ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍ ଗ୍ରହଣ
ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍ ପାଇଁ ହେଉଛି ଭୋଟ୍ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧…
ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ…
ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା ଯାଏ…
କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ
କେସିଙ୍ଗା,୨୪।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି ଜିଲାପରିଷଦ…
ମୁହାଁମୁହିଁ ହୋଇପାରନ୍ତି ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ୩ବର୍ଷ ଧରି ମୂରବି ଶୂନ୍ୟ ଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନୂଆ ନେତା ପାଇବାକୁ ଯାଉଛି। ଏଥିପାଇଁ ଖୁବ୍ଶୀଘ୍ର ପୌର ନିର୍ବାଚନର ତାରିଖ ଘୋଷଣା ହେବାକୁ ଥିବାବେଳେ ଏହାକୁ ନେଇ ରାଜଧାନୀ ରାଜନୀତି ବେଶ୍ ସରଗରମ ହେବାରେ ଲାଗିଛି।…
ଶ୍ରୀଲିଙ୍ଗରାଜଙ୍କ ପୀଠରେ ରାତି ୧୦, ଶ୍ରୀଲୋକନାଥଙ୍କ ପୀଠରେ ରାତି ୩
ପୁରୁଣା ଭୁବନେଶ୍ୱର(ଡି.ଏନ୍.ଏ.)/ପୁରୀ ଅଫିସ,୨୪ା୨: ମାର୍ଚ୍ଚ ୧ରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏ ନେଇ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏକ ସମନ୍ବୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସର୍କିଟ ହାଉସ ସଭାକକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଖୋର୍ଦ୍ଧା ଜିଲାପାଳ…
ବରୀ, ରସୁଲପୁରରେ ଆଜି ଶେଷ ପର୍ଯ୍ୟାୟ ମତଦାନ
ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାରେ ୫ମ ତଥା ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ରସୁଲପୁର ଓ ବରୀ ବ୍ଲକ୍ର ୮ ଜିଲା ପରିଷଦ ଜୋନ୍ ଅନ୍ତର୍ଗତ ୭୨ ପଞ୍ଚାୟତରେ ମତଦାନ ଗୁରୁବାର ଅନୁଷ୍ଠିତ ହେବ। ପଞ୍ଚାୟତ ନିର୍ବାଚନ ଆରମ୍ଭରୁ ହିଂସା, ବୁଥ୍…
ସମ୍ମାନ ରକ୍ଷା ପାଇଁ ଭାଜପା ଲଢ଼ିବ
କେନ୍ଦ୍ରାପଡ଼ା ଅଫିସ, ୨୪ା୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ଏହି ବ୍ଲକ ଅଞ୍ଚଳରେ ଭାଜପା ପ୍ରଭାବ ବିସ୍ତାର କରିଥିଲା। ବ୍ଲକର…
୧୫୬୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି
ଜଗତ୍ସିଂହପୁର ଅଫିସ, ୨୪ା୨: ଜଗତ୍ସିଂହପୁର ଜିଲାର ନାଉଗାଁ ଓ ଏରସମା ବ୍ଲକ ଅଞ୍ଚଳରେ ଗୁରୁବାର ୫ମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ସରିଛି। ନାଉଗାଁ ବ୍ଲକର ୨ଟି ଜିଲା ପରିଷଦ ଜୋନ୍ ଅନ୍ତର୍ଗତ ୧୬ଟି…
ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା: ୫ରେ ପୁଣି ଢିଙ୍କିଆ ଗସ୍ତ କରିବ ସ୍ବତନ୍ତ୍ର କମିଟି
କଟକ ଅଫିସ,୨୪ା୨: ଜଗତ୍ସିଂହପୁର ଜିଲା ଢିଙ୍କିଆ ଅଞ୍ଚଳରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ନିର୍ମାଣକୁ ବିରୋଧ କରୁଥିବା ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା ଘଟଣା ସମ୍ପର୍କିତ ମାମଲାର ବୁଧବାର ହାଇକୋର୍ଟରେ ଶୁଣାଣି ହୋଇଛି। ଉଚ୍ଚ ଅଦାଲତଙ୍କ ଦ୍ୱାରା ଗଠିତ ୫ଜଣିଆ ସ୍ବତନ୍ତ୍ର କମିଟିକୁ ପୁଣିଥରେ…
ମାଓବାଦୀ ଦମନ କରିବେ ଆତ୍ମସମର୍ପିତ ସୁଧୀର
ଫୁଲବାଣୀ ଅଫିସ, ୨୪ା୨: ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଧନଞ୍ଜୟ ଗୋପେ ଓରଫ ସୁଧୀର ଆଣ୍ଟି ନକ୍ସଲ ପିପୁଲ ପିସ୍ ଫୋର୍ସ (ଏଏନ୍ପିପିଏଫ)ରେ ଯୋଗ ଦେଇଛନ୍ତି। ସେ ଏଥର ମାଓବାଦୀଙ୍କ ଦମନରେ ସାମିଲ ହେବେ। ବିଶେଷ କରି ପିପୁଲ୍ସ…
ରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲାଣି ପ୍ରକ୍ରିୟା
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଲାଗି ଏବେଠାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜୁଲାଇରେ ହେବାକୁ ଥିବା ଏହି ନିର୍ବାଚନ ସକାଶେ ଓଡ଼ିଶା ବିଧାନସଭାର ଦୁଇଜଣ ଅଫିସର ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର(ଏଆର୍ଓ) ଭାବେ ନିଯୁକ୍ତ ହେବେ । ହେଲେ ଦୁଇ ଜଣଙ୍କ ମଧ୍ୟରୁ ରାଷ୍ଟ୍ରପତି…
Archives


