ରାଜ୍ୟ

ପୌର ନିର୍ବାଚନ: ଆଜି ନାମାଙ୍କନ ଦଖଲର ଚତୁର୍ଥ ଦିନ

ଭୁବନେଶ୍ୱର ୫।୩(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ନିର୍ବାଚନ ପାଇଁ ଜଣେ ପରେ ଜଣେ ପ୍ରାର୍ଥୀ ନାମାଙ୍କନ ଦାଖଲ କରୁଛନ୍ତି। ତେବେ ଆଜି ନାମାଙ୍କନ ଦଖଲର ଚତୁର୍ଥ ଦିନ। ବିଭିନ୍ନ ସ୍ଥାନରେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକଙ୍କ ସହ…

ବରୀରେ ୨ ଏଡ୍‌ସ ରୋଗୀ ଚିହ୍ନଟ

ବରୀ,୫ା୩(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳରେ ଶୁକ୍ରବାର ୨ ଏଡ୍‌ସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଏକ ଦମ୍ପତି ବୋଲି ଜଣାପଡ଼ିଛି। ଏହି ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନା ମୁତାବକ, ସଂକ୍ରମିତ ପୁରୁଷ…

ବିନା ଟିକେଟରେ ବିଜେଡି ନେତାଙ୍କ ପ୍ରାର୍ଥତ୍ପତ୍ର ଦାଖଲ

ଯାଜପୁର ଅଫିସ,୫ା୩: ବ୍ୟାସନଗର ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ୩ୟ ଦିବସରେ ଶୁକ୍ରବାର ୨ ଜଣ ପ୍ରାର୍ଥୀଙ୍କ ବ୍ୟତୀତ କୌଣସି ରାଜନୈତିକ ଦଳର ପ୍ରାର୍ଥିପତ୍ର ଦାଖଲ ହୋଇନାହିଁ। ବିଜେଡିର ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ଚୂଡାନ୍ତ ହେବ ବୋଲି ଜଣାପଡିଛି।…

ଗାଁ ପରେ ସହର ଦଖଲ ଲକ୍ଷ୍ୟରେ ବିଜେଡି

କେନ୍ଦ୍ରାପଡ଼ା ଅଫିସ, ୫ା୩: ପୌର ନିର୍ବାଚନ ପାଇଁ ଗତ ୨ ତାରିଖରୁ ନାମାଙ୍କନପତ୍ର ଦାଖଲ ଧାର୍ଯ୍ୟ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ଜଣେ ହେଲେ କେହି ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ପୌରାଞ୍ଚଳରେ ଆଶାୟୀ ପ୍ରାର୍ଥୀଙ୍କୁ…

ବିଶୋଧନ ଆଳରେ ରାଜସ୍ୱକୁ ଅଣଦେଖା

ପୁରୀ ଅଫିସ,୫।୩: କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଚାଲିଛି। କଟକଣା କୋହଳ କରାଯାଇ ଭକ୍ତଙ୍କୁ ଦାରୁଦିଅଁଙ୍କ ଦର୍ଶନର ସୁଯୋଗ ଦିଆଯାଉଛି। ତେବେ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସର ସାନିଟାଇଜ ଲାଗି ସାଧାରଣ ଦର୍ଶନ ବନ୍ଦ ରହୁଛି।…

ଆଲବମ୍‌ ଅଭିନେତ୍ରୀ କରାଇଦେବାକୁ କହି ବଳାତ୍କାର

ଭୁବନେଶ୍ୱର,୫।୩(ବ୍ୟୁରୋ): ଆଲବମ ଅଭିନେତ୍ରୀ କରାଇଦେବାକୁ କହି ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଓ ତାଙ୍କ ପରିବାର ଲୋକେ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ସହ କଳାକାର ସୁରଜ ବିଶ୍ୱାଳଙ୍କ ନାମରେ ଆଇପିସି ଦଫା…

ଜେଲ ଫେରନ୍ତାଙ୍କୁ ତଣ୍ଟି ଚିପି ହତ୍ୟା

ଭୁବନେଶ୍ୱର,୫।୩(ବ୍ୟୁରୋ): କିଛିଦିନର ଅନ୍ତରାଳରେ ରାଜଧାନୀରେ ଆଉଏକ ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ମୁଣ୍ଡାସାହିସ୍ଥିତ ନିର୍ମାଣାଧୀନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଭିତରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ତଣ୍ଟି ଚିପି ହତ୍ୟା କରିଛନ୍ତି। ମୃତକ ହେଲେ ବିହାରର ମୁକେଶ ଚୌଧୁରୀ। ସେ…

ସରଗରମ ହେଉଛି ରାଜଧାନୀ ରାଜନୀତି

ଭୁବନେଶ୍ୱର, ୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ନିର୍ବାଚନ ତାତି ଧୀରେ ଧୀରେ ସରଗରମ ହେବାରେ ଲାଗିଛି। ନାମାଙ୍କନ ପତ୍ର ଦାଖଲ ସମୟ ସରି ଆସୁଥିବାରୁ ବିଭିନ୍ନ ଦଳ ପ୍ରାର୍ଥୀଙ୍କ ନାମ ଘୋଷଣା କରିବାରେ ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି…

୩ ଦିନ ପରେ ଧରାପଡ଼ିଲା କୁମ୍ଭୀର

ବାଲିଅନ୍ତା/ବାରଙ୍ଗ,୫ା୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ପାହାଳ ଥାନା ଅଧୀନ ନହରକଣ୍ଟା ନିକଟ ପୁରୀ ମୁଖ୍ୟ କେନାଲରୁ ୩ଦିନ ପରେ ଅର୍ଥାତ୍‌ ଶୁକ୍ରବାର ବନ ବିଭାଗ ଓ ନନ୍ଦନକାନନ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏକ ଘଡ଼ିଆଳ କୁମ୍ଭୀରକୁ ଉଦ୍ଧାର କରାଯାଇଛି। ଏହାର ଲମ୍ବ ପ୍ରାୟ…

ନକଲି ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ

ଭୁବନେଶ୍ୱର,୫।୩(ବ୍ୟୁରୋ): ଓଡ଼ିଶା ସମେତ ବାହାର ରାଜ୍ୟରେ ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ଲୁଟିବା ସହ ବିଭିନ୍ନ ଠକେଇ ମାମଲାରେ ଜେଲ ଯାଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ଆସିଛନ୍ତି।…

ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୫।୩(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ (ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩…

ରନ୍ଧନ, ଇନ୍ଧନ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୫ା୩(ବ୍ୟୁରୋ):  ୟୁକ୍ରେନ୍‌ ଉପରେ ରୁଷିଆ ୧୦ ଦିନ ହେବ ଜୋରଦାର ଯୁଦ୍ଧ ଚଳାଇଛି। ଏହାର ପ୍ରଭାବ ଏବେ ହାଣ୍ଡିଶାଳ ଓ ଯାନବାହନ ଉପରେ ପଡ଼ିଛି। ଗତ କିଛିଦିନ ହେବ ସୂର୍ଯ୍ୟମୁଖୀ ଓ ଖାଇବା ତେଲ ମୂଲ୍ୟ ଅହେତୁକ ଭାବେ ବଢ଼ିଚାଲିଛି। ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri