ରାଜ୍ୟ

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପଜିଟିଭ୍‌ ପରେ ଆଇସୋଲେସନରେ ରହିଥିବା ନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଶେଷ ୩ ଦିନରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ…

ଆଜିଠୁ ନନ୍ଦନକାନନ ପାଇଁ ଅନ୍‌ଲାଇନ ଟିକେଟ

ବାରଙ୍ଗ,୭ା୧(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତ ଓ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାରଠାରୁ ଅଫଲାଇନ ଟିକେଟକୁ ବନ୍ଦ କରିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏଣିକି ନନ୍ଦନକାନନ ଓ ବଟାନିକାଲ ଗାର୍ଡେନକୁ ବୁଲିବାକୁ ଆସୁଥିବା…

ସବୁ ଆର୍‌ଟିଓରେ ହେବ ଗାଡ଼ିି ଫିଟ୍‌ନେସ୍‌ ଯାଞ୍ଚ

କଟକ ଅଫିସ,୭ା୧: ଗାଡ଼ି ଫିଟ୍‌ନେସ୍‌ ପ୍ରମାଣପତ୍ରର ନବୀକରଣ ପାଇଁ ଏମ୍‌. ବାହନ ଆପ୍ଲିକେଶନରେ ଆବେଦନ କରାଯିବ। ଏନେଇ ପରିବହନ କମିଶନର ଗାଡ଼ିମାଲିକମାନଙ୍କୁ ଜଣାଇ ଦେଇଛନ୍ତି। ଏଥିସହ ଗାଡ଼ି ଯେଉଁଠି ପଞ୍ଜୀକରଣ ହୋଇଥାଉ ନା କାହିଁକି, ଗାଡ଼ିମାଲିକମାନଙ୍କ ସୁବିଧା ଦୃଷ୍ଟିରୁ ଯେକୌଣସି ଆଞ୍ଚଳିକ…

ନଗଡ଼ା ରାସ୍ତା ନାଁରେ ୪୪ଲକ୍ଷ ହରିଲୁଟ୍‌

ଯାଜପୁର ଅଫିସ,୭ା୧: ଗ୍ରାମ୍ୟ ନିର୍ମାଣ ବିଭାଗ(ଆର୍‌ଡି) ଅଧିକାରୀ ଓ କେତେଜଣ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ବହୁଚର୍ଚ୍ଚିତ ନଗଡ଼ା ବିକାଶ କାର୍ଯ୍ୟ ଏବେ ବିବାଦ ଘେରକୁ ଆସିଛି । ଏହାସହ ୨୦୧୬-୧୭ ବର୍ଷରେ ନଗଡ଼ାକୁ ନିର୍ମାଣ ହୋଇଥିବା ରାସ୍ତାର ମରାମତି କାମରେ ଟଙ୍କା…

ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ ଓ ନଗର ଉନ୍ନୟନ ବିଭାଗ। ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ ଓ ପ୍ରସ୍ତାବ…

ଅବହେଳାରୁ ଆକର୍ଷଣ ହରାଉଛି ଚଣ୍ଡୀମନ୍ଦିର

ଯାଜପୁର ଅଫିସ,୭ା୧: ଯାଜପୁର ମାଟିର ଅସ୍ମିତାର ପରିଚୟ ହେଉଛି ଏହାର ମନୋଜ୍ଞ ପ୍ରାକୃତିକ ବିଭବ ଏବଂ ସୁପ୍ରାଚୀନ ଐତିହ୍ୟ। ବରାହ-ବିରଜା କ୍ଷେତ୍ର ନିଜର ଅନନ୍ୟ ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଗୌରବକୁ ନେଇ ଗର୍ବ ଅନୁଭବ କରିଥାଏ। କିନ୍ତୁ ଦେବୋତ୍ତର…

ଆକାଂକ୍ଷୀ ଜିଲାରେ ମଜଭୁତ ହେବ ୪-ଜି ସେବା

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍‌ ସେବା ମଜଭୁତ୍‌ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩ ଗ୍ରାମରେ ୪-ଜି ସଂଯୋଗୀକରଣ ପାଇଁ ନୂତନ ମୋବାଇଲ୍‌ ଟାୱାର ସ୍ଥାପନ କରିବାକୁ ଘୋଷଣା କରିଛନ୍ତି।…

କେନାଲ କାମରେ ଅନିୟମିତତା

ହାଟଡିହୀ,୭ା୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ ହୋଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ମିଥ୍ୟା ବିଲ୍‌ କରାଯାଇଥିବା ଆନନ୍ଦପୁର ସିଭିଲ ସୋସାଇଟି ପକ୍ଷରୁୁ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ବାରିପଦା ଅଫିସ,୭ା୧ ମୟୂରଭଞ୍ଜ ଜିଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା-୨୦୨୨ ପ୍ରକାଶିତ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଫଟୋ ଭୋଟର ତାଲିକା…

ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଆନନ୍ଦପୁର/ହାଟଡିହୀ, ୭ା୧(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ଆନନ୍ଦପୁର ଓ ହାଟଡିହୀ ବ୍ଲକରେ ଗୁରୁବାର କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଯୋଗ ଦେଇ ବିଭିନ୍ନ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆନନ୍ଦପୁର ବ୍ଲକ ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ…

ବଢି ଚାଲିଛି କରୋନା ସଂକ୍ରମଣ,ରାଜ୍ୟରେ ୨୭୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୪ ଜଣ ଲୋକାଲ କେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri