ଜଙ୍ଗଲର ସୁରକ୍ଷା ପାଇଁ ଅସ୍ତ୍ର ଧରିଲେ ଆଦିବାସୀ
ମାଲକାନଗିରି,୧୪ା୮(ଡି.ଏନ୍.ଏ.): ଜଙ୍ଗଲ ଆମର ମା’। ବର୍ଷବର୍ଷ ଧରି ଆମେ ବନାଞ୍ଚଳରେ ବସବାସ କରୁଛୁ। ଏହା ଆମର ଜୀବନ ଜୀବିକାର ଉତ୍ସ। ଜଙ୍ଗଲ ଫଳମୂଳ ଓ ପୋଡୁଚାଷ ଆମକୁ ବଞ୍ଚାଇ ରଖିଛି। ଏହାର ସୁରକ୍ଷା ଆମ ଦାୟିତ୍ୱ। କୌଣସି ପରିସ୍ଥିତିରେ ମଧ୍ୟ...
୧୬ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି ବର୍ଷା ରେକର୍ଡ କରାଯାଇଛି। ଜିଲାରେ ପ୍ରବଳ ବର୍ଷା ହୋଇ ଅଧିକାଂଶ ରାସ୍ତାରେ ପାଣି ଜମି ରହିଥିବାରୁ କିଛି ସମୟ ପାଇଁ ଯାତାୟତ...
ରେଜଲ୍ଟରେ ତ୍ରୁଟି ଥିଲେ ୨୩ ସୁଦ୍ଧା ଅଭିଯୋଗ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଚଳିତ ବର୍ଷ କରୋନା ଯୋଗୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଅଲଟରନେଟିଭ୍ ଆସେସମେଣ୍ଟ ସ୍କିମ୍ ଅନୁଯାୟୀ ମାର୍କ ପ୍ରଦାନ କରାଯାଇଛି। ରେଜଲ୍ଟରେ ତଥ୍ୟ ଆଧାରିତ ତ୍ରୁଟି ଥିଲେ ଛାତ୍ରୀଛାତ୍ରମାନେ ଜଣାଇପାରିବେ। ସେମାନେ ଏ ସମ୍ପର୍କରେ ଆସନ୍ତା...
ଭାରତୀୟ ହକି ଖେଳାଳିଙ୍କୁ ଦିଆଯିବ ସମ୍ବଲପୁରୀ ହକି ଷ୍ଟୋଲ
ବରଗଡ଼ ଅଫିସ୍,୧୪।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ସହ ସଫଳତା ହାସଲ କରିଥିବା ଭାରତୀୟ ହକି ଦଳକୁ ୧୬ ତାରିଖରେ ଏକ ସ୍ବତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବେ। ଏହି ସମାରୋହରେ ହକି ଖେଳାଳିଙ୍କୁ ସମ୍ବଲପୁରୀ ବାନ୍ଧକଳାରେ...
୨ ଓଡ଼ିଆ କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଓଡ଼ିଶାର ଶହୀଦ ୨ ଏସ୍ଓଜି କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ପୋଲିସ ଡିଜି ଅଭୟ ଶନିବାର ଏହି ସୂଚନା ଦେଇଛନ୍ତି। ୨୦୨୦ ସେପ୍ଟେମ୍ବର ୯ତାରିଖରେ କଳାହାଣ୍ଡି ଜିଲା ସିକ୍ରି ଗାଁ ନିକଟ ଜଙ୍ଗଳରେ ମାଓବାଦୀ...
ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ...
ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍ ଚିହ୍ନଟ
ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା...
ଜଗତ୍ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ...
ସଙ୍କଟରେ ୬୦ ଟ୍ରାନ୍ସଫର୍ମର୍ ୟୁନିଟ୍
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଟାଟା ପାୱାରର ନୀତି ରାଜ୍ୟର ୬୦ରୁ ଅଧିକ ଟ୍ରାନ୍ସଫର୍ମର ୟୁନିଟ୍ ଓ ସେଥିରେ କାମ କରୁଥିବା ୫ ହଜାରରୁ ଅଧିକ ଲୋକଙ୍କ ଜୀବନଜୀବିକା ପ୍ରତି ବିପଦ ସୃଷ୍ଟି କରିଛି। ଏହି ସଂସ୍ଥାଗୁଡ଼ିକ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ...
ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ପାରଳାଖେମୁଣ୍ଡି ବନ ସଂରକ୍ଷକ (ଏସିଏଫ୍) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୁରିଛି। ହେଲେ ଏବେ ବି ତାଙ୍କ ମୃତ୍ୟୁକୁ ନେଇ ଲାଗିରହିଛି ସସ୍ପେନ୍ସ। ସୌମ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ କିଛି ଆଗକୁ ବଢ଼ିପାରି ନ ଥିବା ବେଳେ...
୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ
କଟକ ଅଫିସ,୧୩ା୮: ଆଥ୍ଲେଟ୍ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍ ମହାନ୍ତି ଭୁବନେଶ୍ୱର ଡିସିପି...
ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍ସିଲର ଓ ଅଧ୍ୟକ୍ଷ...
Archives


