ରାଜ୍ୟ

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୁଣ୍ଡବ୍ୟଥାର କାରଣ ପାଲଟିଛି ଖୋର୍ଦ୍ଧା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୯୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୭୪ ଜଣ...

ଶ୍ରାବଣରେ ହେଲାନି ସ୍ବାଭାବିକ

ଛେଣ୍ଡିପଦା,୨୦ା୮(ସ୍ବ.ପ୍ର.) ଶ୍ରାବଣ ସରିବା ଉପରେ। ହେଲେ ମୁଷଳ ଧାରାରେ ତ ଦୂରର କଥା ସ୍ବାଭାବିକ ପରିମାଣର ବର୍ଷା ଏଯାଏ ହୋଇନାହିଁ। ଫଳରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଚାଷ କାର୍ଯ୍ୟ ଆଗେଇପାରୁ ନାହିଁ। ବିଲରେ ପଡ଼ିଥିବା...

ଡିଜେଲ ୨୫ପଇସା କମିଲା

ଭୁବନେଶ୍ୱର,୨୦।୮: ଲଗାତର ୨ୟ ଦିନ ପାଇଁ ଡିଜେଲ ଦରରେ ସାମାନ୍ୟ ହ୍ରାସ ଘଟିଛି। ବୁଧବାର ୨୨ ପଇସା ହ୍ରାସ ହୋଇଥିବାବେଳେ ଗୁରୁବାର ୨୫ ପଇସା କମିଛି। ଫଳରେ ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୭.୪୮ ଟଙ୍କାରେ ବିକ୍ରି ହେଉଛି। ଅପରପକ୍ଷରେ...

କୋଟିଆରେ ଆନ୍ଧ୍ରର ଜବରଦସ୍ତି କାର୍ଯ୍ୟ

ପଟ୍ଟାଙ୍ଗୀ,୨୦ା୮(ଡି.ଏନ୍‌.ଏ.): ସରକାରଙ୍କ ତୀବ୍ର ବିରୋଧ ସତ୍ତ୍ୱେ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଜବରଦସ୍ତ ପଶିଛି ଆନ୍ଧ୍ର। ଗୁରୁବାର କୋଟିଆର ୨ ଗ୍ରାମ ଫାଟୁସିନେରି ଏବଂ ଫଗୁଣସିନେରିରେ ଚାରା ରୋପଣ କରିବା ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ...

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ସ୍ବାମୀଙ୍କ ଜୀବନ

ଅନୁଗୋଳ ଅଫିସ, ୧୯।୮- ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍‌ ତାରରେ ଲାଖି ଯାଇଥିବା ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ବିକ୍ରମପୁର ଥାନା ଏଫ୍‌ସିଆଇ ମୀନା ବଜାର ଗ୍ରାମରେ। ଉଭୟଙ୍କୁ...

ପିଟି ପିଟି ମାରିଦେଲେ

ଭଦ୍ରକ ଅଫିସ,୧୯।୮: ସାମାନ୍ୟ କଳିରୁ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତା ବୃଦ୍ଧାଙ୍କ ସମ୍ପର୍କୀୟ ପୁତୁରାଙ୍କ ଏତଲା କ୍ରମେ ଅଭିଯୁକ୍ତ କାଳନ୍ଦୀ ମଳିକ(୨୮)ଙ୍କୁ ତିହିଡ଼ି ପୋଲିସ ଗିରଫ କରିଛି। ମୃତା ବୃଦ୍ଧା ହେଲେ କାଁପଡ଼ା ଗାଁର ସ୍ବର୍ଗତ...

ପୂରଣ ହେବ ୧୧,୦୦୬ ନର୍ସିଂ ଅଫିସର ପଦବୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୧୧,୦୦୬ ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀଗୁଡ଼ିକ ରାଜ୍ୟର ସମସ୍ତ ଜିଲାର ମୁଖ୍ୟ...

ବିଧାନସଭା ପ୍ରବେଶ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅଧିବେଶନ ପୂର୍ବରୁ ବିଧାନସଭାର ସମସ୍ତ ସଦସ୍ୟ, ସେମାନଙ୍କ ଡ୍ରାଇଭର ଏବଂ ବ୍ୟକ୍ତିଗତ କର୍ମଚାରୀ, ବିଧାନସଭାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କର ମଧ୍ୟ ଆର୍‌ଟି-ପିସିଆର୍‌ ଟେଷ୍ଟ...

ରାଜ୍ୟରେ ବଢୁଛି ସଂକ୍ରମିତ ଶିଶୁଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୮(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ଥରେ ହଜାରେ ଡେଇଁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦୪୧ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦୫ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବାବେଳେ ୪୩୬ଜଣ ସ୍ଥାନୀୟ...

ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କରୁଛନ୍ତି ସୁରକ୍ଷା କର୍ମୀ

ହିଞ୍ଜିଳିକାଟୁ,୧୯।୮(ଡି.ଏନ.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟ ମାନ୍ୟତା, ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀ ସେବାରେ ଅବହେଳା ହେଉଥିବା ଦେଖିବାକୁ ମିଳିଛି।...

ଅଡୁଆରେ ଏମ୍‌ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ୨୦୧୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri