ରାଜ୍ୟ

‘ଷ୍ଟାର ମିସ୍‌ କନ୍‌ଫିଡେଣ୍ଟ’ ହେଲେ ଆୟତୀ

ଭୁବନେଶ୍ୱର, ୯।୮(ବ୍ୟୁରୋ): ଜାତୀୟସ୍ତରୀୟ ପ୍ରତିଯୋଗିତା ‘ଷ୍ଟାର୍‌ ମିଷ୍ଟର ଆଣ୍ଡ୍‌ ମିସ୍‌ ଟିନ୍‌ ଇଣ୍ଡିଆ’ରେ ପ୍ରତିଭା ପ୍ରଦର୍ଶନ କରି ଟାଇଟଲ୍‌ ହାସଲ କରିଛନ୍ତି ଭୁବନେଶ୍ୱରର ଝିଅ ଆୟତୀ ପଟ୍ଟନାୟକ। ନୂଆଦିଲ୍ଲୀର ଷ୍ଟାର୍‌ ଏଣ୍ଟରଟେନ୍‌ମେଣ୍ଟ ପ୍ରଡକ୍ସନ ପକ୍ଷରୁ ନିକଟରେ ରାଜସ୍ଥାନର ଜୟପୁର ସହରରେ...

ବିଲ ଫାଟି ଆଁ, ମରୁଡ଼ି ଆଶଙ୍କା

ରାଜନଗର,୯।୮ (ଡି.ଏନ.ଏ.)ଚଳିତବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଚାଷୀକୁଳ ହତାଶ ହୋଇପଡିଛନ୍ତି। ଜୁନ ପ୍ରଥମ ସପ୍ତାହରେ ମୌସୁମୀର ଆଗମନ ଚାଷୀମାନଙ୍କୁ ଆନନ୍ଦିତ କରିଥିଲା। ହଠାତ୍‌ ଜୁଲାଇ ପ୍ରଥମ ସପ୍ତାହରୁ ମୌସୁମୀ ଉଭାନ ହୋଇଗଲା। ଆଷାଢ଼ ଯାଇ ଶ୍ରାବଣ ଚାଲିଛି। ଶ୍ରାବଣରେ ବିଲ...

ବିଏମ୍‌ସି ବ୍ୟତୀତ ଆଜିଠୁ ଖୋର୍ଦ୍ଧା ଜିଲାର ଖୋଲିଲା ସମସ୍ତ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୮ା୮: ଦୀର୍ଘ ୩ମାସ ପରେ ସୋମବାରଠାରୁ ଖୋର୍ଦ୍ଧା ଜିଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିିଛି। କରୋନା ମହାମାରୀ ଯୋଗୁ ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଥିଲା। ଏବେ କଟକଣା କୋହଳ ହେବା ପରେ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ ଖୋଲିବା...

ଅଧାରୁ ପାଠ ଛାଡ଼ିଲେ ୧୬୯ ଛାତ୍ରୀଛାତ୍ର

ଚମ୍ପୁଆ,୯।୮(ଡି.ଏନ.ଏ.)- ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅନେକ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡୁଛନ୍ତି। ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଆସୁନାହାନ୍ତି। ବର୍ତ୍ତମାନ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରି ଶିକ୍ଷା ପ୍ରତି ଆକୃଷ୍ଟ କରିବା...

ଦିବ୍ୟାଙ୍ଗ ଭାଇଙ୍କୁ ପରିଚୟ ଦେଇଛି ଚିତ୍ରକଳା

କଟକ ଅଫିସ,୯।୮: କଟକ ଯୋବ୍ରା ମଲ୍ଲାସାହି ଅଞ୍ଚଳର ଦୁଇଭାଇ ଶ୍ରୀହର୍ଷ ଶୁକ୍ଲା ଓ ସିଦ୍ଧାର୍ଥ ଶୁକ୍ଲା। ଜନ୍ମରୁ ସେମାନେ କଥା କହିପାରନ୍ତିନି କି ଶୁଣିପାରନ୍ତି ନାହିଁ। ଠାର ମାଧ୍ୟମରେ ସମସ୍ତଙ୍କ ଭାବନା ବୁଝିପାରନ୍ତି। ଏବେ ଏହି ଦୁଇ ଦିବ୍ୟାଙ୍ଗ ଭାଇଙ୍କୁ...

ଖୋର୍ଦ୍ଧା ଝିଅ ସମୀକ୍ଷାଙ୍କୁ ଆମନ୍ତ୍ରଣ

ଖୋର୍ଦ୍ଧା ଅଫିସ, ୯ା୮: ଅନ୍ତର୍ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଖୋର୍ଦ୍ଧାର ଝିଅ ସୁଶ୍ରୀ ସମୀକ୍ଷା ପଣ୍ଡା ଭାଗ ନେବେ। ସମୀକ୍ଷାଙ୍କୁ ଆମନ୍ତ୍ରଣ କରିଛନ୍ତି ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ୍‌। ଏହି ପ୍ରତିଯୋଗିତାରେ ବିଶ୍ୱର ୧୦ ଦେଶରୁ ୩ଶହ ପ୍ରତିଯୋଗୀ...

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାରେ ଲାଗିଛି। ସୋମବାରଠାରୁ ରାଜ୍ୟରେ ଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଇଞ୍ଜିନିୟରିଂ, ଡିପ୍ଲୋମା,...

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ହେଁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ପୁଣି ଆଉ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଖସିଲା କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୮(ବ୍ୟୁରୋ): ଦୀର୍ଘଦିନ ପରେ ରାଜ୍ୟରେ ୧୦୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ସୋମବାର ରାଜ୍ୟରୁ ୮୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୭,୯୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ନୂଆ ସଂସ୍କୃତି ଆପଣାଅ: ବେଦାନ୍ତ

ଯାଜପୁର ଅଫିସ,୯ା୮(ହର୍ଷବର୍ଦ୍ଧନ ବେହେରା): ଅର୍ଥ ବଳରେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ହାତରେ ରଖି କିଭଳି ଲୋକଙ୍କୁ ଦମନ କରାଯାଇପାରୁଛି ତାହାର ପଦ୍ଧତି ନିକଟରେ ବେଦାନ୍ତ କମ୍ପାନୀର ଏକ ଆଭ୍ୟନ୍ତରୀଣ ଇ-ମେଲ୍‌୍‌ରୁ ଜଣାପଡ଼ିଥିଲା। ୨୦୨୦ ନଭେମ୍ବର ୧୩ରେ ଫାକର ଓସ୍ତପାଳ ଖଣିର...

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୯।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭର୍ଚୁଆଲରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ...

ଟ୍ରକ ଧକ୍କାରେ ଗଲା ଦମ୍ପତିଙ୍କ ଜୀବନ

ଝୁମ୍ପୁରା,୮।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଅର୍ଶଳା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଢେଙ୍କିକୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri