ରାଜ୍ୟ

ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…

ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…

୧୦ ଘଣ୍ଟାରେ ୩ ଛାତ୍ରୀଛାତ୍ରଙ୍କ ଜୀବନ ଗଲା, ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ ଆଣି…

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ରବିବାର ଅପରାହ୍ନ ୫ ଟା ରୁ ସୋମବାର ଭୋର୍‌ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୩ ଛାତ୍ରୀଛାତ୍ରଙ୍କ ଅକାଳ ବିଯୋଗ ଘଟିଛି। ଯାହାକି କଲେଜ ପାଇଁ ଅପୂରଣୀୟ କ୍ଷତି। ୧୦ ଘଣ୍ଟା…

୧୦ରୁ ୨୦ ବର୍ଷ ଧରି ପଡ଼ିରହିଛି ୨୭ ବିଭାଗର ଇଣ୍ଟରନାଲ ଅଡିଟ୍‌, ଅନ୍ଧାରରେ ସରକାରଙ୍କ…

ଭୁବନେଶ୍ୱର,୨୦ା୪(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ତାଙ୍କର ୨୭ଟି ବିଭାଗରେ ବହୁ ହଜାର କୋଟି ଟଙ୍କାର ଆର୍ଥିକ ହେର୍‌ଫେର୍‌ ହୋଇଥିବା ତଥ୍ୟ ପ୍ରକାଶ କରିଛନ୍ତି। ଗତ ୨୬ ମାର୍ଚ୍ଚରେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସାଗରିକା ହୋତା ୨୭ଟି ବିଭାଗର ଫାଇନାନ୍ସିଆଲ୍‌ ଆଡ୍‌ଭାଇଜର୍‌…

ଧାନକିଣାରୁ ବାଦ୍ ପଡିଛନ୍ତି ୧୫୮ ଚାଷୀ, ଜାତୀୟ ରାଜପଥ ଅବରୋଧ କରି ପ୍ରତିବାଦ…

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ): ୨୦୨୫-୨୬ ଖରିଫ ଧାନ କ୍ରୟରୁ ବଲାଙ୍ଗୀର ଜିଲାର ୧୫୮ ଜଣ ଚାଷୀ ବାଦ୍ ପଡିଛନ୍ତି । ଏହାର ପ୍ରତିବାଦରେ ସୋମବାର ବଲାଙ୍ଗୀର ଜିଲା ମିଳିତ କୃଷକ ମଞ୍ଚ ପକ୍ଷରୁ ସାଲେଭଟା ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ବଲାଙ୍ଗୀର ବରଗଡ ୨୬…

୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ ଓ ତାତିରୁ…

ଆଜି ଅଖିମୁଠି ଅନୁକୂଳ, ଚାଷୀଙ୍କ ଉତ୍ସାହ ନାହିଁ

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ): ସୋମବାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଚାଷୀମାନେ ଚାଷ ପାଇଁ ପାଗ ଭିଡ଼ିବେ। କେବଳ ସେତିକି ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ଜିଲାପାଳଙ୍କଠୁ ଜନ ପ୍ରତନିଧିମାନେ ମଧ୍ୟ କ୍ଷେତକୁ ଆସି ହଳ, ନଙ୍ଗଳ ଧରି ଅଖିମୁଠି ଅନୁକୁଳ କରିବେ।…

ଚାଷୀଙ୍କ ପାଇଁ ବଡ଼ ଖୁସି ଖବର : ମିଳିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର,୨୦ା୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ । ଅନ୍ୟପକ୍ଷେ ଆଜି କଟକରେ ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆଜିର ଦିନରେ ଅନ୍ନଦାତାମାନଙ୍କୁ…

କଟକ/ଭୁବନେଶ୍ୱର,୨୦ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କଟକ CRRIରେ ଅଖିମୁଠି ଅନୁକୂଳ କରିଛନ୍ତି। ପ୍ରଥମେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ…

ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ

ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…

ହାଇଦ୍ରାବାଦର କଫସିରପ୍‌, ଗୁଜରାଟରେ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍‌ ଜବତ ଘଟଣାର ଲିଙ୍କ୍‌ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି। ଏହି ବେଆଇନ କାରବାରର ମାଷ୍ଟରମାଇଣ୍ଡ ଗୁଜରାଟରେ ରହି ଓଡ଼ିଶାକୁ କଫ୍‌ସିରପ୍‌ ପଠାଉଥିଲେ। ଉକ୍ତ…

ଆଜି ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ

ପୁରୀ,୨୦ା୪(ଅଜିତ୍‌ କୁମାର ମହାନ୍ତି): ବୈଶାଖ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ। ଉକ୍ତ ଦିନ ଯେକୌଣସି କାର୍ଯ୍ୟକଲେ ଶୁଭ ହୋଇଥାଏ। ପରମ୍ପରା ଅନୁସାରେ, ଉକ୍ତ ଦିନଠାରୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥାଏ। ସେହିପରି…

ବିଶ୍ୱରେ ୭ ଦ୍ୱୀପ ମଧ୍ୟରେ ଜମ୍ବୁଦ୍ୱୀପ ଶ୍ରେଷ୍ଠ, ରାଜ୍ୟର ଗର୍ବ ଓ ଗୌରବ ବହନ କରି ଆଜି…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମଚଣ୍ଡୀ ପୀଠ ନିକଟରେ ଚାଲିଥିବା ଜମ୍ବୁଦ୍ୱୀପ ମହୋତ୍ସବର ରବିବାର ଅନ୍ତିମ ସା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ ଯୋଗଦେଇ ପ୍ରଥମେ ଶ୍ରୀ ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?