ଆଗକୁ ବ୍ଲେଣ୍ଡେଡ୍ ମୋଡ୍ରେ ପାଠପଢ଼ା
ପ୍ରଫେସର କ୍ଷିତିଭୂଷଣ ଦାସ। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ ୩୮ବର୍ଷର ଅଭିଜ୍ଞତା ରହିଛି। ଉତ୍କଳ ବିଶ୍ୱବିଦ୍ୟାଳୟର କୁଳସଚିବ ଓ ସିଡିସି ନିର୍ଦ୍ଦେଶକ ଭାବେ ସଫଳତାର ସହ କାର୍ଯ୍ୟ ସମ୍ପାଦନା କରିଛନ୍ତି। ଅବସର ପରେ ସେ ଆଇସିଏସ୍ଏସ୍ଆର୍ ନ୍ୟାଶନାଲ ଫେଲୋ ଏବଂ...
ତୃତୀୟ ଲହରରେ ୧୫% ଶିଶୁ ଆକ୍ରାନ୍ତ ଆଶଙ୍କା
ଭୁବନେଶ୍ୱର, ୧୦।୮(ବ୍ୟୁରୋ): କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ମାନବ ସମ୍ବଳ, ଉପକରଣ ଆଦି ସବୁ କ୍ଷେତ୍ରରେ ବ୍ୟବସ୍ଥା ହୋଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।...
ଭିଜିଲାନ୍ସ ଜାଲରେ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ
କେନ୍ଦୁଝର,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ ୪ଟି ସ୍ଥାନରେ ସକାଳୁ ସକାଳୁ...
୩ ମାସ ହେଲା ୪୦ ପରିବାର ଜଳବନ୍ଦୀ
ବାହାନଗା, ୧୦ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ୨ଟି ୱାର୍ଡର ଦୁଃଖ କହିଲେ ନ ସରେ। ୟାସ୍ ବାତ୍ୟାକୁ ୩ମାସ ବିତିଯାଇଥିଲେ ମଧ୍ୟ ଖପରପଦା ସାହିର ୪୦ ପରିବାର ଏବେ ବି ଜଳବନ୍ଦୀ ହୋଇରହିଛନ୍ତି। ଅନ୍ୟ ଏକ ପାଖ...
ନାହିଁ ନାହିଁରେ ଯୁଗପୁରା ପାସେଞ୍ଜର୍ ହଲ୍ଟ
ବୈଶିିଙ୍ଗା,୧୦।୮(ଡି.ଏନ.ଏ.)-ପୂର୍ବତଟ ରେଳପଥ ଅଧୀନ ରୂପ୍ସା- ବାଙ୍ଗିରିପୋଷୀ ରେଳପଥର ବୈଶିଙ୍ଗା ନିକଟସ୍ଥ ସର୍ବ ପୁରାତନ ଯୁଗପୁରା ପାସେଞ୍ଜର୍ ହଲ୍ଟ ଅଦ୍ୟାବଧି ଷ୍ଟେଶନର ମାନ୍ୟତା ପାଇପାରିନାହିଁ। ଏଠାରେ ପ୍ଲାଟ୍ଫର୍ମ ନାହିଁ। ରୋଗୀ, ଶିଶୁ ଓ ମହିଳାଙ୍କ ସମେତ ବୟସ୍କ ବ୍ୟକ୍ତିଙ୍କୁ ଟ୍ରେନ୍କୁ ଉଠିବା...
୬ ମାସ ନ ପୂରୁଣୁ ୬ ସ୍ଥାନରେ ଫାଟ
ବଇଣ୍ଡା,୧୦ା୮(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନି। ଏପରି କି ନିର୍ମାଣାଧୀନ ୪୦ କିଲୋମିଟର ରାସ୍ତାକୁ ୬ ମାସ ମଧ୍ୟ ପୂରିନି। ହେଲେ ୬ଟି ସ୍ଥାନରେ ଫାଟ ଦେଖାଦେଲାଣି। ଏହାକୁ ନେଇ ଆଶଙ୍କାରେ ପଡ଼ିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକର...
ମଙ୍ଗଳବାରଠୁ ଖୋଲିବ ଘଟଗାଁ ତାରିଣୀ ମନ୍ଦିର
କେନ୍ଦୁଝର/ଘଟଗାଁ,୯ା୮(ସ୍ବ.ପ୍ର./ଡି.ଏନ୍.ଏ.): ମଙ୍ଗଳବାରଠାରୁ କୋଭିଡ୍ କଟକଣାରେ ଖୋଲିବ କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିର। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଛି। ଶ୍ରଦ୍ଧାଳୁମାନେ ମାସ୍କ ପରିଧାନ ଓ ସାମାଜିକ ଦୂରତ୍ୱ ରକ୍ଷାକରି ମା’ଙ୍କ ଦର୍ଶନ କରିପାରିବେ। ୨ଟି...
ଏବେ ଖୋଲିବନି ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର,୯।୮(ବ୍ୟୁରୋ): ଶୈବକ୍ଷେତ୍ରର ପ୍ରସିଦ୍ଧ ଶ୍ରୀ ଲିଙ୍ଗରାଜ ମନ୍ଦିର। କିଛି ମାସ ହେଲା କୋଭିଡ୍ କଟକଣା ଯୋଗୁ ମନ୍ଦିର ବନ୍ଦ ରହିଛି। ମନ୍ଦିର କେବେ ଖୋଲିବ ତାହା ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଯଦିଓ ମନ୍ଦିରମାଳିନୀ ସହରର ଅନ୍ୟାନ୍ୟ ଧାର୍ମିକ...
ରାଜ୍ୟରେ ନିର୍ମାଣ ହେବ ୮୯ ଇନ୍ଡୋର ଷ୍ଟାଡିୟମ
ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ରାଜ୍ୟରେ ହେବ ପଞ୍ଚାୟତ ଏବଂ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲାରେ ୮୯ଟି ବହୁମୁଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ ସହ ୧୬ଟି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ କରିଛନ୍ତି। ସୋମବାର ସନ୍ଧ୍ୟାରେ...
ପୋଖରୀରେ ଓଲଟିଲା ଟ୍ରାକ୍ଟର, ଗଲା ୪ ଜୀବନ
ଦନ୍ତେୱାଡା,୯।୮: ସୋମବାର ଥିଲା ବିଶ୍ୱ ଆଦିବାସୀ ଦିବସ। ଏଥିରେ ଭାଗ ନେବାକୁ ମାଲକାନଗିରି ଜିଲା ଟାଟୁମ ଗାଁର ପ୍ରାୟ ୩୦ଜଣ ଆଦିବାସୀ ଏକ ଟ୍ରାକ୍ଟର ଯୋଗେ ଛତିଶଗଡ଼ କାଟେକାଲିଆନ୍ ଅଭିମୁଖେ ଯାଉଥିଲେ। ହେଲେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା...
ବଦଳିଲେ ଭଦ୍ରକ, ଢେଙ୍କାନାଳ ଜିଲାପାଳ
ଭୁବନେଶ୍ୱର,୯।୮: ରାଜ୍ୟ ସରକାର ସୋମବାର ଆଇଏଏସ୍ ଏବଂ ଓଏଏସ୍ସ୍ତରରେ ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ...
ପାର୍ବଣ ଋତୁ ଲାଗି ରାଜ୍ୟ ସରକାରଙ୍କ କୋଭିଡ୍ ଗାଇଡଲାଇନ: ଜାଣନ୍ତୁ କ’ଣ ରହିଛି ଏଥିରେ
ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ପାର୍ବଣ ଋତୁ ଆସୁଥିବାରୁ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା...
Archives


