ରାଜ୍ୟ

ଅଭିନୟରେ ଅଧିକ ଆତ୍ମସନ୍ତୋଷ ମିଳେ

ଚିନ୍ତାମଣି ବିଶ୍ୱାଳ ଏକାଧାରରେ ଜଣେ ଅଭିନେତା, ଚିତ୍ରଶିଳ୍ପୀ, କବିତା, ଗଳ୍ପ ଲେଖକ ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ପଞ୍ଚଟିକିରି ଗ୍ରାମରେ ଏକ ନିମ୍ନମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିବା ଚିନ୍ତାମଣି ବହୁ...

ହକି ଗୌରବ ପ୍ରଚ୍ଛଦରେ ଓଡ଼ିଶା

ଜାପାନର ଟୋକିଓରେ ଚାଲିଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସେମିଫାଇନାଲରେ ପ୍ରବେଶ କରି ଦେଶର ହକି ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ଭାରତୀୟ ପୁରୁଷ ଦଳ ଦୀର୍ଘ ୪୯ ବର୍ଷ ବ୍ୟବଧାନରେ...

ରାଜ୍ୟରୁ ପୁଣି ୬୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି। ୬୯ ମୃତକଙ୍କ...

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୧୨୯

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୫୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ନିଷ୍ପତ୍ତିରେ ବିଳମ୍ବ ନ ହେଉ

ଅନୁଗୋଳ ଅଫିସ, ୩ା୮ କୋଭିଡ୍‌ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍‌କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି...

ସଚେତନ କରୁଛି ବାଇକର୍ସ କ୍ଲବ

ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍‌ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ ପ୍ରାୟ ୪ ହଜାର କିଲୋମିଟର ପରିଭ୍ରମଣ କରି ଯୁବ ଗୋଷ୍ଠୀଙ୍କୁ ସଚେତନ...

କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର...

୩ ଦିନରେ ଶେଷ ହେବ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର,୨।୮(ବ୍ୟୁରୋ): ଅଗଷ୍ଟ ୧୧ରୁ ଆରମ୍ଭ ହେବ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା ଖାତା ଦେଖା । ଆଉ ୩ ଦିନ ମଧ୍ୟରେ ଶେଷ ହେବ ଏହି କାର୍ଯ୍ୟ। ୭ ଜିଲାର ୯ଟି କେନ୍ଦ୍ରରେ ପ୍ରାୟ ୧୫ ଶହ ପରୀକ୍ଷାର୍ଥୀଙ୍କ ଖାତା ଦେଖାହେବ...

ଗୁଣିଗାରେଡି, ପୂର୍ବ ରାଗରୁ ୩ ଜଣଙ୍କୁ ହତ୍ୟା

ଖମାର,୨ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ଖମାର ଥାନା କୁଞ୍ଜାମ ପଞ୍ଚାୟତର ୩ ଜଣଙ୍କୁ ଗୁଣିଗାରେଡି ସନ୍ଦେହ ଓ ପୂର୍ବ ରାଗ ରଖି ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ପରେ ମୃତଦେହକୁ ରଶିରେ ବାନ୍ଧି ଘୋଷାରି ନେଇ ସମାକୋଇ ନଦୀରେ ଫିଙ୍ଗାଯାଇଥିବା...

ଖୁଡ଼ିଙ୍କ ଗଳା କାଟିଲେ ପୁତୁରା

ବାରିପଦା ଅଫିସ,୨।୮: ଜମିବାଡ଼ି ବିବାଦରୁ ବାସନ୍ତୀ ପୂର୍ତ୍ତି(୫୫) ନାମ୍ନୀ ଜଣେ ବିଧବାଙ୍କୁ ତାଙ୍କ ପୁତୁରା ଗଳା କାଟି ହତ୍ୟା କରିବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଧୀନ ଟିଲୁ ସାହିରେ ଏହି ଘଟଣା ଘଟିଛି। ପୋଲିସ...

ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ପିଏସ୍‌ ବିରଞ୍ଚି ସାହୁ ନିଲମ୍ବିତ

ଭୁବନେଶ୍ୱର,୨।୮(ବ୍ୟୁରୋ): ବିପୁଳ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପିଏସ ବିରଞ୍ଚି ସାହୁଙ୍କୁ ନିଲମ୍ବନ କରାଯାଇଛି। ତାଙ୍କୁ ଷ୍ଟାଫ ସିଲେକ୍ସନ କମିଶନ ନିଲମ୍ବନ କରିଛନ୍ତି। । ସୂଚନାଯୋଗ୍ୟ, ଚଢ଼ାଉ ସମୟରେ ତାଙ୍କ ନିକଟରୁ ମୋଟ ୩ କୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri