ରାଜ୍ୟ

ଜଗନ୍ନାଥ ଦର୍ଶନ ପାଇଁ ଏସ୍‌ଓପି

ପୁରୀ ଅଫିସ, ୧୨ା୮: ଦୀର୍ଘ ଅଢେଇ ମାସ ପରେ କରୋନା କଟକଣା କୋହଳ ଯୋଗୁ ଶ୍ରୀମନ୍ଦିର ଖୋଲିବା ନେଇ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ପ୍ରକାଶ ପାଇଛି। ଗୁରୁବାରଠାରୁ ଶ୍ରୀମନ୍ଦିର ଖୋଲିବ। ପ୍ରଥମ ଦୁଇଦିନ ଅର୍ଥାତ ୧୨ ଓ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ବୃଦ୍ଧି...

ଜେଲ ଗଲେ କୋଟିପତି ଟେକ୍‌ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୧ା୮(ସ୍ବ.ପ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଭିଜିଲାନ୍ସ ଯୋଡ଼ା ବ୍ଲକରେ କାର୍ଯ୍ୟରତ ସମଗ୍ର ଶିକ୍ଷା ଅଭିଯାନର ଟେକ୍‌ନିକାଲ୍‌ କନ୍‌ସଲ୍‌ଟାଣ୍ଟ ଇଂ. କ୍ଷେତ୍ରବାସୀ ମହାନ୍ତଙ୍କୁ ବୁଧବାର ଗିରଫ କରିଛି। ମଙ୍ଗଳବାର କେନ୍ଦୁଝରସ୍ଥିତ ତାଙ୍କ ବାସଭବନ, ରଘୁନାଥପୁର ଗାଁରେ ଥିବା...

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଠାରୁ ନଗଦ ୯୦ ହଜାର...

ପ୍ରତାରଣା ପାଇଁ ଗଲେ ଜେଲ

କୁଚିଣ୍ଡା,୧୧ା୮(ଡି.ଏନ.ଏ.): ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଲପାଲି ଥାନା ଭୁଲୁପଡା (ବାଉରୀଗୋଡା) ଗ୍ରାମର ବୃନ୍ଦାବନ ନାଏକ (୨୨)। ସୂଚନା ଅନୁଯାୟୀ, ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର...

ସାର୍ଟିଫିକେଟ୍‌ ପିଛା ହଜାରେରୁ ୧୫ଶହ ନେଉଥିଲେ ପ୍ରଧାନ ଶକ୍ଷୟିତ୍ରୀ

ମାଲକାନଗିରି,୧୧।୮(ଡି.ଏନ.ଏ.): ମାଲକାନଗିରି ଜିଲା ସିନ୍ଧ୍ରିମାଳ କସ୍ତୁରବା ଗାନ୍ଧୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ନାୟକ ମୋ ସ୍କୁଲ ଅଭିଯାନ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ପରେ ତାଙ୍କୁ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ତେବେ...

କୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଲୋକାୟୁକ୍ତଙ୍କ ବିରୋଧରେ ଅଭିଯୋଗ କରିବା ସହିତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକାୟୁକ୍ତ ଜଷ୍ଟିସ୍‌ ଅଜିତ ସିଂ ଓ ସଚିବ ମାନସ ତ୍ରିପାଠୀଙ୍କ ବିରୋଧରେ କୋର୍ଟଙ୍କ ପ୍ରଦୀପ ପାଣିଗ୍ରାହୀ। ପାଠକ ବାପ-ପୁଅ ମାମଲାରେ ଗିରଫ...

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି।...

ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁରୁଷ ଦଳରେ ସାମିଲ ଥିବା...

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ : ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ ଅଫିସ,୧୧।୮: ମାଟ୍ରିକ ଅଫଲାଇନ ଖାତାଦେଖା ବୁଧବାରଠାରୁ ଆରମ୍ଭ ହୋଇଛି। ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖାହେଉଛି। କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ୧୫୦୦ ଶିକ୍ଷୟିତ୍ରୀ, ଶିକ୍ଷକ...

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୨୩ ତାରିଖରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri