ଫେରିବା ଅପେକ୍ଷାରେ ୫ ଛାତ୍ର
ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଚମ୍ପୁଆ ଅଞ୍ଚଳର ଶୁଭମ କୁମାର ସାହୁଙ୍କୁ ଫେରାଇ ଆଣିବା…
ଆଉ ୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୬।୦୨(ବ୍ୟୁରୋ): ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…
ରାଜ୍ୟରେ କୁମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ପିଲା ରହିଛନ୍ତି। ସେହିପରି ୧୭୧ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୨୨ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…
ଆରମ୍ଭ ହେଲା ପଞ୍ଚାୟତ ଭୋଟ ଗଣତି
ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଏହି ଭୋଟ୍ ଗଣତି ତିନି ଦିନ ଧରି ଚାଲିବ। ଆଜି ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍ରେ ଗଣତି ହେଉଛି। ରାଜ୍ୟର ସମସ୍ତ ୩୧୪ ବ୍ଲକ୍ରେ ଗଣତି…
ସହର ଭିତରେ ଫ୍ଲାଏ ଆଶ୍ ଇଟା କାରଖାନା
ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ ଇଟା ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିସହିତ ଇଟା ଅନ୍ଲୋଡିଂ ପାଇଁ ଶିଶୁ ଶ୍ରମିକମାନଙ୍କୁ…
ଚାଲିଛି ହାର୍ଜିତ୍ ଆକଳନ
ଚଣ୍ଡିଖୋଲ,୨୬ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକର ୪୩ ପଞ୍ଚାୟତରେ ୧୮ ତାରିଖରେ ମତଦାନ ଶେଷ ହୋଇଛି। ଏହାପରେ ପ୍ରାର୍ଥୀ ହାର୍ଜିତକୁ ନେଇ ଅଙ୍କ କଷିବାରେ ବ୍ୟସ୍ତ ଅଛନ୍ତି। ୬୩୭ୱାର୍ଡ ପାଇଁ ୧ଲକ୍ଷ ୪୬ ହଜାର ୧୨୮ଜଣ ଭୋଟର ମତଦାନ କରିଛନ୍ତି। ୪୩ ପଞ୍ଚାୟତ ସମେତ…
ଜିତିବା, ହାରିବାକୁ ନେଇ ଅଙ୍କକଷା
ଯାଜପୁର ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଶେଷହେବା ପରେ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି। ତେଣୁ ଏବେ ଜିତିବା ହାରିବା ନେଇ ପ୍ରାର୍ଥୀ ଏବଂ ହାଇପ୍ରୋଫାଇଲ…
‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ…
ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର ଦିନକ ପୂର୍ବରୁ ଏହି ତାରିଖ ଘୋଷଣା ଅନେକ ନେତାଙ୍କ ପାଇଁ ଚିନ୍ତାର କାରଣ…
କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ କୋର୍ଟରେ ହେବ ଶୁଣାଣି
ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବଙ୍ଗୋମୁଣ୍ଡା ଜେଏମ୍ଏଫ୍ସି କୋର୍ଟରୁ ମାମଲାଟିକୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ କୋର୍ଟକୁ…
‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରକାଶ…
ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ
ଭୋଗରାଇ, ୨୬ା୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର ସମୁଦ୍ରରୁ ଏକ ଟ୍ରଲରରେ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଥିବା ଏହି ବିରଳ ମାଛକୁ ପେଟୁଆ ମତ୍ସ୍ୟ…
Archives


