୨୦ସୁଦ୍ଧା ମାଟ୍ରିକ ଅଫ୍ଲାଇନ ରେଜଲ୍ଟ
ଭୁବନେଶ୍ୱର, ୮।୮(ବ୍ୟୁରୋ): ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା ଖାତାଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୨୦ ସୁଦ୍ଧା ଫଳ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍ଶୀଘ୍ର ପରୀକ୍ଷାଫଳ ବାହାରିବା ତାରିଖ ଘୋଷଣା କରାଯିବ।...
କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ...
ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ଆଳି,୭।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ଜଣେ ଯୁବକ ସୋସିଆଲ ମିଡିଆରେ ଭାଇରଲ କରିଥିବା ଅଭିଯୋଗ ଆସିଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଜଣେ...
ବଜ୍ରପାତରେ ଚାଲିିଗଲା ୮ ଜୀବନ
ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲାରେ ୬, ଭଦ୍ରକରେ ଜଣେ ଓ...
ଧରାପଡ଼ିଲେ ବଳାତ୍କାରୀ
ବଡବିଲ,୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଝୁମ୍ପୁଡି ହଟିଂ ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ୨ନାବାଳକଙ୍କୁ କାବୁ କରିଛି। ଗିରଫ ଅଭିଯୁକ୍ତ...
ରାଜ୍ୟର ଏସବୁ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର,୭ା୮(ବ୍ୟୁରୋ): ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ରାଜ୍ୟର ୧୩ଟି ଜିଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କଟକ, ପୁରୀ,...
ବର୍ଷାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଭବ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ଅର୍ଥାତ୍ ଅଗଷ୍ଟ ୭ରେ ହେଉଛି ଜନ୍ମଦିନ। ଏହି ଅବସରରେ ସ୍ବାମୀ ତଥା ଏମ୍ପି ଅନୁଭବ ମହାନ୍ତି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏମିତିରେ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ଯୋଗୁ କୋର୍ଟରେ ମାମଲା...
ପର୍ଯ୍ୟଟକ ୯୬%, ରାଜସ୍ଵ ୪୬% ଅଭିବୃଦ୍ଧି
ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାରେ ଇକୋ-ଟୁରିଜମ୍ ଉଲ୍ଲେଖନୀୟ ସଫଳତା ହାସଲ କରିଛି। କୋଭିଡ୍ ମହାମାରୀ ପ୍ରଭାବିତ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଗତ ୨ ବର୍ଷରେ ଇକୋ ଟୁରିଜମ କେନ୍ଦ୍ରଗୁଡ଼ିକରେ ପର୍ଯ୍ୟଟକ ସଂଖ୍ୟାରେ ୯୬% ଏବଂ ରାଜସ୍ଵ ସଂଗ୍ରହରେ ୪୬% ଅଭିବୃଦ୍ଧି ଘଟିଛି।...
ଜେଲରେ କଏଦୀଙ୍କୁ ନିର୍ଯାତନା ନେଇ ଓଏଚ୍ଆର୍ସିରେ ଅଭିଯୋଗ
ଭୁବନେଶ୍ୱର,୭।୮(ବ୍ୟୁରୋ): ଢେଙ୍କାନାଳ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କୁ ନିର୍ଯାତନା ଦିଆଯାଉଛି। ଜେଲ କର୍ମଚାରୀଙ୍କ ମାଡ଼ରେ ତାଙ୍କ ଆଖି ନଷ୍ଟ ହୋଇଥିବା ନେଇ ଶୁକ୍ରବାର ରାଜ୍ୟ ମାନବାଧିକର କମିଶନ(ଓଏଚ୍ଆରସି)ରେ ଅଭିଯୋଗ ହୋଇଛି। ଏପରିକି ଜେଲ କର୍ତ୍ତୃପକ୍ଷ ସମ୍ପୃକ୍ତ କଏଦୀଙ୍କୁ ଦେଖା କରିବାକୁ...
ସାହିରେ ପଶି ଗୋଡ଼ାଇ ହାଣିଲେ, ଗାଡ଼ି ଭାଙ୍ଗିଲେ
ଭୁବନେଶ୍ୱର,୭।୮(ବ୍ୟୁରୋ): ମାଷ୍ଟରକ୍ୟାଣ୍ଟିନ ଛକରେ ଅସାମାଜିକଙ୍କ ଆତଙ୍କରାଜ୍ ମନରୁ ନ ଲିଭୁଣୁ ଶୁକ୍ରବାର ରାତିରେ ମଞ୍ଚେଶ୍ୱର ଥାନାଞ୍ଚଳରେ ଆଉଏକ ଘଟଣା ଘଟିଛି। ୬୦ରୁ ୭୦ଜଣ ଯୁବକ ପଳାଶୁଣୀ ମୁଣ୍ଡାସାହିରେ ପଶି ଆତଙ୍କ ଖେଳାଇଛନ୍ତି। ବିଭିନ୍ନ ମାରଣାସ୍ତ୍ରରେ ସାହିର ଲୋକଙ୍କୁ ଆକ୍ରମଣ କରିବା...
ମନ୍ଦିର ଭଙ୍ଗାକୁ ବିରୋଧ, ପୋଲିସ-ଜନତା ମୁହାଁମୁହିଁ
କଟକ ସଦର, ୭।୮(ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ଭଙ୍ଗାଯିବାକୁ ନେଇ ଶୁକ୍ରବାର ପୋଲିସ ଓ ସ୍ଥାନୀୟ ଜନତା ମୁହଁାମୁହିଁ ହୋଇଥିଲେ। ଏପରି କି ଲୋକମାନେ ରାସ୍ତା ଉପରେ ବସି ରହିବାରୁ ପୋଲିସ ମନ୍ଦିର...
‘ସ୍ବତନ୍ତ୍ର ଫୋକସ ଷ୍ଟେଟ୍’ ମାନ୍ୟତା ଦାବି ଉଠାଇଲା ବିଜେଡି
ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍ ଷ୍ଟେଟ୍ ମାନ୍ୟତା ନେଇ ପାର୍ଲାମେଣ୍ଟରେ ଶୁକ୍ରବାର ବିଜେଡି ଦାବି ଉଠାଇଛି। ରାଜ୍ୟ ସଭାର ଶୂନ୍ୟକାଳରେ ବିଜେଡି ଏମ୍ପି ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରଭାବୀ ଢ଼ଙ୍ଗରେ ଏହି ପ୍ରସଙ୍ଗ ଉପସ୍ଥାପନ କରି କେନ୍ଦ୍ର...
Archives


