ରାଜ୍ୟ

କରଦାତାଙ୍କୁ କୃତଜ୍ଞତା

ଭୁବନେଶ୍ୱର(ବ୍ୟୁରୋ)/କଟକ/ପୁରୀ ଅଫିସ, ୨୧।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆୟକର ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିତ ହୋଇଛି। ଏହି ଅବସରରେ ଭୁବନେଶ୍ୱର ଆୟକର ବିଭାଗ କାର୍ଯ୍ୟାଳୟଠାରୁ ଏକ ସାଇକେଲ ରାଲିର ଆୟୋଜନ କରାଯାଇଥିଲା।...

ପୁଣି ଡିଜେଲ ୨୧ପଇସା କମିଲା

ଭୁବନେଶ୍ୱର,୨୧।୮: କ୍ରମାଗତ ତୃତୀୟ ଦିନ ଲାଗି ସାରା ଦେଶରେ ଡିଜେଲ ଦର ହ୍ରାସ ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଶୁକ୍ରବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୨୧ ପଇସା...

ରେଳମନ୍ତ୍ରୀଙ୍କ ସ୍ପଷ୍ଟୀକରଣକୁ ଅପେକ୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ):୧୯୯୬ରେ କେନ୍ଦ୍ରରେ ଏଚ୍‌.ଡି. ଦେବେଗୌଡ଼ାଙ୍କ ସରକାର ଥିବାବେଳେ ଦେଶରେ ୭ଟି ନୂଆ ରେଲଓ୍ବେ ଜୋନ୍‌ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନିଆଗଲା। ଏହି ୭ଟି ମଧ୍ୟରୁ ଇଷ୍ଟକୋଷ୍ଟ ରେଲଓ୍ବେ ଜୋନ୍‌ ୧୯୯୬ ଅଗଷ୍ଟ ୮ ଭୁବନେଶ୍ୱରରେ ଉଦ୍‌ଘାଟିତ ହେଲା।...

କାଳରେ ଲୀନ ଅପେକ୍ଷାରେ ସାଧନାସ୍ଥଳ

ପାଲଲହଡା,୨୧ା୮ ପ୍ରାୟ ୭୦ ବର୍ଷ ତଳେ ପାଲଲହଡା ଗଡଜାତ (ବର୍ତ୍ତମାନର ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ)ରେ କଳାର ବିକାଶ ପାଇଁ ଗଠନ ହୋଇଥିଲା ଏକ ଅସ୍ଥାୟୀ କଳାକେନ୍ଦ୍ର। ତତ୍କାଳୀନ ରାଣୀ ସୌଭାଗ୍ୟମଞ୍ଜରୀ ପାଲ ଏବଂ କେତେଜଣ କଳାକାର ଏଥିପାଇଁ ଉଦ୍ୟମ...

୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା...

ରିଂ ରୋଡ୍‌, ଆଡ଼ିବନ୍ଧ ନିର୍ମାଣ ଲାଗି ତତ୍ପରତା

ବାରିପଦା ଅଫିସ,୨୧ା୮- ବାରିପଦା ସହରକୁ ବୁଢ଼ାବଳଙ୍ଗ ନଦୀ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ମୟୂରଭଞ୍ଜ ଜଳସେଚନ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରିଂ ରୋଡ୍‌ ସହ ଆଡ଼ିବନ୍ଧ ଓ ସ୍ବୟଂଚାଳିତ ସୁଇସ ଗେଟ ନିର୍ମାଣ ପାଇଁ ବିଭାଗ...

ଉଚ୍ଚ ପାଚେରି ଡେଇଁ ଫାର୍ମ ହାଉସ ଭିତରକୁ ଛାତ୍ରୀ ଗଲେ କିପରି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ନନ୍ଦନକାନନ ଅଞ୍ଚଳରେ ଏକ ଫାର୍ମ ହାଉସ ଭିତରେ ଥିବା ପୋଖରୀରୁ ଶୁକ୍ରବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ କେହି ହତ୍ୟା କରିଛନ୍ତି ଏହା ଉପରୁ ପରଦା ହଟି...

ରେଳମନ୍ତ୍ରୀଙ୍କୁ ଧରାଇଲେ ଅଭିଯୋଗର ଲମ୍ବା ତାଲିକା

କୋରାପୁଟ/ଦାମନଯୋଡ଼ି/ସୁନାବେଡ଼ା,୨୦ା୮(ସ୍ବ.ପ୍ର.): ସବ୍‌କା ସାଥ୍‌, ସବ୍‌କା ବିକାଶକୁ ପାଥେୟକରି ଶୁକ୍ରବାର ରେଳ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦିନିକିଆ କୋରାପୁଟ ଜିଲା ଗସ୍ତକରି କେନ୍ଦ୍ର ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଜନଧନ...

ବ୍ଲକରେ ହେବ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବ୍ଲକରେ ହେବ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି। ଭୋଟ ଗ୍ରହଣ ପରେ ଭୋଟବାକ୍ସ ସିଲ୍‌ କରି ବ୍ଲକରେ ରହିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଗଣତି ହେବ। ପଞ୍ଚାୟତିରାଜ ବିଭାଗ କାଉଣ୍ଟିଂ ନେଇ ନୂଆ ନିୟମ ଆଣିବାକୁ...

ବାରଣ୍ଡାରେ ଶୋଇଥିଲା ଶିଶୁ, ଭୁଶୁଡ଼ିଲା କାନ୍ଥ

ଉମରକୋଟ,୨୦।୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିପଡ଼ିଲା କାନ୍ଥ। କାନ୍ଥ ତଳେ ଚାପିହୋଇ ୬ ମାସର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଚିକଲପଦର ପଞ୍ଚାୟତ ପୂଜାରୀଭରଣ୍ଡି ଗ୍ରାମରେ। ମୃତକ ହେଲେ...

ୟୁରିଆ ପାଇଁ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼

ଝରିଗାଁ, ୨୦।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। କେତେଜଣ ଚାଷୀ ଅଧିକ ସାର ଦାବିରେ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି।...

କୋମ୍ବିଂ ଅପରେଶନ ବେଳେ ଗଲା ୨ ଯବାନଙ୍କ ଜୀବନ

ମାଲକାନଗିରି,୨୦ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲାରେ ଶୁକ୍ରବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଶହୀଦ ହୋଇଛନ୍ତି। ସେମାନେ ହେଲେ ଏସ୍‌ଏସ୍‌ଆଇ ସୁଧାକର ସିନ୍ଧେ ଓ ପ୍ଲାଟୁନ କମାଣ୍ଡର ଗୁରୁମୁଖ୍‌ ସିଂ। ବସ୍ତର ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri