Odisha Elections 2024

ରାଜ୍ୟ

ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି...

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା ଭାବେ ମଧ୍ୟ କିଡ୍‌କୋ ରାସ୍ତାର ଜିଲାରେ ନାଁ ରହିଛି। ୨୦ ନଂ ଜାତୀୟ...

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ ଶିକ୍ଷାବିତ ସଦସ୍ୟ ଭାବେ ରହିବେ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।...

ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ...

ଛାତ୍ରାବାସରେ ମସାଜ୍‌ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ ହେଉଛି। ଭିଡିଓ କେଉଁ ଦିନର ତାହା ଜଣାପଡ଼ି ନ...

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ...

ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ସେ କହିଛନ୍ତି, ଘଟଣାକୁ ନେଇ କମିଟଇ ଗଠନ ନିନ୍ଦନୀୟ। ଚୋର ହାତରେ ଚାବିକାଠି...

ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ୟୁନିଫର୍ମ ପିନ୍ଧି ନ ଥିବାରୁ ରାଗିଲେ, ଖାଦ୍ୟର ମାନ କଲେ ଯାଞ୍ଚ

କୋରୁକେଣ୍ଡା,୨୩।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଗୁରୁବାର ଅଚାନକ ଗ୍ରସ୍ତ କରିଥିଲେ। ପୂର୍ବରୁ ଏହି ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦେଉଥିବା ବାରମ୍ବାର ଅଭିଯୋଗ ଆସୁଥିବାରୁ ଜିଲାପାଳ...

କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ପାଇଁ ଗଠନ ହେଲା ତିନିଜଣିଆ କମିଟି

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ମୁତୟନ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଗୁରୁବାର ତିନି ଜଣିଆ କମିଟି ଗଠନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ଗଠିତ କମିଟିରେ କଂଗ୍ରେସର ବରିଷ୍ଠ ନେତା...

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ...

ପୋଖରୀରେ ପଶିଲା ଟ୍ରକ୍‌, ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି

ଭଣ୍ଡାରିପୋଖରୀ,୨୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥ ତୋରତ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ପୋଖରୀରେ ପଶିଯାଇଛି। ଟ୍ରକ୍‌ଟି କଟକ ପଟୁ ଆସୁଥିବା ବେଳେ ଏକାଧିକ ଗାଡ଼ିକୁ ଧକ୍କା ଦେଇ ପୋଖରୀରେ ପଶିଯାଇଛି।...

କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ ଚତୁଃପାର୍ଶ୍ୱ ରିଂ ରୋଡ୍‌ ୬ ଲେନ୍‌ ହେବ। କଟକ ଏସ୍‌ସିବି ମେଡିକାଲ ବିଶ୍ୱସ୍ତରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri