ରାଜ୍ୟ

ୟୁରିଆ ପାଇଁ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼

ଝରିଗାଁ, ୨୦।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। କେତେଜଣ ଚାଷୀ ଅଧିକ ସାର ଦାବିରେ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି।...

କୋମ୍ବିଂ ଅପରେଶନ ବେଳେ ଗଲା ୨ ଯବାନଙ୍କ ଜୀବନ

ମାଲକାନଗିରି,୨୦ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲାରେ ଶୁକ୍ରବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଶହୀଦ ହୋଇଛନ୍ତି। ସେମାନେ ହେଲେ ଏସ୍‌ଏସ୍‌ଆଇ ସୁଧାକର ସିନ୍ଧେ ଓ ପ୍ଲାଟୁନ କମାଣ୍ଡର ଗୁରୁମୁଖ୍‌ ସିଂ। ବସ୍ତର ଜିଲା...

ଚାକିରି ପାଇଁ ରେଳରୋକୋ

ପଦ୍ମପୁର,୨୦ା୮(ଡି.ଏନ.ଏ.): ଭଦ୍ରକ ଜିଲା ଚରମ୍ପା-ଧାମରା ନିର୍ମିତ ରେଳପଥ ପାଇଁ ଜମି ହରାଇଥିବା ସଦର ବ୍ଲକର ଶତାଧିକ ଲୋକ ଶୁକ୍ରବାର ଭଟତିରା-ଇଚ୍ଛାପୁରଠାରେ ରେଳରୋକୋ କରିଥିଲେ। ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ଚାଷୀମାରଣ ନୀତି ବୋଲି ସେମାନେ ଅଭିଯୋଗ କରିବା ସହ ଜମିହରାଙ୍କ ପରିବାରର...

ରାତି ଅଧରେ ଘରୁ ପଳାଇ ଆସିଥିଲେ: ରାଜଧାନୀ ନିକଟ ଫାର୍ମ ହାଉସରୁ ମିଳିଲା ପ୍ରଫେସରଙ୍କ ଝିଅଙ୍କ ମୃତଦେହ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଜେଇଇରେ ଭଲ କରି ନ ଥିବାରୁ ଗୁରୁବାରଠାରୁ ଘରୁ ପଳାଇ ଆସିଥିଲେ ଝିଅ। ଶୁକ୍ରବାର ଏକ ଫାର୍ମ ହାଉସ୍‌ ପୋଖରୀରୁ ତାଙ୍କ ମୃତଦେହ ମିଳିଛି। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ନନ୍ଦନକାନନ ଥାନା ଅଞ୍ଚଳରେ...

ଧଉଳି ପାଇଁ ୧ କୋଟି ମଞ୍ଜୁର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଧଉଳି ଶାନ୍ତି ସ୍ଥୂପର ମରାମତି, ରକ୍ଷଣାବେକ୍ଷଣ, ସୌନ୍ଦର୍ଯ୍ୟକରଣ ଏବଂ ଏହାର ଆଖପାଖ ଅଞ୍ଚଳର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ପ୍ରକଳ୍ପ ଅଧିକାରୀଙ୍କ ୨୦୧୯-୨୦ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡ(ଏସ୍‌ପିଏଫ୍‌) ଆକାଉଣ୍ଟରେ...

ମାଲକାନଗିରିରେ ପହଞ୍ଚି ବିଏ୍‌କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି ଭବନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବିଏ୍‌କେଓ୍ବାଇ ଶୁଭାରମ୍ଭ କରିଥିଲେ।...

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଓଆଇସି ମମତାଙ୍କୁ କ୍ରାଇମବ୍ରଞ୍ଚର ଜେରା

ପାରଳାଖେମୁଣ୍ଡି,୨୦।୮(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ଜେରା କରିଛି। ସେ ସୌମ୍ୟଙ୍କ ଆମ୍ବୁଲାନ୍ସ ଅଟକାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିବାରୁ ତାଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ...

ପରୀ ହତ୍ୟାକାଣ୍ଡ: ଚିଲ୍‌ଡ୍ରେନ୍‌ କୋର୍ଟରେ ଚାର୍ଜଫ୍ରେମ୍‌

ନୟାଗଡ ଅଫିସ,୨୦।୮: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଶୁଣାଣି ଆରମ୍ଭ ହେବା ପାଇଁ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ଚିଲଡ୍ରେନ୍‌ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଗୁରୁବାର ଚାର୍ଜଫ୍ରେମ କରିଛନ୍ତି। ଆଇପିସି ଦଫା ୩୭୬(ଏ), ୩୭୬(ଏବି), ୩୬୪, ୩୦୨, ୨୦୧, ପୋକ୍‌ସୋ...

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଜବାବ ତଲବ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ବିଞ୍ଝାରପୁର ଥାନା ମଧୁସୂଦନପୁର ପଞ୍ଚାୟତ ରଥସାହି ଗ୍ରାମର ୨ ବର୍ଷ ବୟସ୍କା ଶିଶୁକନ୍ୟା ପିହୁ ଓରଫ ଲକ୍ଷ୍ମୀନାରାୟଣ ନାୟକ ନିଖୋଜ ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଡିଜିପିଙ୍କୁ ଜବାବ ତଲବ କରିଛନ୍ତି।...

ଉଦ୍ୟାନକୃଷି ବିକାଶରେ ଜଙ୍ଗଲ ବିନାଶ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବତଲଣ୍ଡା ଓ କରଗୋଳା ମୌଜା ଅଞ୍ଚଳରେ ୫୦ କିମ୍ବା ୧୦୦ ନୁହେଁ, ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ଏକାଧିକ ମେଶିନ ଲଗାଇ ବହୁ ପରିମାଣର...

ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍‌

ପୁରୀ ଅଫିସ୍‌/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍‌.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ଓ ଜଗନ୍ନାଥ ସଂସ୍କୃତି ସହ ଯୋଡ଼ିହୋଇ ରହିଥିବାରୁ...

ଆଜି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୨୦ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଜିଲା ଗସ୍ତ କରିବେ। ସେ ସଂସ୍କୃତି ଭବନ ନିକଟରେ ଥିବା ହେଲିପ୍ୟାଡରେ ଅବତରଣ କରି ସଂସ୍କୃତି ଭବନରେ କେତେକ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri