ବନ୍ଦେ ଉତ୍କଳ ଜନନୀ ଗୀତକୁ ନିଜ କଣ୍ଠରେ ଗାଇଲେ ରାଜ୍ୟପାଳ
କଟକ ଅଫିସ୍, ୨୮।୨: ପୁଣି ଥରେ ଓଡ଼ିଆ ଗୀତ ଗାଇଲେ ଓଡ଼ିଶାର ରାଜ୍ୟପାଳ ଡଃ ପ୍ରଫେସର ଗଣେଶୀ ଲାଲ । ବନ୍ଦେ ଉତ୍କଳ ଜନନୀ ଗୀତକୁ ନିଜ କଣ୍ଠରେ ଗାଇଛନ୍ତି। ଏହି ଗୀତର ରେକର୍ଡିଂ କଟକ ମିଲନ ଷ୍ଟୁଡିଓରେ କରାଯାଇଛି ।…
ବିଜେଡି ୭୬୦ ଆସନରେ ଆଗୁଆ
ଭୁବନେଶ୍ବର,୨୮।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତିର ତୃତୀୟ ଦିନରେ ମଧ୍ୟ ବିଜେଡି ଆଗରେ ରହିଛି। ମୋଟ ୮୪୯ଟି ଜିଲା ପରିଷଦ ଜୋନରେ ଗଣତି ହେଉଥିବା ବେଳେ ୭୬୦ଟି ଭୋଟରେ ଆଗୁଆ ରହିଛି ବିଜେଡି। ପ୍ରଥମ ଦିନ ୩୧୫ଟି ଜିଲା ପରିଷଦ…
ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି। ଅନ୍ୟ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି…
ବିଜେଡିରେ ମିଶିଲେ ପୂର୍ବତନ ଅଧ୍ୟକ୍ଷ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ଅନୁଗୋଳ ମ୍ୟୁନିସିପାଲ୍ଟିର ପୂର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଅକ୍ଷୟ ସାମନ୍ତ ଓ ତାଙ୍କ ସମର୍ଥକ ସୋମବାର ବିଜେଡିର ଯୋଗ ଦେଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଯୋଗ…
ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍ସି
ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ୱାର୍ଡ ୱାରି ବିଜ୍ଞପ୍ତି ଜାରି ହୋଇଛି। ମେୟର, ଡେପୁଟି ମେୟର…
ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ମାର୍ଚ୍ଚ ୨ରୁ ନାମାଙ୍କନ ଦାଖଲ, ୨୪ରେ ଭୋଟ୍
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ମାର୍ଚ୍ଚ ୨ରୁ ନାମାଙ୍କନ ଦାଖଲ ପ୍ରକ୍ରିୟା…
ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…
୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା
ଦିଗପହଣ୍ଡି,୨୮ା୨(ଡି.ଏନ୍.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ ସାବତ…
ପାଟଣାର ୨୨ ନଂ ଜୋନ୍ରେ ବିଜେଡିର ବାଜିମାତ୍
ପାଟଣା,୨୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୨ ନମ୍ବର ଜୋନ୍ରେ ୩ ଜିଲା ପରିଷଦ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଟଣାରେ ଭୋଟ୍ ଗଣନା ହୋଇଛି। ପାଟଣା ବ୍ଲକ ୨୨ ଜୋନ୍ ବିଜେଡି ସୌଭାଗ୍ୟ ମଞ୍ଜରୀ…
ଖୋଲିଲା ସ୍କୁଲ, ସାଙ୍ଗସାଥୀଙ୍କ ସହ ମଜା କରୁଛନ୍ତି ପିଲା
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍ ଖୁସି ହୋଇଥିବା ଦେଖିବାକୁ ମିଳିଛି। ଏପରିକି ନୂଆ ସାଙ୍ଗସାଥୀଙ୍କୁ ପାଇ ସେମାନଙ୍କ ସହ ନାଚ, ଗୀତ, ଖେଳକୁଦ କରୁଛନ୍ତି। ପିଲା…
୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ…
ବିଜେଡି ବଢିଛି, ଭାଜପା କମିଛି
ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ ୧୦ ଆସନକୁ ବିଜେଡି ହାତେଇ ନେଇଛି। ହେଲେ ୨୦୧୭ ପଞ୍ଚାୟତ ନିର୍ବାଚନର ଫଳାଫଳକୁ ଅବଲୋକନ…
Archives


