ବଢିଲା ଯୁକ୍ତ ଦୁଇ ସିଟ୍: ୧୨ରୁ ନାମଲେଖା ଆରମ୍ଭ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ...
ଭୁବନେଶ୍ୱରରେ ୨୩ରୁ ଖୋଲିବ ଧର୍ମାନୁଷ୍ଠାନ
ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜଧାନୀରେ ମନ୍ଦିର ଓ ଧର୍ମାନୁଷ୍ଠାନ କଟକଣା ମଧ୍ୟରେ ଖୋଲିବ। କରୋନା ସ୍ଥିତି ତଥା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ଏନେଇ ଅନୁମତି ଦେବା ସହ...
ମାର୍କେଟ ନ ଖୋଲିଲେ ୫୦ଲକ୍ଷର ମାଛ ନଷ୍ଟହେବ
ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଗତ ରବିବାର ୟୁନିଟ-୪ ମାଛ ମାର୍କେଟକୁ ସିଲ କରଯାଇଥିଲା। ଉକ୍ତ ଘଟଣାକୁ ନେଇ ଜୟ ଯବାନ ମତ୍ସ୍ୟ ବ୍ୟବସାୟୀ ସଂଘ ପକ୍ଷରୁ ସୋମବାର ଏକ ବୈଠକ ବସିଥିଲା। ଏଥିରେ ମାର୍କେଟର...
ସାମାଜିକ କାର୍ଯ୍ୟକ୍ରମରେ ୩ଶହ ଲୋକଙ୍କୁ ଅନୁମତି ମିଳୁ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ବିବାହ, ବ୍ରତ, ଶୁଦ୍ଧିଘର ଆଦି ସାମାଜିକ କାର୍ଯ୍ୟକ୍ରମରେ ୨୫ ବଦଳରେ ୩ଶହ ଲୋକଙ୍କୁ ଅନୁମତି ଦାବି କରି ଅଲ୍ ଓଡ଼ିଶା ଟେଣ୍ଟ, କ୍ୟାଟରର, ଫ୍ଲାଓ୍ବାର, ଲାଇଟ୍ସ ଆଣ୍ଡ ସାଉଣ୍ଡ୍ ଆସୋସିଏଶନ ପକ୍ଷରୁ ସୋମବାର ଭୁବନେଶ୍ୱର ଲୋୟର ପିଏମ୍ଜିରେ ଧାରଣା ଦିଆଯାଇଛି।...
ପୁନଃ ନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ସମୂହ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର, ୧୦।୮(ବ୍ୟୁରୋ): ପୁନଃ ନିଯୁକ୍ତି ଦାବିରେ ଛଟେଇ କମ୍ପ୍ୟୁଟର ଶିକ୍ଷକମାନେ ସୋମବାର ଓଡ଼ିଶା ସ୍କୁଲ୍ ଏଜୁକେଶନ ପ୍ରୋଗ୍ରାମ ଅଥରିଟି (ଓସେପା) କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଥିଲେ। ଦୁଇବର୍ଷ ହେବ ବିନା କାରଣରେ ସରକାର ଛଟେଇ କରିଥିବା ସେମାନେ ଅଭିଯୋଗ...
ଫିକା ପଡ଼ିଗଲା ପାର୍ବଣ ଉତ୍ସାହ
ଦୁଇବର୍ଷ ହେବ ଭକ୍ତ ଓ ଭଗବାନଙ୍କ ମଧ୍ୟରେ କରୋନା ମହାମାରୀ ପ୍ରାଚୀର ହୋଇ ଠିଆ ହୋଇଛି। ଗତବର୍ଷଠାରୁ ମନ୍ଦିର ପ୍ରବେଶ ଓ ପୂଜାପର୍ବ ପାଳନ ଉପରେ କଟକଣା ରହିଛି। ଧୀରେ ଧୀରେ ସ୍ଥିତି ସୁଧୁରୁଥିବାବେଳେ ବିଭିନ୍ନ ଜିଲାରେ ମନ୍ଦିର ଓ...
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍-୨୦୨୧ ରାଜ୍ୟ ସଭାରେ ଗୃହୀତ
ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍, ୨୦୨୧ ଉପରେ ପ୍ରତିକ୍ରିୟା ରଖିବା ପରେ ଏହି ବିଲ୍ ଗୃହୀତ ହୋଇଛି।...
ଗମ୍ଭୀର ହୋଇପାରେ ମରୁଡ଼ି ସ୍ଥିତି
ଭୁବନେଶ୍ୱର, ୧୦।୮(ବ୍ୟୁରୋ): ରାଜ୍ୟରେ ପାଣି ଅଭାବରୁ ବିଭିନ୍ନ ଜିଲାରେ ଜମି ଫାଟି ଆଁ ହୋଇଛି। ତଳି ଓ ରୁଆ ଶୁଖିବାରେ ଲାଗିଛି। ଆଗକୁ ମରୁଡ଼ି ସ୍ଥିତି ଗମ୍ଭୀର ହେବାର ଆଶଙ୍କା ଦେଖାଦେଇଛି। କାରଣ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା...
ଆଗକୁ ବ୍ଲେଣ୍ଡେଡ୍ ମୋଡ୍ରେ ପାଠପଢ଼ା
ପ୍ରଫେସର କ୍ଷିତିଭୂଷଣ ଦାସ। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ ୩୮ବର୍ଷର ଅଭିଜ୍ଞତା ରହିଛି। ଉତ୍କଳ ବିଶ୍ୱବିଦ୍ୟାଳୟର କୁଳସଚିବ ଓ ସିଡିସି ନିର୍ଦ୍ଦେଶକ ଭାବେ ସଫଳତାର ସହ କାର୍ଯ୍ୟ ସମ୍ପାଦନା କରିଛନ୍ତି। ଅବସର ପରେ ସେ ଆଇସିଏସ୍ଏସ୍ଆର୍ ନ୍ୟାଶନାଲ ଫେଲୋ ଏବଂ...
ତୃତୀୟ ଲହରରେ ୧୫% ଶିଶୁ ଆକ୍ରାନ୍ତ ଆଶଙ୍କା
ଭୁବନେଶ୍ୱର, ୧୦।୮(ବ୍ୟୁରୋ): କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ମାନବ ସମ୍ବଳ, ଉପକରଣ ଆଦି ସବୁ କ୍ଷେତ୍ରରେ ବ୍ୟବସ୍ଥା ହୋଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।...
ଭିଜିଲାନ୍ସ ଜାଲରେ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ
କେନ୍ଦୁଝର,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ ୪ଟି ସ୍ଥାନରେ ସକାଳୁ ସକାଳୁ...
୩ ମାସ ହେଲା ୪୦ ପରିବାର ଜଳବନ୍ଦୀ
ବାହାନଗା, ୧୦ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ୨ଟି ୱାର୍ଡର ଦୁଃଖ କହିଲେ ନ ସରେ। ୟାସ୍ ବାତ୍ୟାକୁ ୩ମାସ ବିତିଯାଇଥିଲେ ମଧ୍ୟ ଖପରପଦା ସାହିର ୪୦ ପରିବାର ଏବେ ବି ଜଳବନ୍ଦୀ ହୋଇରହିଛନ୍ତି। ଅନ୍ୟ ଏକ ପାଖ...
Archives


