୯ରୁ୯ ନେଇଗଲା ବିଜେଡି
କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ ୯ଟି ଜୋନ୍ ବିଜେଡି ଦଖଲ କରିଛି। ଜୋନ-୧ରେ କନକଲତା ବେହେରା, ଜୋନ୍ ୫ରେ ଲିଲିତା…
ଆଲମିରା ତିଆରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା, ମିଳିଲା ରକ୍ତଭିଜା ଛୁରି
ବ୍ରହ୍ମପୁର ଅଫିସ,୨୭ା୨: ସଦର ଥାନା ଅଳକାପୁରୀରେ ରହୁଥିବା ବୃଦ୍ଧ ଦମ୍ପତ୍ତିଙ୍କ ଘରେ ସୁନା, ଗହଣା ଓ ଟଙ୍କା ରହିଥିବା ଅପରାଧୀ ଜଣକ ଜାଣିବାକୁ ପାଇଥିଲେ। ସେହି ଘରେ ବିଜୟ ଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀ ସୁରଜା ରହୁଥିବା ବେଳେ ଗତ…
ଦ୍ୱିତୀୟ ଦିନର ଗଣତି ସୁଦ୍ଧା ୫୦୦ ପାର୍ କଲାଣି ବିଜେଡି
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ଦିନ ଭୋଟ୍ ଗଣତି। ତେବେ ଗତକାଲିର ଗଣତି ମଧ୍ୟ ଆଜି ଅପରାହ୍ନ ୧ଟା ସୁଦ୍ଧା ସରିନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍ରେ ଭୋଟ ଗଣତି ଆରମ୍ଭ କରାଯାଇଥିବା ବେଳେ…
୨ଟି ଆସନରେ ବିଜେଡିର ବାଜିମାତ୍
ବରଗଡ଼ ଅଫିସ,୨୭ା୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଶନିବାର ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା । ତେବେ ଗଣତି ସରିବା ପରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ୨ ଜିଲା ପରିଷଦ ଜୋନ୍ରେ ବିଜେଡି ପ୍ରାର୍ଥି…
ୟୁକ୍ରେନ୍ରେ ଫସି ରହିଛନ୍ତି ମାଲକାନଗିରି ଯୁବକ
ମାଲକାନଗିରି,୨୭।୨(ଡି.ଏନ.ଏ.): ୟୁକ୍ରେନ ଓ ଋଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ସେଠାରେ ପରିସ୍ଥିତି ଶୋଚନୀୟ ହେବାରେ ଲାଗଛି। ଏଭଳି ସ୍ଥିତରେ ୟୁକ୍ରେନକୁ ପାଠପଢିବାକୁ ଯାଇଥିବା ଅନେକ ଓଡିଆ ଛାତ୍ର ସେଠାରେ ଫସି ରହିଛନ୍ତି। ମାଲକାନଗିରି ଜିଲା ବୁଟିଗୁଡାର ରାଜେନ୍ଦ୍ର ପ୍ରଧାନଙ୍କ ପୁଅ…
ବିଦ୍ୟାଳୟ ସମ୍ମୁଖରେ ମୁକୁଳା କୂଅ
ତେଲକୋଇ, ୨୭।୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ପିଟାନାଳୀ ଠାରେ ଆଦର୍ଶ ବିଦ୍ୟାଳୟ ରହିଛି। ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୮୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି । ତେବେ ବିଦ୍ୟାଳୟର ପ୍ରସ୍ଥାନରେ ଏକ ମୂକୁଳା…
ସ୍କୁଲ ଖୋଲିଲେ ବି ସପ୍ତାହଯାକ ହେବନି ପାଠପଢ଼ା
ଭୁବନେଶ୍ୱର,୨୭।୨(ବ୍ୟୁରୋ): କରୋନା ସଂକ୍ରମଣ କିମିଥିବା ବେଳେ ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲା । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ ।…
କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ
ବନ୍ତ,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। ଏନେଇ ବାରମ୍ବାର…
ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ
କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍ଟିଏଫ୍ ଟିମ୍ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା।…
୧୧ ଜୋନ୍ରେ ବିଜେଡି, ଭାଜପା ମାତ୍ର ୨
ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ୧୩ ଜୋନକୁ ନେଇ ପ୍ରଥମ ପର୍ଯ୍ୟାୟ ଗଣତି ହୋଇଥିଲା। ଏଥିରେ ବିଜେଡି ୧୧ଟି ଜୋନରେ ଜିତିଥିବା ବେଳେ ଭାଜପା ୨ଟି ଜୋନ୍ରେ ଜିତିଥିବା ସୂଚନା ମିଳିଛି। ଔପଦା-୧: ମୁନି ସିଂ(ବିଜେଡି) ଖଇରା-୩: ଗଜେନ୍ଦ୍ର ପ୍ରସାଦ ଦାସ(ଭାଜପା)…
ଲବ କୁମାର ବିଜୟୀ
ଅମରପାଲି,୨୭।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ-୧ ରେ କଂଗ୍ରେସର ଲବ କୁମାର ସାହୁ ବିଜୟୀ ହୋଇଛନ୍ତି। ସେ ବିଜେଡିର ରଞ୍ଜିତ ରଥଙ୍କଠାରୁ ୧୮୮୩ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଲବକୁମାର ସର୍ବମୋଟ ୧୩ ହଜାର ୨୩୩ଖଣ୍ଡ ଭୋଟ ପାଇଥିବା ବେଳେ…
ରାଜ୍ୟରୁ ପୁଣି ୮ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
Archives


