ରାଜ୍ୟ

ତପସ୍ବିନୀଙ୍କୁ ମାସିକ ୧୭ ହଜାର ବଦଳରେ ମିଳିବ ୧୦ହଜାର ଟଙ୍କା

ବ୍ରହ୍ମପୁର ଅଫିସ,୨୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ-ତପସ୍ବିନୀ ଦାସ ବିବାଦ ମାମଲା ଥମିବାର ନା ନେଉ ନାହିଁ। ଦିନକୁ ଦିନ ଏହି ମାମଲା ନୂଆ ମୋଡ ନେଉଛି। ସୁମିତ୍‌ଙ୍କ ପକ୍ଷରୁ ଦିଆଯାଉଥିବା ପାରିତୋଷିକ ଏବେ ହ୍ରାସ କରାଯାଇଛି। ମାସିକ ୧୭…

‘କୌଣସି ପ୍ରକାର ବିଶୃଙ୍ଖଳା ହେବାକୁ ଦିଆଯିବନି’

ଉମରକୋଟ, ୨୨।୨(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଓ ରାଇଘର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ହେବ। ଏଥିପାଇଁ ବ୍ଲକ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହାର ତଦାରଖ କରିବାକୁ ସୋମବାର ନବରଙ୍ଗପୁର ଜିଲାପାଳ…

ଆଜି କିଶୋରନଗର, ତାଳଚେରରେ ଭୋଟ

ବଇଣ୍ଡା/ ତାଳଚେର,୨୨୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ୨୨ ତାରିଖ ମଙ୍ଗଳବାର ଅନୁଗୋଳ ଜିଲାର କିଶୋରନଗର ଓ ତାଳଚେର ବ୍ଲକରେ ଅନୁଷ୍ଠିତ ହେବ। କିଶୋରନଗର ବ୍ଲକର ୨୩ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍‌ରେ ଏଥିପାଇଁ…

‘ଓଡ଼ିଆ ଭାଷା ଉପରେ ସଙ୍କଟ ଘନେଇଛି’

ଢେଙ୍କାନାଳ ଅଫିସ, ୨୨।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ମାତୃଭାଷା ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଏଥିରେ ଅଧ୍ୟକ୍ଷତା କରି କହିଲେ, ଓଡ଼ିଆ ଭାଷା ଆମ…

ଫୋକସ୍‌ରେ ସମ୍ବେଦନଶୀଳ ବୁଥ୍‌

ଢେଙ୍କାନାଳ ଅଫିସ୍‌/ଭୁବନ, ୨୨।୨(ଡି.ଏନ.ଏ) ଢେଙ୍କାନାଳ ଜିଲାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମଙ୍ଗଳବାର ଭୋଟଗ୍ରହଣ ଅନୁଷ୍ଠିତ ହେବ। କଙ୍କଡ଼ାହାଡ଼ ଏବଂ ଭୁବନ ବ୍ଲକର ଭୋଟର ନିଜ ମନପସନ୍ଦର ପ୍ରତିନିଧି ବାଛିବେ। ପଞ୍ଚାୟତ ଭୋଟରେ ହିଂସାକୁ ନେଇ ଚର୍ଚ୍ଚାର…

୧୩ ନଂ. ଜୋନ୍‌ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର

ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ ସପକ୍ଷରେ ଭୋଟ୍‌ ପାଇଁ ଭୋଟରମାନଙ୍କୁ ମନାଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତେବେ ବିଜେଡି ପକ୍ଷରୁ…

‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’

ବାଲେଶ୍ୱର ଅଫିସ, ୨୨।୨ ଦେଶରେ ପ୍ରଚଳିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ସହିତ ଏଥିରେ ମତଦାତାମାନଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’ ବିଷୟ…

ଟାଟା କମ୍ପାନୀ ବସ୍‌ ୩ଘଣ୍ଟା ଅଟକ

ବାଲିଆପାଳ, ୨୨।୨(ସ୍ବ.ପ୍ର) ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦରକୁ ରେଳଲାଇନ୍‌ ସଂଯୋଗୀକରଣରେ ଜମି ହରାଇଥିବା ପରିବାରର ୩୩ ଯୁବତୀଯୁବକମାନଙ୍କୁ ଟାଟା କମ୍ପାନୀ ପ୍ରଶିକ୍ଷଣ ପାଇଁ ଏକ ବସ୍‌ ଯୋଗେ ସୋମବାର ବାଲିଆପାଳରୁ ଜାମସେଦପୁର ନେଉଥିବା ବେଳେ ସ୍ଥାନୀୟ ଅଞ୍ଚଳ କେତେଜଣ ଯୁବକ ବସ୍‌କୁ…

ଦେବକୁଣ୍ଡରେ ପର୍ଯ୍ୟଟକଙ୍କୁ ଦୁର୍ବ୍ୟବହାର ନେଇ ଉତ୍ତେଜନା

ଉଦଳା, ୨୨।୨ (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ହଇରାଣ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ଦୁର୍ବ୍ୟବହାରର ଶିକାର ହେବାକୁ ପଡୁଛି। ଏଭଳି ଅଭିଯୋଗ ଆଣି ପର୍ଯ୍ୟଟକ ଏବଂ ସ୍ଥାନୀୟ ବାସିନ୍ଦା…

ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ

ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ ହୋଇଛନ୍ତି। ଆହତ ମାନେ ହେଲେ ସେହି ଗ୍ରାମର ଅନାମୀ ପାତ୍ର, ସାଜନ ହାଇବୁରୁ, ଟିନୁ…

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୯,୦୩୬କୁ ବୃଦ୍ଧି ପାଇଛି। ଆଜି…

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର,୨୨।୨(ବ୍ୟୁରୋ):ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ସରିଥିବା ବେଳେ ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଜାରି ରହିଛି । ସେହିପରି ୨୪ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ତେବେ ପଞ୍ଚମ ପର୍ଯ୍ୟାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri