ରାଜ୍ୟ

ରାଜଧାନୀରେ ଗାଡ଼ି ବେଗ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରେ ଯାନବାହନ ବେଗ ଉପରେ ଅଙ୍କୁଶ ଲଗାଯାଇଛି। ଘଣ୍ଟା ପ୍ରତି ୫୦ କିମି ବେଗରେ ଗାଡ଼ି ଚଲାଇଲେ ଲାଗୁ ହେବ ୭ ହଜାର ଜରିମାନା । ଏଥିସହ ଗାଡ଼ି ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ । ଏପରି…

ତୃଣମୂଳସ୍ତରରେ ବରିଷ୍ଠ ନାଗରିକଙ୍କ ଯତ୍ନ ବଡ଼ ଆହ୍ବାନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଆସନ୍ତା ୨୦୩୧ ସୁଦ୍ଧା ଭାରତର ମୋଟ୍‌ ଜନସଂଖ୍ୟାର ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କୁ ନେଇ ପୂରଣ ହେବ। ତେଣୁ ଜିଲା ତଥା ତୃଣମୂଳସ୍ତରରେ ଥିବା ମାନବ ସମ୍ବଳ ଏବଂ ଭିତ୍ତିଭୂମିକୁ ଉପଯୁକ୍ତ ଭାବେ ବିନିଯୋଗପୂର୍ବକ ବରିଷ୍ଠ ନାଗରିକଙ୍କ ସମ୍ପୂର୍ଣ୍ଣ…

ଫେରାର ରାଜାଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ଏମ୍‌.ଡି. ରାଜା ଧରାପଡ଼ିଛନ୍ତି। ମଙ୍ଗଳବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…

ଭାଜପା ନେତାଙ୍କ ବିରୋଧରେ ହତ୍ୟା ଅଭିଯୋଗ କଲା ବିଜେଡି

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତଙ୍କୁ ରାଜନୈତିକ ଆକ୍ରୋଶ ଯୋଗୁ ଏକ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା…

ଏଏସ୍‌ଆଇ ନୋଟିସକୁ ଅଣଦେଖା

ପୁରୀ ଅଫିସ,୨୩।୨: ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ(ଏଏସ୍‌ଆଇ) ଡିଜି ଭି. ବିଦ୍ୟାଭାରତୀ ଶ୍ରୀମନ୍ଦିର ପରିଦର୍ଶନରେ ଆସି ଶ୍ରୀମନ୍ଦିର ଚାରିପାଖ ବୁଲିବା ସହ ପ୍ରଶାସନ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ସ୍ପଷ୍ଟ ହୋଇଛି ଯେ, ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପର୍ଯ୍ୟନ୍ତ ପ୍ରଶାସନ…

ଜୁଲାଇ ପହିଲାରୁ ପଲିଥିନ ନିଷେଧ କଡ଼ାକଡ଼ି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍‌ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ…

ଘାରିଲାଣି ଷ୍ଟ୍ରଙ୍ଗ୍‌ରୁମ୍‌ ସୁରକ୍ଷା ଚିନ୍ତା

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପାଇଁ ରାଜ୍ୟରେ ହେଉଥିବା ୫ ପର୍ଯ୍ୟାୟ ନିର୍ବାଚନର ୪ଟି ପର୍ଯ୍ୟାୟ ପାଇଁ ଭୋଟିଂ ଶେଷ ହୋଇଯାଇଛି। ଏହି ୪ଟି ପର୍ଯ୍ୟାୟରେ ଯେଉଁମାନେ ପ୍ରାର୍ଥୀ ହୋଇଛନ୍ତି ସମସ୍ତଙ୍କୁ ବର୍ତ୍ତମାନ ଷ୍ଟ୍ରଙ୍ଗ୍‌ରୁମ୍‌ ଚିନ୍ତା ଘାରିଛି। ଶାସକ…

ପୋଲିଂ ପାର୍ଟିକୁ ଡଙ୍ଗାରୁ ମୁକ୍ତି

ସମ୍ବଲପୁର,୨୩ା୨(ବ୍ୟୁରୋ): ସମ୍ବଲପୁର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଶେଷ ହୋଇଛି। ଏହି ନିର୍ବାଚନ ଧନକଉଡ଼ା ବ୍ଲକ କୁଦଗୁଣ୍ଡେରପୁରବାସୀଙ୍କ ପାଇଁ ନିଆରା ଅନୁଭୂତି ଆଣିଦେଇଛି। ସ୍ବାଧୀନତାର ୭୫ବର୍ଷ ପରେ ନିର୍ବାଚନ ସମୟରେ ମହାନଦୀରେ ଡଙ୍ଗା ବ୍ୟବହାର ହୋଇନାହିଁ।…

ସୁପ୍ରିମକୋର୍ଟରେ ଦଶମ, ଦ୍ୱାଦଶ ପରୀକ୍ଷା ଶୁଣାଣି ଆଜି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅନ୍‌ଲାଇନ୍‌ ନା ଅଫ୍‌ଲାଇନ୍‌ରେ ହେବ, ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ବୁଧବାର ଏହି ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ। ସମସ୍ତ ରାଜ୍ୟ, ସିବିଏସ୍‌ଇ, ସିଆଇଏସ୍‌ସିଇ, ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଓପନ…

୨୦ ବର୍ଷ ପରେ ଭୋଟ

ଲାଞ୍ଜିଗଡ଼,୨୩।୨(ଡି.ଏନ.ଏ.): ଦୀର୍ଘ ୨୦ ବର୍ଷ ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତରେ ମଙ୍ଗଳବାର ଚଳିତବର୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିଲାଗି ସକାଳୁ ଧାଡିବାନ୍ଧି ଡଙ୍ଗରିଆ ଝରଣିଆ ଯୁବଭୋଟରମାନେ ପାରମ୍ପରିକ ବେଶଭୂଷାରେ ସୁସଜ୍ଜିତ ହୋଇ…

ଭୋଟ ଦେବାକୁ ୬୦ କି.ମି. ଜଳଯାତ୍ରା

ମାଲକାନଗିରି,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ କାଲିମେଳା ବ୍ଲକରେ ଅନୁଷ୍ଠିତ ହୋଇଛି। ନିଜର ଗଣତାନ୍ତ୍ରିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଭୋଟରମାନେ ଦୀର୍ଘ ୬୦ କିଲୋମିଟର ବୋଟ୍‌ରେ ଯାତ୍ରା କରି ମତଦାନ କରିଥିବା ଦେଖିବାକୁ ମିଳିଛି। କାଲିମେଳା ବ୍ଲକ…

ନକଲି ଡାକ୍ତରଙ୍କ ଭଉଣୀ ଅଟକ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିଷୟରେ ଦିନକୁ ଦିନ ନୂଆ ତଥ୍ୟ ଆସିବାରେ ଲାଗିଛି। କେବଳ ରମେଶ ନୁହନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri