ରାଜ୍ୟ

୧୯ରେ ଓଡ଼ିଶା ଗସ୍ତରେ ଅଶ୍ୱିନୀ, ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୧୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ଜନ ଆଶୀର୍ବାଦ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ। ନିକଟରେ ମୋଦି ସରକାର ମନ୍ତ୍ରିମଣ୍ଡଳ ପରିବର୍ତ୍ତନ କରିବା ପରେ ଏହା ଧର୍ମେନ୍ଦ୍ର...

ଆଜି ଆଉ ୬୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ପୁଣି ୬୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

ଆଜି ରାଜ୍ୟରୁ ୧୧୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୧୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୨,୩୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୫ ଜଣ...

ବଣ୍ଟନ କମ୍‌, ବିକ୍ରି ବେଶି

ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ ହଜାର ହଜାର ଲିଟର କଳାବଜାରରେ ବିକ୍ରି କରିଦିଆଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ...

ଅଧାରେ ଅଟକିଛି ବ୍ରିଜ୍‌ମ୍ୟାନ୍‌ଙ୍କ ସ୍ୱପ୍ନ

କେନ୍ଦୁଝର,୧୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ-କାନପୁର ଗ୍ରାମର ଗଙ୍ଗାଧର ରାଉତ (୬୫) ନିଜର ପେନ୍‌ସନ୍‌ ଅର୍ଥରେ ସାଳନ୍ଦୀ ନଦୀରେ ୨୭୦ ଫୁଟ ଲମ୍ବ ଓ ୧୦ ଫୁଟ ଓସାରର ପୋଲ ନିର୍ମାଣ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି...

ଯୁବତୀଙ୍କୁ ଏସିଡ୍‌ ମାଡ଼: ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୧୩ା୮(ବ୍ୟୁରୋ):ରାଜଧାନୀରେ ଜଣେ ଯୁବତୀଙ୍କ ଉପରକୁ ଏସିଡ୍‌ ମାଡ଼ କରାଯାଇଛି। ଏଥିରେ ଯୁବତୀଙ୍କ ମୁହଁର ବାମ ପାର୍ଶ୍ୱ ପୋଡ଼ି ଯାଇଛି। ଏସିଡ୍‌ ମାଡ଼ କରିଥିବା ଯୁବକ ହେଉଛନ୍ତି ନିମାପଡ଼ା ଅଞ୍ଚଳର ପପୁ ରାଉତ। ୨ବର୍ଷ ତଳେ ନୋଟାରୀ ପବ୍ଲିକ୍‌ଙ୍କ ନିକଟରେ ପପୁ...

ଚିତି ସାପକୁ କାମୁଡ଼ି ଦୁଇଖଣ୍ଡ କରି ରକ୍ତ ପିଇଲେ

କଳିଙ୍ଗନଗର,୧୩ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଦାନଗଦୀ ବ୍ଲକ ଅଧୀନ ଶାଳିଜଙ୍ଗା ପାଞ୍ଚୟତ ଗମ୍ଭାରୀପାଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର କିଶୋର ବଦରା(୪୫) ବିଲରୁ ଫେରୁଥିବା ବେଳେ ତାଙ୍କୁ ଏକ ଚିତି ସାପ କାମୁଡ଼ି ଦେଇଥିଲା। ପରେ ସାପକୁ ଗୋଡେଇ...

ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ...

୩ ବର୍ଷର ପୁଅଙ୍କୁ ମାରି ଫାଶି ଲଗାଇଲେ ବାପା

ଝରିଗାଁ,୧୨।୮(ସ୍ବ.ପ୍ର.): ନିଶାଗ୍ରସ୍ତ ମଣିଷ ନିଜର ହିତାହିତ ଜ୍ଞାନ ଭୁଲିଯାଏ। ନିଶାର ବଶବର୍ତ୍ତୀ ହୋଇ ମଣିଷ ବଡ଼ବଡ଼ ଭୁଲ୍‌ କରିବସେ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅର୍ଜ୍ଜୁନଗୁଡ଼ା ଗାଁରେ। ନିଶାଶକ୍ତ ଜଣେ...

୯୦.୨୭ କୋଟି ବ୍ୟୟରେ ନିର୍ମାଣ ହେବ ବରଗଡ଼ କ୍ୟାନସର ହସ୍ପିଟାଲ

ବରଗଡ଼ ଅଫିସ୍‌,୧୨।୮: ବରଗଡ଼ରେ କ୍ୟାନସର କେୟାର ସେଣ୍ଟର ସ୍ଥାପନ ପାଇଁ ସରକାରଙ୍କ ପ୍ରଶାସନିକ ଅନୁମୋଦନ ମିଳିଛି । ୧ଲକ୍ଷ ୩୬ ହଜାର ୫୦୮.୭୯ ବର୍ଗଫୁଟରେ ଉକ୍ତ କ୍ୟାନସର କେୟାର ସେଣ୍ଟର ୫ ମହଲା ବିଶିଷ୍ଟ ହେବ। ଏନେଇ ୯୦କୋଟି ୨୭ଲକ୍ଷ...

ମାସେ ପରେ ମଧ୍ୟ ମୃତ୍ୟୁ ଉପରୁ ହଟିନି ରହସ୍ୟ

ପାରଳାଖେମୁଣ୍ଡି,୧୨ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ଶୁକ୍ରବାର ମାସେ ପୂରିବ। ହେଲେ ଏ ଯାଏ ପୋଲିସ ସୌମ୍ୟଙ୍କ ଦେହରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ କରିପାରି ନାହିଁ। ଅନ୍ୟପକ୍ଷେ ନ୍ୟାୟ...

୧୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଅଧିକାଂଶ ସ୍ଥାନରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କୋରାପୁଟରେ ନିଅଣ୍ଟିଆ ବର୍ଷା ନାହିଁ। ସେହିପରି ଭଦ୍ରକ, ଯାଜପୁର, କଳାହାଣ୍ଡି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri