ରାଜ୍ୟ

ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ, ଚାଲିଗଲା ୬ ଜୀବନ

ନୂଆପଡା ଅଫିସ,୧।୩: ମହାଶିବରାତ୍ରିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକା ବେଳକେ ଚାଲିଯାଇଛି ୬ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଘଟଣା ଘଟିଛି ନୂଆପଡା ଜିଲାର। ନୂଆପଡାରୁ ପଦ୍ମପୁର ଯିବା ରାସ୍ତାରେ ସୁନସୁନିଆ ଗାଁ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ…

ବିଜେଡିର ଐତିହାସିକ ସଫଳତା: ମତଦାତାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିଜେଡିର ବିପୁଳ ମାତ୍ରାରେ ବିଜୟ ହୋଇଛି। ୮୪୮ ଜିଲାପରିଷଦ ଜୋନ୍‌ରୁ ବିଜେଡି ୭୬୨ଟି ଜୋନ୍‌ରେ ବିଜୟୀ ହୋଇଛି । ଭାଜପା ୪୨, କଂଗ୍ରେସ ୩୭ ଆସନରେ ଜିତିଥିବା ବେଳେ ଅନ୍ୟ ଦଳ ଓ ସ୍ବାଧୀନ ପ୍ରୀର୍ଥୀ ୭ଟି…

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କାମିନି ନାଏକଙ୍କ ଠାରୁ ୭୨୪ ଖଣ୍ଡ ଭୋଟରେ ହାରିଯାଇଛନ୍ତି। କାମିନି ୨୩୪୭ ଖଣ୍ଡ ଭୋଟ…

ବାହାର ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ମନା

ଢେଙ୍କାନାଳ ଅଫିସ,୧।୩ : ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ବାବା କପିଳାଶଙ୍କ ପୀଠ। ସକାଳୁ ସକାଳୁ ବାବାଙ୍କ ଦର୍ଶନ ପାଇଁ ପୀଠରେ ଭିଡ ଦେଖିବାକୁ ମିଳିଛି। ସମସ୍ତ ନୀତିକାନ୍ତି ଅନୁସାରେ ବାବାଙ୍କ ପୂଜାର୍ଚ୍ଚନା ଚାଲିଛି। ଭୋର…

ଆଜି ମହାଶିବରାତ୍ରି, ଚାଲିଛି ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର ଖୋଲିଛି। ୩.୩୦ରେ ମଙ୍ଗଳା ଆଳତି ପରେ ଆରମ୍ଭ ହୋଇଛି ଅବକାଶ ନୀତି । ୫ଟାରୁ…

ଆଜି ୮ ଜୀବନ ନେଲା କରୋନା

ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୭୯କୁ ବୃଦ୍ଧି…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୨୨ ଜଣ…

ସେପ୍ଟେମ୍ବରରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍‌ସି ପକ୍ଷରୁ ହେବାକୁ ଥିବା ନିଯୁକ୍ତି ପରୀକ୍ଷାଗୁଡ଼ିକର ସମୟ ଏବଂ ମାସ ସ୍ଥିର କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୨୨ଟି…

ବନ୍ଦେ ଉତ୍କଳ ଜନନୀ ଗାଇଲେ ରାଜ୍ୟପାଳ

କଟକ ଅଫିସ,୧ା୩:ଦେଶାତ୍ମବୋଧକ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସୋମବାର କଟକର ଏକ ଷ୍ଟୁଡିଓରେ ଏହି ଗୀତରେ ରାଜ୍ୟପାଳ ନିଜ କଣ୍ଠଦାନ କରିଛନ୍ତି। ଓଡ଼ିଆରେ ଗୀତ ଗାଇ ରାଜ୍ୟପାଳ ବେଶ ଖୁସି ପ୍ରକଟ କରିଛନ୍ତି। ଏ…

ଆଜି ମହାଶିବରାତ୍ରି, ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧ା୩(ଡି.ଏନ୍‌.ଏ.):ଆଜି ମହାଶିବରାତ୍ରି। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା ଅଞ୍ଚଳ। ବିଏମ୍‌ସି ଗାଇଡ୍‌ଲାଇନ…

ପୌର ନିର୍ବାଚନରେ ପଡ଼ିପାରେ ପଞ୍ଚାୟତର ପ୍ରଭାବ

ଭୁବନେଶ୍ୱର, ୧।୩ (ବ୍ୟୁରୋ):ରାତି ପାହିଲେ ପୌର ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ମଧ୍ୟରେ କସରତ ଆରମ୍ଭ ହୋଇଗଲାଣି। ପଞ୍ଚାୟତ ନିର୍ବାଚନରେ ଶାସକ ଦଳ ବିଜେଡିର ସଂଖ୍ୟା ଗରିଷ୍ଠତା ବିଜୟ ଭାଜପା ଓ କଂଗ୍ରେସ…

ଭୋଟ ଗଣତି କେନ୍ଦ୍ରରୁ ଫେରିଲା ବେଳେ ଦୁର୍ଘଟଣା, ଗଲା ୫ ଜୀବନ

ଖମାର,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ କଣ୍ଟିଆପସି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକଳ, ଇଞ୍ଜିଡି ଗାଁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri