ଜାନୁୟାରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ
କଟକ ଅଫିସ, ୩୦।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଠାରୁ ଜାନୁୟାରୀ ୩ ଯାଏ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । ଓମିକ୍ରନର ସଂକ୍ରମଣ ବଢ଼ୁଥିବା ସହ ନୂଆବର୍ଷରେ ପର୍ଯ୍ୟଟକଙ୍କର ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏ…
ରାଜ୍ୟରେ ଚିହ୍ନଟ ହେଲେ ୨୨୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୩ ଜଣ ଲୋକାଲ…
ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ
କେନ୍ଦ୍ରାପଡା ଅଫିସ,୩୦।୧୨: ପର୍ଯ୍ୟଟକଙ୍କ ପାଇଁ ଗୁରୁବାର ଶିମିଳିପାଳ ବନ୍ଦ ରହିବ। ଏ ନେଇ ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ସୂଚନା ଦେଇଛନ୍ତି। ତେବେ ବର୍ଷା ଯୋଗୁ କେବଳ ଆଜି ଦିନକ ପାଇଁ ବନ୍ଦ ରହିବ ବୋଲି ସୂଚନା ମିଳିଛି।
ଚନ୍ଦକାରେ ୪ ଜଙ୍ଗଲ ସଫାରି ଯାନ ଲୋକାର୍ପିତ
ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୩୦ା୧୨(ଡି.ଏନ୍.ଏ.): ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଗୋଡ଼ିବାରିଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରି ଯାନର ଶୁଭାରମ୍ଭ ହୋଇଛି। ବୁଧବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…
ବିଶ୍ୱସ୍ତରୀୟ ଚିଡ଼ିଆଖାନା ହେବ ନନ୍ଦନକାନନ
ବାରଙ୍ଗ,୩୦।୧୨(ଡି.ଏନ୍.ଏ.): ଧଳାବାଘ, ବଜ୍ରକାପ୍ତା ଓ ଘଡ଼ିଆଳ କୁମ୍ଭୀର ପ୍ରଜନନକୁ ନେଇ କେନ୍ଦ୍ରର ଦୃଷ୍ଟିଆକର୍ଷଣ କରିପାରିଥିବା ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଖୁବ୍ଶୀଘ୍ର ହେବାକୁ ଯାଉଛି ବିଶ୍ୱସ୍ତରୀୟ ଚିଡ଼ିଆଖାନା। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର…
ଇଡ୍କୋର ଜମି ବ୍ୟାଙ୍କ ପାଇଁ ଜନଶୁଣାଣି
ପାରାଦୀପ,୩୦ା୧୨(ସ୍ବ.ପ୍ର.): ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୧୧୧ଟି ଗ୍ରାମ ସୀମାରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମ (ଇଡ୍କୋ) ୨୮୪.୧୫ ଲକ୍ଷ ବର୍ଗ ମିଟର ବା ୨୮,୪୧୪ ଏକର ଜମି ଅଧିଗ୍ରହଣ କରିବାକୁ ଯାଉଛି। ସେଥିପାଇଁ ବୁଧବାର ପାରାଦୀପ ମଧୁବନ ପୌର କଲ୍ୟାଣମଣ୍ଡପଠାରେ…
ଜୈବ ବିବିଧତା ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି
କେନ୍ଦ୍ରାପଡ଼ା ଅଫିସ, ୩୦ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ପେଣ୍ଠ ବେଳାଭୂମିରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଗତ ୧୫ ତାରିଖରୁ ଜାତୀୟଉଦ୍ୟାନ ଭିତରକନିକା ଇକୋ ରିଟ୍ରିଟ୍ ଆରମ୍ଭ ହୋଇଛି। ଏଥିସହ ଶୀତଋତୁର ଆରମ୍ଭରୁ ବିଦେଶାଗତ ପକ୍ଷୀଙ୍କ ସମାହାର ପାଇଁ ଏଠାରେ ପର୍ଯ୍ୟଟକଙ୍କ…
ତିନିଦିନ ଘନ କୁହୁଡ଼ି
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ,…
ଖୋଲିବ ୬୩ ଆଦର୍ଶ ବିଦ୍ୟାଳୟ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…
ସିଆଇଆର୍ବି ଗଠନକୁ ଅଣଦେଖା
କେନ୍ଦ୍ରାପଡ଼ା ଅଫିସ, ୩୦ା୧୨: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ଏକ କୋଷ୍ଟାଲ ଇଣ୍ଡିଆ ରିଜର୍ଭ ବାଟାଲିଅନ (ସିଆଇଆରବି) ଆବଶ୍ୟକ। ଏହି ବାଟାଲିୟନର ମଞ୍ଜୁର ସକାଶେ ରାଜ୍ୟ ସରକାର ୨୦୧୭ ରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି କରିଥିଲେ। ରାଜ୍ୟ ସରକାରଙ୍କ ତତ୍କାଳୀନ…
୧୫ ଆଇପିଏସ୍ ଅଧିକାରୀଙ୍କ ପଦୋନ୍ନତି
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ…
ସ୍ବାଧୀନତା, ସମ୍ପତ୍ତି ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସରେ ୧୪ ନୂଆ ଥାନାକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଜୀବନ, ସ୍ବାଧୀନତା ଓ ସମ୍ପତ୍ତିର ସୁରକ୍ଷା ସର୍ବୋଚ୍ଚ…
Archives


