ଏସ୍ଏଲ୍ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର
ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ…
୩,୩୩,୯୪୩ ମାମଲାର ଫଇସଲା
କଟକ ଅଫିସ,୨୬ା୨: କଟକ ଜୁଡିସିଆଲ୍ ଏକାଡେମୀରେ ୩ ଦିନ ବ୍ୟାପୀ ହେବାକୁ ଥିବା ଜିଲା ଜଜ୍ ସମ୍ମିଳନୀ-୨୦୨୨ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଉଦ୍ଘାଟନ କରିଥିଲେ। ଏହି ଅବସରରେ ୨୦୨୧ର ବାର୍ଷିକ ରିପୋର୍ଟ ଉନ୍ମୋଚିତ…
ହେମାନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି , ‘ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ…
ସଜେଇ ହେଉଛି ଶ୍ରୀଲୋକନାଥ ମନ୍ଦିର, ୨ ତାରିଖ ଭୋର ୪ଟାରେ ଉଠିବ ମହାଦୀପ
ପୁରୀ ଅଫିସ, ୨୫ା୨: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଆସନ୍ତା ୨୭ରେ ପଙ୍କୋଦ୍ଧାର ତଥା ପଙ୍କ ଉଜୁଳା ନୀତି ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୧ରେ ମହାଶିବରାତ୍ରୀ ବା ଜାଗରଯାତ୍ରା ପାଳନ କରାଯିବ। ଏଥିପାଇଁ ପୁରୀ ଜିଲା ପ୍ରଶାସନ ଏବଂ ଶ୍ରୀଲୋକନାଥ…
ଭଙ୍ଗାଗଲା ଏମାର ମଠର ଅବଶିଷ୍ଟ ପୁରୁଣା-ଦୁର୍ବଳ କୋଠା
ପୁରୀ ଅଫିସ, ୨୫ା୨: ଏମାର ମଠର ଉଚ୍ଛେଦ ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ଶୁକ୍ରବାର ପୁରୀ ଜିଲା ପ୍ରଶାସନ ପକ୍ଷରୁ ମଠର ଅବଶିଷ୍ଟ ପୁରୁଣା ଓ ଦୁର୍ବଳ କୋଠାଗୁଡ଼ିକୁ ଭଙ୍ଗାଯାଇଛି। ଦୁଇଜଣ ମାଜିଷ୍ଟ୍ରେଟ ଏବଂ…
ବର୍ଷା ସତ୍ତ୍ୱେ ତାତି ବଢ଼ୁଛି, ୩୦ ଡିଗ୍ରୀ ଉପରେ ୨୦ ସହର
ଭୁବନେଶ୍ୱର, ୨୫।୨(ବ୍ୟୁରୋ)- ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଜିଲାରେ ବର୍ଷା ଜାରି ରହିଛି। ଶୁକ୍ରବାର ତାଳଚେର, ଅନୁଗୋଳ, ବାରିପଦାରେ ବର୍ଷା ହୋଇଥିବାବେଳେ ଶନିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳରେ ସ୍ବଳ୍ପ ଧରଣର ବର୍ଷା…
ପରପାରିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଝିଅ ସୁନୀତା ସୂଚନା ଦେଇଛନ୍ତି। ପରଲୋକ ବେଳକୁ ତାଙ୍କୁ ୮୩ ବର୍ଷ…
ରାତି ପାହିଲେ ଭୋଟ୍ ଗଣତି
ଭୁବନେଶ୍ୱର,୨୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍ ଗଣତି ଆରମ୍ଭ ହେବା । ଗଣତି ସକାଳ ୮ଟାରୁ ଆରମ୍ଭ ହୋଇ ଶେଷ ହେବା ଯାଏଁ ଚାଲିବ । ୩୧୪ଟି…
ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଫେବୃୟାରୀ ୨୮ ତାରିଖରୁ ସମସ୍ତ କୋଭିଡ କେୟାର ସେଣ୍ଟର ବନ୍ଦ ହେବ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବିଏମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ କୋଭିଡ…
ୟୁକ୍ରେନ୍ରେ ଫସିଥିବା ଓଡ଼ିଆଙ୍କ ପାଇଁ ଖୋଲିଲା ସ୍ବତନ୍ତ୍ର ସହାୟତା ସେଲ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ୟୁକ୍ରେନ୍ରେ ଫସିଥିବା ଓଡ଼ିଆଙ୍କ ପାଇଁ ସ୍ବତନ୍ତ୍ର ସହାୟତା ସେଲ ଖୋଲିଛି। ଦିଲ୍ଲୀ ସ୍ଥିତ ଓଡ଼ିଶା ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ଏହି ସେଲ୍ ଖୋଲା ଯାଇଛି। ରେସିଡେଣ୍ଟ କମିଶନର ରବି କାନ୍ତ ସ୍ବତନ୍ତ୍ର ସେଲ ନୋଡାଲ ଅଫିସର ନିଯୁକ୍ତି ପାଇଛନ୍ତି। ଏହି…
ୟୁକ୍ରେନ୍ରେ ଫସିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା
ଭୁବନେଶ୍ୱର,୨୫।୨(ବ୍ୟୁରୋ): ରୁଷିଆ-ୟୁକ୍ରେନ୍ ମଧ୍ୟରେ ଦୁଇ ଦିନ ଧରି ଯୁଦ୍ଧ ଜାରି ରହିଛି । ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନ୍ ଯୁଦ୍ଧ ନେଇ ଘୋଷଣା କରିବା ପରେ ୟୁକ୍ରେନ୍ ଉପରେ ରୁଷିଆ ଜୋରଦାର ଆକ୍ରମଣ କରିଛି। ୟୁକ୍ରେନ୍କୁ ତିନିପଟୁ ଘେରି ଆକ୍ରମଣ…
ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ…
Archives


