୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ପୋଲିସ ଛାଉଣୀରେ ଢିଙ୍କିଆରେ ଜନଶୁଣାଣି
କୁଜଙ୍ଗ,୬।୩(ଡି.ଏନ୍.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ଦ୍ୱିତୀୟ ଥର ପାଇଁ ଜଗତ୍ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ କାର୍ଯ୍ୟାଳୟରେ ୫ ଜଣିଆ ଆଇନଜୀବୀ କମିଟି ସଦସ୍ୟଙ୍କ ଉପସ୍ଥିତିରେ ପୋଲିସ ଛାଉଣୀ ମଧ୍ୟରେ ଶନିବାର…
ଘୋଡ଼ାବେପାର ଉପରେ ନଜର
ପୁରୀ ଅଫିସ,୬।୩: ପୁରୀ ସଦର ବ୍ଲକ୍ ଅଧ୍ୟକ୍ଷ ପଦ କାହା ହାତକୁ ଯିବ ସେକଥା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ପୁରୀ ସଦରର ୩୦ ବିଜୟୀ ସମିତିସଭ୍ୟଙ୍କୁ ନେଇ ଯେଉଁ ରାଜନୀତି ଚାଲିଛି ତାକୁ ଦେଖିଲେ ବ୍ଲକ୍ କାହା ହାତକୁ ସେକଥା…
ପାରାଦୀପ-ଭଦ୍ରସାହି ଅର୍ଥନୈତିକ କରିଡର ବିକାଶ ପାଇଁ ପ୍ରସ୍ତାବ ଦେଲା ରାଜ୍ୟ
ଭୁବନେଶ୍ୱର,୬।୩(ବ୍ୟୁରୋ): ପାରାଦୀପରୁ ଭଦ୍ରସାହି-ବଡ଼ବିଲ ଅର୍ଥନୈତିକ କରିଡର ବିକାଶ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ରାଜ୍ୟ ସରକାର ଜମି ଅଧିଗ୍ରହଣ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶୁକ୍ରବାର କେନ୍ଦ୍ର…
ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ
ଭୁବନେଶ୍ୱର,୬।୩(ବ୍ୟୁରୋ): ଖଣ୍ଡଗିରିରେ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜିତେନ୍ଦ୍ର ପ୍ରସାଦ ଦାସ (୪୨)। ତାଙ୍କ ଘର କେନ୍ଦ୍ରାପଡ଼ା ମହାକାଳପଡ଼ା ଥାନା ଅଧୀନ ଅନ୍ଦୁଳିରେ। ସେ ପ୍ରମେୟ ଖବରକାଗଜର ବରିଷ୍ଠ ସହ ସମ୍ପାଦକ…
ଖର୍ଚ୍ଚ ପାଇଁ ତରବର
ଭୁବନେଶ୍ୱର,୫ା୩(ବ୍ୟୁରୋ) ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ହେବାକୁ ବସିବସିଥିବାବେଳେ ଅନେକ ବିଭାଗ ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସକ୍ଷମ ହୋଇନାହାନ୍ତି। ଏପରି କି କେତେକ ବିଭାଗ ୪୦% ଅର୍ଥ ବି ଖର୍ଚ୍ଚ କରିପାରିନାହାନ୍ତି। ବିଭାଗଗୁଡ଼ିକ ବକେୟା ଅର୍ଥ ଖର୍ଚ୍ଚ ପାଇଁ ଏବେ…
ଟିକେଟକୁ ନେଇ କନ୍ଦଳ ତେଜୁଛି
ଭୁବନେଶ୍ୱର, ୬।୩ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ମାତ୍ର ୨ଦିନ ସମୟ ରହିଛି। ତେବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଟିକେଟ ପାଇବାକୁ ଆଶାୟୀ ସଂଖ୍ୟା ଅଧିକ ରହୁଥିବାରୁ ପ୍ରାର୍ଥୀ ଚୟନ ବିଭିନ୍ନ ଦଳ…
ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା
ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍ ଚିଲିଜ୍’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ ସେହି ଅନୁଷ୍ଠାନ ଆଜି ଏକ ଲୋକପ୍ରିୟ ଫୁଡ୍କୋର୍ଟ ଓ ଗ୍ରୀନ୍ ଚିଲିଜ୍ ଗ୍ରୁପ୍ରେ ପରିଗଣିତ…
ବିପର୍ଯ୍ୟୟ ମୁକାବିଲା ଶିକ୍ଷା ଘୋଷଣାରେ ସୀମିତ
ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଓଡ଼ିଶା ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ୨ ବର୍ଷ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା କୋଭିଡ୍-୧୯ ମହାମାରୀ ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ଏହି ମହାମାରୀର ପ୍ରକୋପ…
ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍
ବୌଦ୍ଧ,୫ା୩(ଡି.ଏନ୍.ଏ.): ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ପରିବ୍ୟାପ୍ତ ଏହି ରେଳପଥ ଯିବାକୁ ଥିବା ବେଳେ କାମ ଆଗେଇ ଚାଲିଛି। ତେବେ ନିମ୍ନମାନର କାମ ଯୋଗୁ ବୌଦ୍ଧ…
Archives


