ରାଜ୍ୟ

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ ଚାରିଚକିଆ ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ନାବାଳକଙ୍କ ସମେତ...

୬ରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସେପ୍ଟେମ୍ବର ୬ରୁ ଆରମ୍ଭ ହେବ। ପରୀକ୍ଷା ସେପ୍ଟେମ୍ବର ୧୮ ତାରିଖ ଯାଏ ଚାଲିବ। ଏ ନେଇ ଶୁକ୍ରବାର ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତବର୍ଷ ପରି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର...

ବୁଣାକାରଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ...

ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍‌ରେ ଏହା ଉପଲବ୍ଧ ଉପଲବ୍ଧ ହେବ। କୋଭିଡ୍‌ କଟକଣା ଯୋଗୁ ଚଳିତବର୍ଷ ପରୀକ୍ଷା...

ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର

ସୁନ୍ଦରଗଡ,୧୩।୮(ଡି.ଏନ୍‌.ଏ.): ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍‌ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ ହିରୋ ଅକ୍ଷୟ କୁମାରଙ୍କ ବାସଭବନ ସମ୍ମୁଖରୁ ଉଦ୍ଧାର କରାଯାଇଛି। ଉକ୍ତ ଛାତ୍ର ଜଣକ...

୫୦ କୋଟି ଟିକାକରଣ: ଐତିହାସିକ ସଫଳତା

ଭୁବନେଶ୍ୱର,୧୩।୮( ଧରିତ୍ରୀ): ୨୦୨୧ ଅଗଷ୍ଟ ୭ ତାରିଖ ସୁଦ୍ଧା ଭାରତର ୫୦ କୋଟି ନାଗରିକଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି। କରୋନା ଭଳି ମାରାତ୍ମକ ଭାଇରସ୍‌କୁ ହରାଇବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଏବଂ...

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା...

ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ

କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ...

ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍‌ଜିଟି

କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ...

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘କାଲିର ଅତୀତ’

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ପଦ୍ମଶ୍ରୀ ଓ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ୍‌ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ରେ ପ୍ରଦର୍ଶିତ ହେବ। ଜଳବାୟୁ ପରିବର୍ତ୍ତନର ବିପଦକୁ ନେଇ ପ୍ରସ୍ତୁତ ଏହି...

ପିଲାଙ୍କ ପାଇଁ ପ୍ରସ୍ତୁତି କର

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଦ୍ୱିତୀୟ ଲହର ଶେଷ ହୋଇନାହିଁ। ପୁଣି ତୃତୀୟ ଲହର ଆସିବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଲେଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri