ରାଜ୍ୟ

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା ଦେଇ ନାହିଁ କିମ୍ବା ପ୍ରୋତ୍ସାହନ ଦେଉନାହାନ୍ତି। ଆଉ ଟିକେ ସୁବିଧା ମିଳିଲେ ଏବଂ...

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ମାଡ଼।...

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏନେଇ ଭଦ୍ରକ ଜିଲା...

ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ ହେବ ଦନ୍ତାଟି ରହୁଛି। ରାତି ହେଲେ ଆଖପାଖ ଗ୍ରାମରେ ଉତ୍ପାତ କରୁଛି। ଫଳରେ...

କପ୍ତିପଦା ତହସିଲ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୭ା୧(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ କିଷାନ୍‌ କ୍ଷେତ ମଜଦୁର ସଂଗଠନ (ଏଆଇକେକେଏମ୍‌ଏସ୍‌) ପକ୍ଷରୁ କପ୍ତିପଦା ତହସିଲଦାରଙ୍କ ଅଫିସ୍‌ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହଜାର ହଜାର ସଂଖ୍ୟାରେ ଆଦିବାସୀ ମହିଳା, ପୁରୁଷ, ଛୋଟଛୋଟ ପିଲାମାନେ ବିକ୍ଷୋଭରେ ସାମିଲ ହୋଇଥିଲେ। ବିକ୍ଷୋଭ...

କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏହି ଚଢାଉ କରାଯାଇଛି। ଭିଜିଲାନ୍ସ ଡିଏସପି...

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ ଧାନ ବିକିବାକୁ ଆସୁଥିବା ଚାଷୀ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି...

କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା

ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ...

ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ

ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ...

ଓଏଏସ୍‌ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ

ଓଡ଼ାପଡ଼ା,୭।୧(ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ...

ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ

ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri