ରାଜ୍ୟ

ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ସୋମବାର ସକାଳେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଜେଲ୍‌ ପରିସର ହସ୍ପିଟାଲର ୧...

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା ପାଇଁ ତାଲିମ ପ୍ରଦାନ କରାଯିବ ଓ ୧୯ ତାରିଖ ସକାଳୁ ଡଲ୍‌ଫିନ...

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ :ଦେବାଶିଷ ପଣ୍ଡା ଟପ୍ପର

କଟକ ଅଫିସ, ୭ା୧- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ...

୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି):ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଆରମ୍ଭ ହେବାକୁ ଯାଉଛି। ଏହାର ପ୍ରଥମ ସଂସ୍କରଣ ଭୁବନେଶ୍ୱରରେ...

ତୈଳ ଦର ପ୍ରଭାବ: ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୭ା୧(ବ୍ୟୁରୋ): ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ବଢ଼ି ଚାଲିଛି। ଏହାର ପ୍ରଭାବ ବସ୍‌ ଭଡ଼ାଠାରୁ ଆରମ୍ଭ କରି ପରିବହନ କ୍ଷେତ୍ରରେ ମଧ୍ୟ ଦେଖାଦେଇଛି। ତୈଳଦର ବୃଦ୍ଧି...

ମହାନଦୀରେ ପ୍ରଶିକ୍ଷଣ ନେବେ ଏନଡିଆର୍‌ଏଫ୍‌ କର୍ମଚାରୀ :ଏମଓୟୁ ସ୍ବାକ୍ଷରିତ

କଟକ ଅଫିସ,୭ା୧- ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍‌ଡିଆର୍‌ଏଫ)ର କର୍ମଚାରୀ ଆସି କଟକରେ ପ୍ରଶିକ୍ଷଣ ନେବେ। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ରାଜ୍ୟର ଏନଡିଆର୍‌ଏଫ୍‌ କର୍ମଚାରୀମାନେ ମହାନଦୀରେ ପ୍ରଶିକ୍ଷଣ ହାସଲ କରିବେ। ମହାନଦୀର ବିପଦପୂର୍ଣ୍ଣ ସ୍ଥାନ ସମେତ ଧବଳେଶ୍ୱର ସେତୁ ନିକଟରେ...

୮ରୁ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଏଥର ‘ଫୋକସ୍‌ ଏମ୍‌ଏସ୍‌ଏମ୍‌ଇ-୨୦୨୦’

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର-୨୦୨୦ ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ମେଳାର ଥିମ୍‌ ଚଳିତବର୍ଷ...

ମିଳିତ ଗବେଷଣା ପାଇଁ ଆଇଆଇଟି ଓ ଏମ୍‌ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୭ା୧(ବ୍ୟୁରୋ)- ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ଓ ଅଲ୍‌୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍‌ସ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ସୋମବାର...

ନୟାଗଡ଼ ଡିଏଚ୍‌ଏଚ୍‌କୁ ‘ମୋ ସରକାର’ ଟିମ୍‌ର ପରିଦର୍ଶନ: ତଦାରଖ କଲେ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର, ୭ା୧(ବ୍ୟୁରୋ)‘ମୋ ସରକାର’ର ଟିମ୍‌ ସୋମବାର ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ପ୍ରତିକ୍ରିୟା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ୪ଜଣିଆ ଟିମ୍‌ ପଠାଯାଇଥିଲା। ଏହି ଟିମ୍‌ ଚିିକିତ୍ସାଳୟର ବିଭିନ୍ନ...

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା ଦେଇ ନାହିଁ କିମ୍ବା ପ୍ରୋତ୍ସାହନ ଦେଉନାହାନ୍ତି। ଆଉ ଟିକେ ସୁବିଧା ମିଳିଲେ ଏବଂ...

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ମାଡ଼।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri