କୋର୍ଟଙ୍କ ଆଦେଶ ଜୁଡିସିଆଲ ଅଧିକାରୀ ମାନୁନାହାନ୍ତି
କଟକ ଅଫିସ,୪ା୮:କୋର୍ଟଙ୍କ ଆଦେଶକୁ ଜୁଡିସିଆଲ ଅଧିକାରୀ ମାନୁ ନ ଥିବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ପିଟିଶନରେ ଦର୍ଶାଇଛନ୍ତି, ବଲାଙ୍ଗୀର ଜିଲା କୋର୍ଟ ଓ ପାଟଣାଗଡ଼ କୋର୍ଟରେ...
ଭାଜପାକୁ କାହିଁକି ସମର୍ଥନ ଦିଆଗଲା ଜାଣିନି
ପୁରୀ ଲୋକ ସଭା ଆସନରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ପିନାକୀ ମିଶ୍ର ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି। ସେ ମୋଟ ୪ଥର ପୁରୀ ଲୋକ ସଭା ଆସନରୁ ଏମ୍ପି ଭାବେ ବିଜୟୀ ହୋଇଛନ୍ତି। ସେ ପ୍ରଥମେ ୧୯୯୬ରେ...
୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ
ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍ ଅର୍ଡିନେଟ ଅଫିସ୍ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ...
ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା...
ଧରାପଡ଼ିଲା ଓଟିଇଟି ପ୍ରମାଣପତ୍ର ଜାଲିଆତି
ଯାଜପୁର ଅଫିସ,୪ା୮:ରାଜ୍ୟର କୋଣ ଅନୁକୋଣରେ ପୂର୍ବରୁ ନକଲି ବିଏଡ୍/ସିଟି ଡିଗ୍ରୀଧାରୀ ଶିକ୍ଷୟିତ୍ରୀଶିକ୍ଷକଙ୍କ ରହସ୍ୟ ଉନ୍ମୋଚନ ହୋଇ ଥିବାବେଳେ ଏବେ ପୁଣି ଓଟିଇଟି(ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ)ପ୍ରମାଣପତ୍ର ଜାଲିଆତି ଧରାପଡ଼ିଛି। ସୂଚନା ଅଧିକାର ଆଇନ (ଆର୍ଟିଆଇ) ବଳରେ ମିଳିଥିବା ତଥ୍ୟ ଆଧାରରେ...
ରୋଜ୍ ଭ୍ୟାଲି ଓଡ଼ିଶା ମୁଖ୍ୟ ଭୌମିକ ଗିରଫ
ଭୁବନେଶ୍ୱର(ବ୍ୟୁରୋ)/ ବାଲେଶ୍ୱର ଅଫିସ,୪।୮: ରୋଜ୍ଭ୍ୟାଲି ଚିଟ୍ଫଣ୍ଡ ସଂସ୍ଥାର ଓଡ଼ିଶା ମୁଖ୍ୟ ବିକ୍ରମଜିତ୍ ଭୌମିକଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଏକ ଟିମ୍ ସୋମବାର ରାତିରେ ପଶ୍ଚିମବଙ୍ଗର ମିଦିନାପୁର ଅଞ୍ଚଳରୁ ଗିରଫ କରିଛି। ତାଙ୍କୁ କୋଲକାତାର ତାମ୍ଲୁକ ସିଜେଏମ୍ କୋର୍ଟରେ...
ରାଜ୍ୟରେ ୧,୩୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୩୧୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୫୫୩...
୪ ଦିନିଆ ରିମାଣ୍ଡରେ ଗଲେ ବିରଞ୍ଚି: ଖୋଲିବ ଗୁମର
ଭୁବନେଶ୍ୱର,୩।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍) ବିରଞ୍ଚତ୍ ନାରାୟଣ ସାହୁଙ୍କୁ ମଙ୍ଗଳବାର ୪ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ତାଙ୍କୁ...
ପୋଖରୀରେ ବୁଡ଼ିଗଲେ ମା’ ଝିଅ
କେନ୍ଦୁଝର,୩ା୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜାମୁଯୋଡ଼ି ପଞ୍ଚାୟତ ଅଧୀନ ଜାମୁପଶି ସାହିରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ମା’ ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ସାହିର ବାସୁଦେବ ନାଏକଙ୍କ ସ୍ତ୍ରୀ...
ଚାକିରି କରାଇଦେବାକୁ କହି ଠକି ଦେଲେ ଭାଜପା ଜିଲା ସମ୍ପାଦକ
କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦ୍ରମନ୍ତ୍ରୀଙ୍କ ପାଖ ଲୋକ। ଚାକିରି କରାଇଦେବି। ଏଭଳି କହି ୪୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ଆସିଛି କେନ୍ଦୁଝର ଜିଲା ଭାଜପା ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାରଙ୍କ ନାଁରେ। ଆନନ୍ଦପୁର ଥାନାରେ ଏହି ମାମଲା(ନଂ.୧୫୬/୨୧) ରୁଜୁ ହୋଇଛି।...
ପୁଣି ଥରେ ବିଦ୍ୟାଭାରତୀଙ୍କୁ ଜେରା : ଏଥର ମିଳିବ କି କିଛି ତଥ୍ୟ
ଉଦଳା,୩।୨(ଡି.ଏନ୍.ଏ.): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାର ୨୩ ଦିନ ପରେ ମଧ୍ୟ ସସ୍ପେନ୍ସ ଲାଗି ରହିଛି। ଏହା ଏକ ଦୁର୍ଘଟଣାଜନିତ ମୃତ୍ୟୁ ନା ଯୋଜନାବଦ୍ଧ ହତ୍ୟାକାଣ୍ଡ, ତାହା ଉପରୁ ପରଦା ଉଠି ପାରୁନି।...
୪ ଜିଲାରେ ପାଇଲଟ୍ ପ୍ରକଳ୍ପ
ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର କୃଷିଭବନଠାରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏହାର ଉଦ୍ଘାଟନ...
Archives


